-+91-9937148622 |

prerana_bgr@rediffmail.com |

  Thursday 6th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   (06-Aug-2026)       ||      ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ    (06-Aug-2026)       ||      ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||      ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||      ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (05-Aug-2026)       ||      ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   (05-Aug-2026)       ||      ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   (05-Aug-2026)       ||      ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   (05-Aug-2026)       ||      ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   (05-Aug-2026)       ||      * *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   (05-Aug-2026)       ||      *ବିଶ୍ବ ଯେତେବେଳେ ବି ଦିଗହରା ହୋଇଛି ବ୍ରାହ୍ମଣ ସମାଜ ର ହିଁ ମାର୍ଗଦର୍ଶନ ଲୋଡିଛି*- *ବକ୍ତା*-   (05-Aug-2026)       ||      ଲାଞ୍ଚ ଗ୍ରହଣ ଅଭିଯୋଗରେ ବରିଷ୍ଠ ରାଜସ୍ୱ ସହାୟକ ନିଲମ୍ବିତ   (05-Aug-2026)       ||      ସେବା,ସହଯୋଗ ଓ ମାନବିକତାର ବାର୍ତ୍ତା ନେଇ ଆରମ୍ଭ ହେଲା ଜୁନିଅର ରେଡ଼କ୍ରସ ତାଲିମ ଶିବିର"   (04-Aug-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ::ଦୁର୍ନୀତିର କଳା ପାହାଡ଼, ସମଗ୍ର ଶିକ୍ଷା ଅଭିଯାନ

27-Jun-2022



ସୁବର୍ଣ୍ଣପୁର:: ପ୍ରାପ୍ତ ସୂଚନାରୁ ପ୍ରକାଶ ଯେ ସୁବର୍ଣ୍ଣପୁର ସମଗ୍ର ଶିକ୍ଷା ଅଭିଯାନର ଜ଼ିଲ୍ଲା ପ୍ରକଳ୍ପ କାର୍ଯ୍ୟାଳୟ ଶିକ୍ଷକ ଶୋଷଣର ଏକ ଏନ୍ତୁଡ଼ିଶାଳାରେ ପରିଣତ ହେଲାଣି l ବିଶେଷ କରି ଅବସରପ୍ରାପ୍ତ ଶିକ୍ଷକ ମାନଙ୍କର ନୋଡ଼ିଉଜ ପ୍ରମାଣ ପତ୍ର ପାଇବାରେ ଅହେତୁକ ବିଳମ୍ବ ଓ ବିଭିନ୍ନ ଘଟଣାରେ ଶିକ୍ଷକ ଶିକ୍ଷୟତ୍ରୀ ମାନେ ମାନସିକ ନିର୍ଯ୍ୟାତିତ ହେବା ସାଧାରଣ ଘଟଣା ହେଲାଣି l ପ୍ରକାଶ ଥାଉ କି ଯେ ଗତ ଏପ୍ରିଲ ୩୦ ତାରିଖରୁ ଅବସରପ୍ରାପ୍ତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶାନ୍ତନୁ ଆଚାର୍ଯ୍ୟ ସରକାରୀ ଚାକିରୀରୁ ଅବସର ନେଲେଣି l ମାସକ ପୂର୍ବରୁ ତାଙ୍କ ଅବସରକାଳୀନ ନଥି ପତ୍ର ପ୍ରସ୍ତୁତ ପାଇଁ ଆବଶ୍ୟକ ନୋ ଡ଼ିଉଜ ପାଇଁ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୋନପୁର ଡିପିସି ଙ୍କୁ ପତ୍ରାଳାପ କରିଥିଲେ l ନିର୍ଦ୍ଧାରିତ ସମୟ ରେ ନୋ ଡ଼ିଉଜ ନ ମିଳିବାରୁ ଶ୍ରୀ ଆଚାର୍ଯ୍ୟ ପୁଣି ଥରେ  ଡିପିସି ଙ୍କୁ ବ୍ୟକ୍ତିଗତ ଭାବେ ଭେଟି ପୁନଃ ଆବେଦନ ପତ୍ର କଲେ ଓ ବିଇଓ ମଧ୍ୟ ପୁନଶ୍ଚ ପତ୍ରାଳାପ କଲେ l କିନ୍ତୁ ଦୁଃଖ ର ବିଷୟ ଯେ ତାହା ଆଜିଯାଏ ସମ୍ଭବ ହୋଇ ପାରୁନାହିଁ l ଏଣେ ଶ୍ରୀ ଆଚାର୍ଯ୍ୟ ନ୍ୟାୟାଳୟର ଆଶ୍ରୟ ନେବା ପାଇଁ ମଧ୍ୟ ଡିପିସି ଙ୍କୁ ସୂଚନା ଦେଇଥିବ ବିଷୟ ଅନୁସନ୍ଧାନ ରୁ ଜଣାଯାଏ l ଶ୍ରୀ ଆଚାର୍ଯ୍ୟ ତରଭା ବିଆରସିସି ଥିବା ବେଳେ ଟ୍ରେନିଂ ଭିନ୍ନ କ୍ଷମ ତାଲିମ,ଆଦି କାର୍ଯ୍ୟକ୍ରମ ପାଇଁ ଟଙ୍କା ଖର୍ଚ୍ଚ କରି ବିନିଯୋଗ ପ୍ରମାଣ ପତ୍ର ନେଇଥିଲେ ସୁଦ୍ଧା ପ୍ରକଳ୍ପ କାର୍ଯ୍ୟାଳୟରେ ତାହା ଉଭାନ ହୋଇଯିବା ଯୋଗୁଁ ତାଙ୍କ ନାମରେ ଅଗ୍ରିମ ଥିବା ଟଙ୍କା ଏଡ଼ଜଷ୍ଟ ହୋଇପାରୁନାହିଁ l ଶ୍ରୀ ଆଚାର୍ଯ୍ୟଙ୍କ ପାଖରେ ବିନିଯୋଗ ପ୍ରମାଣ ପତ୍ରର ପ୍ରାପ୍ତି ସ୍ୱୀକାର କପି ମହଜୁଦ ଥାଇ ସୁଦ୍ଧା ଭାଉଚର ଅଫିସ ରେ ମିଳୁନାହିଁ l ଏଣେ ଅବସର ର 2 ମାସ ବିତିଯାଇଥିଲେ ସୁଦ୍ଧା କାଗଜ ପତ୍ର ପଠା ଯାଇପାରୁନି କେବଳ ନୋ ଡ଼ିଉଜ ପ୍ରମାଣ ପତ୍ର ଅଭାବ ରୁ l ଏହା  ଗୋଟିଏ ଉଦାହରଣ ମାତ୍ର l ଏପରି  ୨୦୧୧ ରୁ କରାଯାଇଥିବା ସିଭିଲ କାମ ର ନଥି ପତ୍ର ଏ ଯାଏଁ ଅପଡେଟ ନ ହୋଇ ସରକାର ଙ୍କୁ ବିନିଯୋଗ ପ୍ରମାଣ ପତ୍ର ଦେବାରେ କଷ୍ଟ ହେଉଛି l ଏଣୁ ଏହି ପ୍ରକାର ଦାୟିତ୍ୱହୀନ କର୍ମଚାରୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଦାବୀ ହେଉଛି l ଏବଂ ସୁବର୍ଣ୍ଣପୁର ଜ଼ିଲ୍ଲାପାଳ ଏ ଦିଗରେ ବ୍ୟକ୍ତିଗତ ହସ୍ତକ୍ଷେପ ପୂର୍ବକ ଅବହେଳା କରୁଥିବା ସମ୍ପୃକ୍ତ କର୍ମଚାରୀଙ୍କୁ ଦୃଷ୍ଟାନ୍ତମୂଳକ ଦଣ୍ଡ ପୂର୍ବକ ଶିକ୍ଷକ ମାନଙ୍କୁ ହଇରାଣରୁ ମୁକ୍ତ କରି ସରକାରଙ୍କୁ ବିନିଯୋଗ ପ୍ରମାଣ ପତ୍ର ଦାଖଲ ପୂର୍ବକ ଜ଼ିଲ୍ଲାର ମାନଦଣ୍ଡକୁ ରାଜ୍ୟ ସ୍ତର ରେ ଠିକ ରଖନ୍ତୁ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   06-Aug-2026
  ଜିଲ୍ଲା  
ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ   06-Aug-2026
  ଜିଲ୍ଲା  
ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   06-Aug-2026
ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   05-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା   05-Aug-2026
  ଜିଲ୍ଲା  
ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    05-Aug-2026
  ଜିଲ୍ଲା  
ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି   05-Aug-2026
  ଜିଲ୍ଲା  
ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   05-Aug-2026
  ଜିଲ୍ଲା  
ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   05-Aug-2026
  ଜିଲ୍ଲା  
*ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   05-Aug-2026

You Might Also Like