-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||     

HOME   ଜିଲ୍ଲା

ଆଦିବାସୀଙ୍କ ପ୍ରତି ସରକାରଙ୍କ ପାତର ଅନ୍ତର ନିତୀ ପ୍ରତିବାଦରେ ନଭେମ୍ବର ୨୫ ବଲାଙ୍ଗିର ଜିଲ୍ଲାପାଳ ଅଫିସ ଘେରାଓ

23-Nov-2020



ବଲାଙ୍ଗିର,(ସନ୍ତୋଷ ଠାକୁର)- ଆଦିବାସୀମାନଙ୍କ ପ୍ରମୁଖ ସମସ୍ୟା ଗୁଡିକ ସମାଧାନ ହେଉ ନାହିଁ । ନକଲି ଆଦିବାସୀମାନଙ୍କୁ ସରକାର ଚାକିରୀରୁ ବହିଷ୍କାର କରୁନାହିଁ । ଆଦିବାସୀଙ୍କ ଧର୍ମ, ସଂସ୍କୃତି, ପ୍ରଥା ପରମ୍ପରା, ଭାଷା, ଦେବାଦେବୀ ପୂଜାପୀଠର ସୁରକ୍ଷା, ସଂରକ୍ଷଣ କରୁନାହିଁ । ଜଙ୍ଗଲ ଜମିର ପଟ୍ଟା ଦିଆଯାଉ ନାହିଁ । ଆଦିବାସୀଙ୍କ ଉପରେ ଲକ୍ ଡାଉନ ସଟ୍‌ଡାଉନ ଯୋଗୁଁ ଆଦିବାସୀଙ୍କ ଜୀବନ ଜିବୀକା ଦୁର୍ବିସହ ହୋଇ ପଡିଛି । ମୋବାଇଲ ଫୋନ ଏବଂ ଇଣ୍ଟରନେଟ ଅଭାବ ଯୋଗୁଁ ଆଦିବାସୀ ଛାତ୍ର ଛାତ୍ରୀ ଅନ୍‌ଲାଇନ ଶିକ୍ଷା ବ୍ୟବସ୍ଥାକୁ ବଂଚିତ ହେଉଛନ୍ତି । କରୋନା କଟକଣା ସମୟରେ ଆଦିବାସୀଙ୍କ ପାଇଁ ସ୍ୱତନ୍ତ୍ର ଆର୍ଥିକ ପ୍ୟାକେଜ ବ୍ୟବସ୍ଥା ହୋଇନାହିଁ । ଠିକା ନିଯୁକ୍ତି, ଆଉଟସୋର୍ସ ନିଯୁକ୍ତି ଫଳରେ ଆଦିବାସୀ ପ୍ରାର୍ଥୀମାନେ ଚାକିରୀ ରୁ ବଂଚିତ ହେଉଛନ୍ତି । ଶିଳ୍ପ ବନ୍ଦ, କାରଖାନା, ନଦୀବନ୍ଧ ଯୋଜନା, ଅଭୟା ଅରଣ୍ୟ, ପାର୍କ, ସଂରକ୍ଷିତ ଜଙ୍ଗଳ, ମନ୍ଦିର, ମୂର୍ତ୍ତି ପ୍ରତିଷ୍ଠା ନାମରେ ଆଦିବାସୀମାନଙ୍କୁ ବିସ୍ଥାପନ କରାଯାଉଛି । ଥଇଥାନ କିମ୍ବା କ୍ଷତିପୂରଣ ଦିଆଯାଉନାହିଁ । ୨୦୨୧ ଜନଗଣନାରେ ଓଡିଶାର ଆଦିବାସୀମାନଙ୍କ ଆଦିବାସୀ ଧର୍ମ ଲେଖିବା ପାଇଁ ସ୍ୱତନ୍ତ୍ର କୋଡ ବ୍ୟବସ୍ଥା ନିତୀ ପ୍ରତିବାଦରେ ନଭେମ୍ବର ୨୫ରେ ବଲାଙ୍ଗିର ଜିଲ୍ଲାପାଳ କାର୍ଯ୍ୟାଳୟ ଘେରାଓ କରି ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କୁ ଆଦିବାସୀମାନଙ୍କ ସମସ୍ୟା ସମ୍ବଳିତ ସ୍ମାରକପତ୍ର ପ୍ରଦାନ କରିବାକୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସଭାପତି ବ୍ରଜ କିଶୋର ସିଂଭୋଇ, ବ୍ଲକ ସଭାପତି ବଳଦେବ ଭୋଇ, ନିମାଇଁ ଝାଙ୍କର, ସନ୍ତୋଷ ପୁଟା, ବନଲତା ମାଝି, କାହ୍ନୁଚରଣ ପ୍ରଧାନ, ଅଷ୍ଟରତ୍ନ ବରିହା, ବିପ୍ର ବିଶି, ବସନ୍ତ ମାଝି, ଦୁଖିଶ୍ୟାମ ଭୋଇ, ଶରତ ଚନ୍ଦ୍ର ସିଂଭୋଇ, ପଦ୍ମନ ପ୍ରଧାନୀ, ଘିମାନନ୍ଦ ଭୋଇ, ଘନଶ୍ୟାମ ପ୍ରଧାନୀ ପ୍ରମୁଖ ପ୍ରେସ ବିବୃତ୍ତିରେ ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026

You Might Also Like