-+91-9937148622 |

prerana_bgr@rediffmail.com |

  Friday 7th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   (07-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   (07-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   (07-Aug-2026)       ||      ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   (07-Aug-2026)       ||      ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   (07-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||      ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   (06-Aug-2026)       ||      ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   (06-Aug-2026)       ||      କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   (06-Aug-2026)       ||      ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା    (06-Aug-2026)       ||      ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   (06-Aug-2026)       ||      ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ    (06-Aug-2026)       ||      ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||      ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||     

HOME   ଜିଲ୍ଲା

ଛାମୁଣ୍ଡିଆ ପଞ୍ଚାୟତ ର ଦୂର ହେବ ମୋବାଇଲ ଏବଂ ଇଣ୍ଟରନେଟ ସେବା ସମସ୍ୟା

27-Jun-2022



ନୟାଗଡ଼, (ପ୍ରଦୀପ କୁମାର ପଣ୍ଡା): ବର୍ତ୍ତମାନ ଦୁନିଆରେ ପ୍ରତିଟି ମୁହୂର୍ତ୍ତରେ ମୋବାଇଲ ଓ ଇଣ୍ଟରନେଟ୍‌ ସେବା ଜରୁରୀ ହୋଇପଡିଛି। ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କଠାରୁ ଆରମ୍ଭ କରି ବିଭିନ୍ନ ସରକାରୀ ଓ ବେସରକାରୀ ଦପ୍ତର ପର୍ଯ୍ୟନ୍ତ ଏହାର ବ୍ୟବହାର ଜରୁରୀ ହୋଇପଡିଛି। ଜନସାଧାରଣଙ୍କୁ ଏହି ସୁବିଧା ଯୋଗାଇଦେବା ପାଇଁ ସରକାର ମଧ୍ୟ ବିଭିନ୍ନ ଯୋଜନା ମାଧ୍ୟମରେ ପ୍ରୟାସ ଜାରି ରଖିଛନ୍ତି। ଏ ପରିପ୍ରେକ୍ଷୀରେ ଗଣିଆ ବ୍ଲକ ଛାମୁଣ୍ଡିଆ ଅଞ୍ଚଳର କେତେକ ଗ୍ରାମରେ ମୋବାଇଲ ସେବା ଅପହଞ୍ଚ ହୋଇପଡିଥିବା ଦେଖାଯାଇଛି | ଫଳରେ ଗ୍ରାମାଞ୍ଚଳରେ ବସବାସ କରୁଥିବା ଲୋକମାନେ ବହୁ ସମୟରେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହି ପରିପେକ୍ଷିରେ ଛାମୁଣ୍ଡିଆ ପଞ୍ଚାୟତର ଛାଡମୂଳ, ମହୁକଣ, ଉପର ମହୁକଣ, ବୁଟୁବୁରେଇ, ଭଗାମୁଣ୍ଡା, କୁମ୍ଭୀରଖଣି, ଧୋବାବୋରେଇ, ରାଜିଙ୍ଗି, ମହନାପଦା, ଯଶିପୁର, ବଡମୂଳ, ମାଳିସାହି ଆଦି ଗ୍ରାମବାସୀଙ୍କ ପାଇଁ ଏହିଭଳି ସମସ୍ୟା ଉପୁଜିଥିବା ବିଭିନ୍ନ ସମୟରେ ଦାବି ହୋଇଆସୁଥିଲା | ଦାବିକୁ ହୁଦାୟଙ୍ଗମ କରି ଦଶପଲ୍ଲା ବିଧାୟକ ତଥା ନୟାଗଡ଼ ଜିଲ୍ଲା ବିଜୁଜନତା ଦଳର ସଭାପତି ରମେଶ ଚନ୍ଦ୍ର ବେହେରା ୧୦ଗୋଟି ଗ୍ରାମର ସ୍ଥିତି ଅନୁଧ୍ୟାନ କରିବା ପାଇଁ ଗାଁ ଗାଁ ବୁଲି ଲୋକଙ୍କ ସହିତ ଆଲୋଚନା କରିଥିଲେ । ବିଧାୟକଙ୍କୁ

ପ୍ରଥମେ ଡ଼ଙ୍କାରିସାହି ଠାରେ ବିଜୁଜନତା ଦଳର କର୍ମକର୍ତା ଓ ଗ୍ରାମବାସୀଙ୍କ ପକ୍ଷରୁ ଫୁଲତୋଡା ଦେଇ ଭବ୍ୟ ସ୍ୱାଗତ କରାଯାଇଥିଲା । ଏହି ଗ୍ରସ୍ତରେ ବ୍ଲକ ଉପାଧ୍ୟକ ରାଜକିଶୋର ସାହୁ , ଜିଲା ପରିଷଦ ସଭ୍ୟ ନରେଶ କୁମାର ବେହେରା , କନ୍ଧମାଳ ସାଂସଦଙ୍କ ଜିଲାପ୍ରତିନିଧି ସଦାଶିବ ମିଶ୍ର , ଜିଓ କମ୍ପାନୀର ନେଟୱର୍କ ମ୍ୟାନେଜର ଆଶୁତୋଷ ତ୍ରିପାଠୀ , ଫାଇନାନ୍ସ ଅଧିକାରୀ ରୁଦ୍ରମାଧବ ମିଶ୍ର ଉପସ୍ଥିତ ଥିଲେ । ବିଧାୟକ ବିଭିନ୍ନ ଗ୍ରାମକୁ ନିଜେ ବୁଲି ବୁଲି ଲୋକଙ୍କ ସହିତ ଆଲୋଚନା କରିଥିଲେ । ଖୁବ କମ ଦିନ ଭିତରେ ଜିଓ ଟାୱାର କାଯ୍ୟ ଆରମ୍ଭ ହେବ ବୋଲି ବିଧାୟକ ପ୍ରତିଶୃତି ଦେଇଥିଲେ । ଏହି କାଯ୍ୟକ୍ରମରେ ଛାମୁଣ୍ଡିଆ ପଞ୍ଚାୟତର ବହୁ ଛାମୁଆ କର୍ମୀ ଓ ଗ୍ରାମବାସୀ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   07-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   07-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   07-Aug-2026
  ରାଜ୍ୟ  
ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   07-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   07-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   06-Aug-2026
  ଜିଲ୍ଲା  
ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   06-Aug-2026
  ଜିଲ୍ଲା  
ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ   06-Aug-2026
  ଜିଲ୍ଲା  
ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   06-Aug-2026
  ଜିଲ୍ଲା  
ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   06-Aug-2026
ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   06-Aug-2026
  ଜିଲ୍ଲା  
ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   06-Aug-2026

You Might Also Like