-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲା ବରିଷ୍ଠ ନାଗରିକ ମଂଚର ୫ମ ପ୍ରତିଷ୍ଠା ଦିବସ

26-Jun-2022



ବଲାଙ୍ଗିର,(ପ୍ରେରଣା ଖବର) ବଲାଙ୍ଗିର ଜିଲ୍ଲା ବରିଷ୍ଠ ନାଗରିକ ମଂଚର ୫ମ ପ୍ରତିଷ୍ଠା ଦିବସ ତଥା ସାଧାରଣ ସଭାର ପ୍ରଥମ ଅଧିବେଶନ ରାଧାକୃଷ୍ଣ ମନ୍ଦିର ସଦାଇପାଲି ଅନୁଷ୍ଠିତ ହୋଇଥିା । ପ୍ରଥମେ ମଂଚର ପ୍ରତିଷ୍ଠାତା ସଭ୍ୟ ସ୍ୱର୍ଗତ ଅମରେନ୍ଦ୍ର ମିଶ୍ରଙ୍କ ବିୟୋଗ ଯୋଗୁଁ ଏକ ମିନିଟ ଶୋକ ସଭା ହେଲା । ସଭାର ସଭାପତି ପ୍ରକାର ମିଶ୍ର ସଭାପତିତ୍ୱ କରିଥିଲେ । ପୂର୍ବ ବୈଠକର ବିବରଣୀ ପଠନ ପରେ ସାଧାରଣ ସଂପାଦକ ମନୋରଂଜନ ମିଶ୍ର ସଭାରେ ଅନେକ ଗୁରୁତ୍ୱପୂର୍ଣ୍ଣ ବିଷୟ ଆଲୋଚନା ହୋଇଥିଲା । ନୂତନ ଭାବେ ଯୋଗ ଦେଇଥିବା ଜଣ ସଭ୍ୟ ମଥାମଣି ପଣ୍ଡା, ମହନ ସାହୁ, ଓଁପ୍ରକାଶ ସାହୁ, ବିମଳ ଚକ୍ରବର୍ତ୍ତି, ଯୁଗଳ କିଶୋର ମହାପାତ୍ର ଓ ଶ୍ୟାମ ସୁନ୍ଦର ମିଶ୍ର । ଦ୍ୱିତୀୟ ଅଧିବେଶନ ସଭାରେ ପୌର ପାଳିକା ଅଧ୍ୟକ୍ଷା ଲିକା ସାହୁ ମୁଖ୍ୟ ଅତିଥି, ଡ. କେ.ସି. ମହନ୍ତ ଏଡିଏମ୍‌ଓ ବଲାଙ୍ଗିର,ନବକୃଷ୍ଣ ସାହୁ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ  ଅନ୍ୟତମ ଅତିଥି ଭାବେ ଯୋଗ ଦେଇଥିଲେ । ସଭା ପ୍ରାରମ୍ଭରେ ତାଙ୍କୁ ଫୁଲତୋଡା ଓ ଉପଢୈାକନ ଦେଇ ସ୍ୱାଗତ କରାଗଲା । ସଭାପତି ପ୍ରଭାକର ମିଶ୍ର ସଭାପତିତ୍ୱ କରିଥିଲେ ଓ ସଂପାଦକ ମନୋରଂଜନ ମିଶ୍ର ସଂପାଦକୀୟ ବିବରଣୀ ପାଠ କରିଥିଲେ । ସୁନିଲ ବିଶ୍ୱାଲ ସଭା ପରିଚାଳନା କରିଥିଲେ ଓ ଅତିଥି ପରିଚୟ ପ୍ରଦାନ କରିଥିଲେ । ପ୍ରଥମ ସାମଜିକ ସୁରକ୍ଷା ଅଧିକାରୀ ତାଙ୍କ ବକ୍ତବ୍ୟରେ ସମସ୍ତଙ୍କୁ କହିଥିଲେ ଯେ ବଲାଙ୍ଗିର ଜିଲ୍ଲାପାଳ ଅତିଶିଘ୍ର ଏକ  କୋଠା ଘର ବରିଷ୍ଠ ନାଗରିକଙ୍କ ଅବସର ବିନୋଦନ ପାଇଁ ପ୍ରଦାନ କରିବାକୁ ଯାଉଛନ୍ତି । ସେ କହିଲେ ସରକାର ବରିଷ୍ଠ ନାଗରିକଙ୍କ ପାଇଁ ସବୁବେଳେ ତତ୍ପର କିଛି ଅସୁବିଧା ଅନୁଭବ କଲେ ତାଙ୍କ ସହିତ ଯୋଗାଯୋଗ ପାଇଁ ତାଙ୍କ ସେଲ ନମ୍ବର ପ୍ରଦାନ କରିଥିଲେ । ବଲାଙ୍ଗିର ସାଲେପାଲି ଠାରେ ଏକ ବୃଦ୍ଧାଶ୍ରମ ଓ କଂସାରିପଡାରେ ଏକ ରାତ୍ର ଯାବନ ପାଇଁ ସଟ୍ ଷ୍ଟେ ହୋମ ଅଛି ବୋଲି କହିଥିଲେ । ଦରକାର ହେଲେ ଏହାର ଉପଯୋଗ କରିବା ବୋଲି କହିଥିଲେ । ଏଡିଏମ୍‌ଓ ଶ୍ରୀ ମହନ୍ତ  ତାଙ୍କ ବକ୍ତବ୍ୟ କବିତା ମାଧ୍ୟମରେ କହିଥିଲେ ଓ ଭଗବତ ପଠନ ସମସ୍ତ ଦୁଃ ଯନ୍ତ୍ରଣା ଲାଘବ ରାସ୍ତା ଓ ଭଗବାନ ହିଁ ସମସ୍ତ ଙ୍କ ଦୁଃଖ ଲାଘବ କରିବା ର ମାର୍ଗ ବୋଲି କହିଥିଲେ । ତତ୍ ପରେ ପୌରାଧ୍ୟକ୍ଷା  ଲିକା ସାହୁ ନିଜ ବକ୍ତବ୍ୟରେ ବରିଷ୍ଠ ନାଗରିକମାନେ ପରିବାରର ମୂଳଦୁଆ ସେମାନେ ସମାଜ ଓ

ଦେଶ ଗଠନରେ ସହାୟକ ହୁଅନ୍ତି ବୋଲି କହିଥିଲେ । ସଭାପତିଙ୍କ ଅଭିଭାଷଣ ପରେ କପିଳେଶ୍ୱର ଖମାରୀ ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ । ପରିଶେଷରେ ସଭାପତି ଶ୍ରୀ ମିଶ୍ର ସଭା ସାଙ୍ଗ କରିଥିଲେ । ଉକ୍ତ ସଭାରେ ନରେନ୍ଦ୍ର କବାଟ, କୋଷାଧ୍ୟକ୍ଷ ବିନୟ ମିଶ୍ର, ସଂଙ୍ଗଠନ ସଂପାଦକ ଅଶୋକ ଚାନ୍ଦ, ଅଫିସ ସଂପାଦକ ସୁରେନ୍ଦ୍ର ନେଗୀ, ଅଶୋକ ମିଶ୍ର, ଧନଞ୍ଜୟ ମିଶ୍ର, ଦ୍ୱାରିକା ନାଥ ପଟେଲ, ମାଲିଆ ଗଡୁଆ, ଚିତ୍ତ ରଂଜନ ପଟେଲ, କୃଷ୍ଣଚନ୍ଦ୍ର ମହାକୁର, ହରେକୃଷ୍ଣ ପଟେଲ, ପୁରୁଷୋତ୍ତମ ପଣ୍ଡା, ପିତବାସ ପଣ୍ଡା, ଗୌର ଚନ୍ଦ୍ର ପୁରୋହିତ, ଚିଳାଞ୍ଚଳ ଦିରଗୁନ ଆଦି ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026

You Might Also Like