-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||     

HOME   ଜିଲ୍ଲା

କୁମ୍ଭକର୍ଣ୍ଣ ନିଦ୍ରାରେ ଜିଲ୍ଲା ତଥା ବ୍ଳକ ପ୍ରଶାସନ, କୋମଳମତି ବିଦ୍ୟାର୍ଥୀ ଙ୍କ ଭବିଷ୍ୟତ ଅନ୍ଧାର

27-Jun-2022



ନୟାଗଡ଼(ପ୍ରଦୀପ କୁମାର ପଣ୍ଡା): ଶହେ ବର୍ଷରୁ ଉର୍ଦ୍ଧ ସମୟ ହେଲା କାର୍ଯ୍ୟକାରୀ ହୋଇଆସୁଥିବା ଉଚ୍ଚପ୍ରାଥମିକ ବିଦ୍ୟାଳୟ କୁ ଜିଲ୍ଲା ତଥା ବ୍ଳକ ପ୍ରଶାସନ ର ଅଣଦେଖା ଏବେ ପାଲଟିଛି ଚର୍ଚ୍ଚାର ବିଷୟ | ଆଠୋଟି ଶ୍ରେଣୀ ଶିକ୍ଷକ ସଂଖ୍ୟା ପାଞ୍ଚ | ଜଣେ ଶିକ୍ଷୟିତ୍ରୀ ଆସୁ ନଥିବା ବେଳେ ଆଞ୍ଚଳିକ ସାଧନା ସଂଯୋଜକ  ଏବଂ ପ୍ରଧାନ ଶିକ୍ଷକଙ୍କ ବିଭିନ୍ନ ସରକାରୀ କାର୍ଯ୍ୟବ୍ୟସ୍ତତାର ଶିକାର ହେଉଛନ୍ତି ବିଦ୍ୟାର୍ଥୀ | ଏପରିକି ବିଜ୍ଞାନ ଯୁଗରେ ଗଣିତ, ବିଜ୍ଞାନ, ସଂସ୍କୃତ ଏବଂ ହିନ୍ଦି ଶିକ୍ଷକଙ୍କ ଅଭାବ ଅଭିଭାବକଙ୍କ ମୁଣ୍ଡବିନ୍ଧାର କାରଣ ପାଲଟି ଥିବା ବେଳେ ଭଗ୍ନାବସ୍ଥାରେ ଶ୍ରେଣୀ ଗୃହ କୋମଳମତି ବିଦ୍ୟାର୍ଥୀଙ୍କ ଜୀବନ ବିପଦପୂର୍ଣ୍ଣ ବୋଲି  ବିଦ୍ୟାଳୟରୁ ଫେରିବା ବାଟକୁ ଚାହିଁ ରହୁଛନ୍ତି ମା ମାନେ | ଏଭଳି ଏକ ଅଣଶୈକ୍ଷିକ ପରିବେଶ ର ଦୃଷ୍ଟିଗୋଚର ହୋଇଛି ନୟାଗଡ ଜିଲ୍ଲା ଖଣ୍ଡପଡା ବ୍ଳକ ଅଧୀନ ଉଚ୍ଚ ପ୍ରାଥମିକ ମଧ୍ୟ ଇଂରାଜୀ ବିଦ୍ୟାଳୟ କୁମ୍ଭାରପଡ଼ା ଠାରେ | ଭଗ୍ନ ଶ୍ରେଣୀଗୃହର ମରାମତି ସହିତ ଶିକ୍ଷକ ଅଭାବ ଭଳି ସମସ୍ୟାର ସମାଧାନ ପାଇଁ ଉକ୍ତ ବିଦ୍ୟାଳୟ ପରିଚାଳନା କମିଟି ତରଫରୁ ଲିଖିତ ଅଭିଯୋଗ ଜିଲ୍ଲପାଳ ମହୋଦୟା, ଜିଲ୍ଲା ଶିକ୍ଷାଧିକାରୀ, ବ୍ଳକ ଶିକ୍ଷାଧିକାରୀ, ଗୋଷ୍ଠି ଉନ୍ନୟନ ଅଧିକାରୀଙ୍କୁ ଦୀର୍ଘ ଦିନ ହେଲା ଦିଆଯାଇଥିବା ବେଳେ ଏଯାବତ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣକରାଯାଇନାହିଁ | ଓଡିଶା ସରକାର ପ୍ରାଥମିକ ଶିକ୍ଷାକୁ ଗୁରୁତ୍ୱ ଦେଇ କୋଟିକୋଟି ଟଙ୍କାର ରାଜସ୍ବ ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଅଧିକାରୀ ମାନଙ୍କ ଅବହେଳା ହେତୁ କୋମଳମତି ବିଦ୍ୟାର୍ଥୀ ମାନେ ଉତ୍ତମ ଶିକ୍ଷାରୁ ବଞ୍ଚିତ ହେଉଛନ୍ତି | ପ୍ରକାଶଥାଉକି   ୨୦୨୨/୨୩ ଶିକ୍ଷା ବର୍ଷରେ ଉକ୍ତ ବିଦ୍ୟାଳୟର

ବିଦ୍ୟାର୍ଥୀ ଙ୍କ ସଂଖ୍ୟା ୨୨୮ | ଯୁଦ୍ଧକାଳୀନ ଭିତ୍ତିରେ ଉକ୍ତ ରାମଚନ୍ଦ୍ର ଉଚ୍ଚ ପ୍ରାଥମିକ ମଧ୍ୟ ଇଂରାଜୀ ବିଦ୍ୟାଳୟର ସମସ୍ୟା ର ସମାଧାନ କରାନଗଲେ ବିଦ୍ୟାଳୟ ପରିଚାଳନା କମିଟିର ସମସ୍ତ ସଦସ୍ୟଙ୍କ ସମେତ ଅଭିଭାବକ ମାନେ ଧାରଣା ଦେବେ ବୋଲି ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି | ଅନ୍ୟପଟରେ କୁମ୍ଭାରପଡ଼ା ପଞ୍ଚାୟତ ର ସରପଞ୍ଚ ଚିନ୍ମୟ କୁମାର ପଣ୍ଡା ବିଦ୍ୟାଳୟ ମରାମତି ଏବଂ ଶିକ୍ଷକ ସମସ୍ୟା ଦୁରକରିବାର ପ୍ରତିଶୃତି ଦେଇଥିବାରୁ କେତେଦୂର କାର୍ଯ୍ୟକାରୀ କରୁଛନ୍ତି ତାହା ଦେଖିବାକୁ ବାକିଅଛି ବୋଲି ଶିକ୍ଷାବିତଙ୍କ ମହଲରେ ଚର୍ଚ୍ଚା ହେଉଛି |


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026
  ଜିଲ୍ଲା  
ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     09-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026
  ଜିଲ୍ଲା  
କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ   09-Aug-2026

You Might Also Like