-+91-9937148622 |

prerana_bgr@rediffmail.com |

  Thursday 23rd April 2026 |

| | | |

R.N.I. Regd No. ODIODI/2010/46693

Breaking News

ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||      RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||      ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||      ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||      ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   (21-Apr-2026)       ||      *ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   (21-Apr-2026)       ||      *ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   (21-Apr-2026)       ||      ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   (21-Apr-2026)       ||      ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   (21-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||     

HOME   ରାଜ୍ୟ

ଆନ୍ତର୍ଜାତିକ ନିଶାଦ୍ରବ୍ଯ ନିଷେଧ ଦିବସ ଅବସରରେ ସଚେତନତା କାର୍ଯ୍ଯକ୍ରମ

27-Jun-2022



ଭୁବନେଶ୍ୱର :  ଆଜିର ଦିନରେ ସ୍ବେଚ୍ଛାସେବୀ ସାମାଜିକ ସଂଗଠନ “କର ଫାଉଣ୍ତେସନ୍” ତରଫରୁ ଆନ୍ତର୍ଜାତିକ ନିଶାଦ୍ରବ୍ଯ ନିଷେଧ ଦିବସ ଅବସରରେ ଏକ ସଚେତନତା କାର୍ଯ୍ଯକ୍ରମ ଓ “ୟୁଥ୍ ଫର ଭଲ୍ଯୁଣ୍ଟରୀ ଓ୍ବାର୍କା” ର ଅଧ୍ଯକ୍ଷ ମିର ଅହମ୍ମଦ୍ ଅଲ୍ଲୀଙ୍କ ପରିଚାଳନାରେ ଭୁବନେଶ୍ୱରସ୍ଥିତ ମାଷ୍ଟରକ୍ଯାଟିନ୍ ଛକରେ ଅନୁଷ୍ଠିତ ହୋଇଯାଇଛି। ନିଶାଦ୍ରବ୍ଯର ଦୁରୁପଯୋଗୀ ଓ ଅବୈଧ ବ୍ଯାପାର ଅନେକ ଦିନରୁ ସାରା ବିଶ୍ବ ପାଇଁ ଚିନ୍ତାର କାରଣ ପାଲଟିଛି। ଏଥିପାଇଁ ୭ ଡିସେମ୍ବର ୧୯୮୭ରେ ସଂଯୁକ୍ତ ରାଷ୍ଟ୍ରମାନଙ୍କ ମହାସଭାରେ ସବୁ ବର୍ଷ ଜୁନ୍ ୨୬ ତାରିଖକୁ ଆନ୍ତର୍ଜାତିକ ନିଶାଦ୍ରବ୍ଯ ନିଷେଧ ଦିବସ ରୂପେ ପାଳନ କରିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା। ବହୁଳ ଭାବେ ଯୁବକ ମାନେ ନିଶାଗ୍ରସ୍ତ ହେବାକୁ ଲାଗିଲେଣି,ଯାହାକି ଏକ ଚିନ୍ତା ଓ ଦୁର୍ଭାଗ୍ୟଜନକ ବିଷୟ। ନିଶାର ପ୍ରଭାବ କେବଳ ଦେହ ପାଇଁ ଖରାପ ନୁହେଁ, ଏହା ପାରିବାରିକ ଓ ସାମାଜିକ ଜୀବନରେ ମଧ୍ୟ କୁପ୍ରଭାବ ପକାଏ ବୋଲି ଶ୍ରୀଯୁକ୍ତ ଅଲ୍ଲୀ କହିଥିଲେ। ସେଥିପାଇଁ ବେଳ ଥାଉ ଥାଉ ସାବଧାନ ହେବା ଉଚିତ୍। ଏହି ପରିପ୍ରେକ୍ଷୀରେ ଅନୁଷ୍ଠାନର ସ୍ବେଚ୍ଛାସେବୀମାନେ “ନିଶାକୁ ନା”,ନିଶାଦ୍ରବ୍ଯ ସ୍ବାସ୍ଥ୍ୟ ପ୍ରତି ହାନିକାରକ” ପ୍ରଭୃତି ନାରା ଦେଇ ସଚେତନତା କାର୍ଯ୍ଯକ୍ରମ କରିଥିଲେ। ଏତତ୍ ବ୍ଯତୀତ ନିଶା ଦ୍ରବ୍ଯ ଠାରୁ ଦୂରେଇ ରହିବା ସହ ପରିବାରବର୍ଗ ଓ ବନ୍ଧୁବାନ୍ଧବଙ୍କୁ ମଧ୍ୟ ନିଶାଠାରୁ ଦୂରେଇ ରଖିବାକୁ ଚେଷ୍ଟା କରିବେ ବୋଲି ପ୍ରତିଜ୍ଞା କରିଥିଲେ। ଆଜିଠୁ ଆରମ୍ଭ ହୋଇଥିବା ” ଆଣ୍ଟି ଡ୍ରଗ ଅଭିଯାନ”କୁ ସଫଳତାର ସହ ଆଗକୁ ନେବାପାଇଁ ଶପଥ ନେଇଥିଲେ। ଆଜିର ଏହି କାର୍ଯ୍ଯକ୍ରମ ରେ ସମାଜସେବୀ ଅଭିନେତା ଚନ୍ଦନ କର,କର ଫାଉଣ୍ତେସନ୍ ର କୋଷାଧ୍ୟକ୍ଷ ଗୀତାଞ୍ଜଳି କର, ସୁଦର୍ଶନ ପ୍ରଧାନ,ବିନୋଦ ରାଉତ, ବ୍ରେନସ ଏଜୁକେସନାଲ ଟ୍ରଷ୍ଟର ସଦସ୍ଯା ବିନ୍ଦୁଜା ଉପାଧ୍ୟାୟ,ଅଶ୍ବିନୀ ପାଢ଼ୀ, ନଳିନୀକାନ୍ତ ନାୟକ, ସଞ୍ଜୟ, ଇରଫାନ୍,ଦେବାଶିଷ ମହାପାତ୍ର,ହରିଶ ସିଂ ପ୍ରମୁଖ ଉପସ୍ଥିତ ଥିଲେ। 

(ଭୁବନେଶ୍ୱର ରୁ ଅମୃତ ନନ୍ଦଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   23-Apr-2026
  ଜିଲ୍ଲା  
RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   22-Apr-2026
  ଜିଲ୍ଲା  
ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା   22-Apr-2026
  ଜିଲ୍ଲା  
ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ   22-Apr-2026
  ଜିଲ୍ଲା  
.ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   22-Apr-2026
  ଜିଲ୍ଲା  
ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   22-Apr-2026
  ଜିଲ୍ଲା  
*ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   22-Apr-2026
  ଜିଲ୍ଲା  
ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   22-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   22-Apr-2026
  ରାଜ୍ୟ  
ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ   22-Apr-2026
  ରାଜ୍ୟ  
ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ   22-Apr-2026
  ଜିଲ୍ଲା  
ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ   21-Apr-2026

You Might Also Like