-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ମୁଖ୍ୟଚିକିତ୍ସାଳୟରେ ଦୂର ହେଲା ଗରମ ପାଣି ଯୋଗାଣ ସମସ୍ୟା

27-Jun-2022



 ନୟାଗଡ, (ପ୍ରଦୀପ କୁମାର ପଣ୍ଡା)ରୋଟାରୀ କ୍ଲବ୍,ନୟାଗଡ଼ ଦ୍ବାରା ଜିଲ୍ଲା ମୁଖ୍ଯ ଚିକିତ୍ସାଳୟରେ ରୋଗୀମାନଙ୍କ ପାଇଁ ଗରମ ପାନୀୟ ଜଳ ବିତରଣ କେନ୍ଦ୍ରକୁ ମାନ୍ଯବର ନୟାଗଡ଼ ବିଧାୟକ ଡକ୍ଟର ଅରୁଣ କୁମାର ସାହୁ ଉଦଘାଟନ କରିଛନ୍ତି  । ରୋଟାରୀ କ୍ଲବ୍ ସଭାପତି ଧୀରେନ୍ଦ୍ର କୁମାର ପଟ୍ଟନାୟକଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମାନନୀୟ ଜିଲ୍ଲାପରିଷଦ ଅଧ୍ଯକ୍ଷ ଦେବାଶିଷ ପଟ୍ଟନାୟକ,ଓ ମୁନିସିପାଲିଟି ଉପାଧ୍ୟକ୍ଷ ଗୁରୁପ୍ରସାଦ ଜେନା ସମ୍ମାନିତ ଅତିଥି ଭାବେ ଯୋଗଦେଇ ଥିଲେ।ଜିଲ୍ଲା ମୁଖ୍ଯ ଚିକିତ୍ସାଳୟରେ ଜିଲ୍ଲାର ବିଭିନ୍ନ କୋଣରୁ ପ୍ରତିଦିନ ଶହ ଶହ ରୋଗୀ ଆସି ଚିକିତ୍ସିତ ହେଉଥିଲା ବେଳେ ରୋଗୀ ମାନଙ୍କ ପାଇଁ ଗରମ ପାନୀୟ ଜଳର ବ୍ଯବସ୍ଥା ନ ଥିଲା ।

ଯାହା ଫଳରେ ଗରମ ପାଣି ପାଇଁ ରୋଗୀ ମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଥିଲେ । ଏହି ଅସୁବିଧାକୁ ଅନୁଭବ କରି ସ୍ଥାନୀୟ ରୋଟାରୀ କ୍ଲବ୍, ନୟାଗଡ଼ ଗରମ ପାନୀୟ ଜଳ ଯୋଗାଇବା ପାଇଁ ମାନନୀୟା ଜିଲ୍ଲାପାଳ ଓ ଜିଲ୍ଲା ମୁଖ୍ଯ ଚିକିତ୍ସା ଅଧିକାରୀଙ୍କ ସହିତ ଯୋଗାଯୋଗ କରିଥିଲେ । ମାନନୀୟା ଜିଲ୍ଲାପାଳଙ୍କ ପରାମର୍ଶ କ୍ରମେ ଜିଲ୍ଲା ମୁଖ୍ଯ ଚିକିତ୍ସା ଅଧିକାରୀ ଚିକିତ୍ସାଳୟର ମଧ୍ଯ ଭାଗରେ ଏକ ଘର ଯୋଗାଇ ଦେଇଥିଲେ । ଯେଉଁ ଠାରେ ଉକ୍ତ ଗରମ ପାନୀୟ ଜଳ ଯୋଗାଣ ମେସିନ୍ ଟି ସ୍ଥାପନ କରାଯାଇଛି ।
ଆଜି ଠାରୁ ରୋଗୀ ମାନେ ଗରମ ପାଣି ପାଇଁ ଆଉ ବାହାରକୁ ଯାଇ ହଟହଟା ହେବାକୁ ପଡିବନି। ଆଜିର ଏହି ଉଦଘାଟନ କାର୍ଯ୍ୟକ୍ରମରେ ରୋଟାରୀ କ୍ଲବ୍ ସଂପାଦକ ମିହିର ରଂଜନ ନାୟକ, ରୋଟାରୀଆନ୍ ସୁବୋଧ କୁମାର ପଟ୍ଟନାୟକ, ଆରିଫ୍ ଖାଁ, ପ୍ରସନ୍ନ କୁମାର ବସନ୍ତିଆ, ପ୍ରକାଶ ଚନ୍ଦ୍ର ପଟ୍ଟନାୟକ, ମଦନମୋହନ ମହାପାତ୍ର, ବାସୁଦେବ ସାହୁ, ପ୍ରବୀର କୁମାର ପ୍ରୁଷ୍ଟି, ଶ୍ରୀକାନ୍ତ ଖଟେଇ, ଲକ୍ଷ୍ମୀନାରାୟଣ ରଥ, ଶ୍ରୀଧର ସାହୁ, ଜି. ରଶ୍ମୀରାଜ, କୁମାର ଦେବଦତ୍ତ, ରଜତ କୁମାର ମହାପାତ୍ର,ଜ୍ଯୋତିର୍ମୟ ପଟ୍ଟନାୟକ ଆଦି ବହୁ ରୋଟାରୀଆନ୍ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026

You Might Also Like