-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||     

HOME   ଜିଲ୍ଲା

ବୌଦ୍ଧ :ସେବା ସମବାୟ ସମିତିର ଦ୍ଵିତୀୟ ପର୍ଯ୍ୟାୟ ନିର୍ଦ୍ଦେଶକ ଭୋଟ

27-Jun-2022



ଘଣ୍ଟାପଡ଼ା/ ରବିବାର ଦିନ ସେବା ସମବାୟ ସମିତିର ଦ୍ଵିତୀୟ ପର୍ଯ୍ୟାୟ ନିର୍ଦ୍ଦେଶକ ଭୋଟ ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଅନ୍ତର୍ଗତ ଘଣ୍ଟାପଡ଼ା ସମିତିରେ ଅନୁଷ୍ଠିତ ହୋଇଯାଇଛି । ୧୫ଟି ମଣ୍ଡଳୀ ଜୋନରୁ ୯ ଜଣ ପ୍ରାର୍ଥୀ ନିର୍ଦ୍ବନ୍ଦରେ ନିର୍ବାଚିତ ହେବା ପରେ ବାକି ୬ଟି ମଣ୍ଡଳୀର ଭୋଟ ରବିବାର ଦିନ ଅନୁଷ୍ଠିତ ହୋଇ ଫଳାଫଳ ମଧ୍ୟ ଘୋଷଣା କରାଯାଇଥିଲା ।୩୭୨ ଭୋଟର ବିଶିଷ୍ଟ ୬ଟି ମଣ୍ଡଳୀରେ ମୋଟ ୧୮୩ ଜଣ ଭୋଟର ମତଦାନ କରିଥିଲେ ।ବିଜୟୀ ନିର୍ଦ୍ଦେଶକ ମଧ୍ୟରେ ନଂ୨ ରୁ କାଳି ଚରଣ ରଣା, ନଂ୭ରୁ ପୃଥିରାଜ ସାହୁ, ନଂ ୧୦ ରୁ ନିଳକଣ୍ଠ ବିଭାର, ନଂ ୧୨ରୁ ଉସ୍ତ ମାଝୀ, ନଂ ୧୩ରୁ ରାମେଶ୍ଵର ହରିପାଲ ଓ ନଂ୧୪ରୁ ଫଗୁ ମାଝୀ ନିକଟତମ ପ୍ରତିଦ୍ଵନ୍ଦିଙ୍କୁ ପରାସ୍ତ କରି ବିଜୟୀ ହୋଇଥିବା ନେଇ ପ୍ରକାଶ କରିଛନ୍ତି ନିର୍ବାଚନ ଅଧିକାରୀ ଶ୍ରୀ ଭୂଲେଶ୍ଵର ନାଗ । ଉକ୍ତ ନିର୍ବାଚନରେ ପ୍ରିଜାଇଡିଙ୍ଗ ଅଫିସର ଭାବେ ପ୍ରମୋଦ କୁମାର ଜାନୀ, ପୁଲିଙ୍ଗ ଅଫିସର ଭାବେ ଜୟ କିଶୋର ରଣା, ଜୟରାମ କୁମ୍ଭାର ଓ ରୋହନ ରଣା ନିର୍ବାଚନ କାର୍ଯ୍ୟ ତୁଳାଇଥିଲେ । ଶାନ୍ତି ଶୃଙ୍ଖଳାର ସହିତ ନିର୍ବାଚନ ହୋଇଥିବାରୁ ଉପସ୍ଥିତି ଚାଷି ଭୋଟର, ଘଣ୍ଟାପଡ଼ା ପୋଲିସ ଓ ସମିତି କର୍ମଚାରୀଙ୍କୁ ଧନ୍ୟବାଦ ଦେଇଛନ୍ତି ନିର୍ବାଚନ ତଦାରଖ ଦାୟିତ୍ଵରେ ଥିବା କଣ୍ଟାମାଳ ବି.ଡି.ଓ.ଶ୍ରୀ କଳାକୃଷ୍ଣ ପ୍ରଧାନ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026

You Might Also Like