-+91-9937148622 |

prerana_bgr@rediffmail.com |

  Friday 10th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   (10-Jul-2026)       ||      କେବଳ ମାଁଙ୍କ ନାମରେ ନୁହେଁ ଉଭୟ ବାପାମାଁଙ୍କ ନାମରେ ବୃକ୍ଷରୋପଣ କରାଯାଉ   (10-Jul-2026)       ||      ସାମୂହିକ ଛୁଟିରେ ଯୋଗାଣ ସହାୟକ; ପ୍ରଶାସନକୁ ବିକଳ୍ପ ବ୍ୟବସ୍ଥା ପାଇଁ ଅନୁରୋଧ   (10-Jul-2026)       ||      ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   (10-Jul-2026)       ||      ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   (10-Jul-2026)       ||      ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   (10-Jul-2026)       ||      *ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   (10-Jul-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (10-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   (10-Jul-2026)       ||      ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା    (10-Jul-2026)       ||      ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   (09-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   (09-Jul-2026)       ||      ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   (09-Jul-2026)       ||      ୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   (09-Jul-2026)       ||      ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   (09-Jul-2026)       ||      ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   (09-Jul-2026)       ||      ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   (09-Jul-2026)       ||      ବେଥାନୀ କନଭେଣ୍ଟ୍ ସ୍କୁଲ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (09-Jul-2026)       ||      ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   (09-Jul-2026)       ||      *ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   (09-Jul-2026)       ||     

HOME   ରାଜ୍ୟ

ଜଗତସିଂହପୁର ଜିଲ୍ଲାପାଳଙ୍କୁ ତୁରନ୍ତ ବଦଳାଯାଉ– କଂଗ୍ରେସ

01-Oct-2020



ଭୁବନେଶ୍ୱର: ପ୍ରଦେଶ କଂଗ୍ରେସ ପକ୍ଷରୁ ଗୁରୁବାର ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ସାକ୍ଷାତ କରି ଜଗତସିଂହପୁର ଜିଲ୍ଲାପାଳଙ୍କୁ ବଦଳାଇବା ପାଇଁ ଲିଖିତ ଆକାରରେ ଏକ ଦାବିପତ୍ର ପ୍ରଦାନ କରିଥିଲେ ।
   ରାଉତରାୟ ଅଭିଯୋଗ ଅନୁଯାୟୀ,  ଜଗତସିଂହପୁର ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କ ଜନ୍ମସ୍ଥାନ ତିର୍ତୋଲ ନିର୍ବାଚନ ମଣ୍ଡଳୀର ଶଙ୍ଖେଶ୍ୱର ପଞ୍ଚାୟତରେ ଏବଂ ତାଙ୍କର ପିତା  ଶରତ ଚନ୍ଦ୍ର ମହାପାତ୍ର ଜନତା ଦଳର ଜଣେ ସ୍ଥାନୀୟ ନେତା ଥିଲେ ଏବଂ ୧୯୯୭-୯୭ ମସିହା ପର୍ଯ୍ୟନ୍ତ ଶଙ୍ଖେଶ୍ୱର ପଞ୍ଚାୟତର ସରପଞ୍ଚ ମଧ୍ୟ ଥିଲେ। ଏଣୁ ତିର୍ତୋଲ ଉପନିର୍ବାଚନରେ ମୁକ୍ତ ଏବଂ ଅବାଧ ନିର୍ବାଚନ ପରିଚାଳନାରେ ନିଶ୍ଚୟ ବାଧା ସୃଷ୍ଟି ହେବ ବୋଲି  ରାଉତରାୟ କହିଛନ୍ତି । ଯେହେତୁ ଜିଲ୍ଲାପାଳଙ୍କ ଘର ତିର୍ତୋଲ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଏବଂ ତାଙ୍କର ପରିବାର ଶାସକ ଦଳର ସମର୍ଥକ ଏହି ପରିସ୍ଥିତିରେ ଜିଲ୍ଲାପାଳ ଏହି ଉପନିର୍ବାଚନକୁ ନିଶ୍ଚୟ ପ୍ରଭାବିତ କରିବେ ବୋଲି ରାଉତରାୟ ଅଭିଯୋଗ କରିଛନ୍ତି। ସ୍ଥାନୀୟ ନିର୍ବାଚନ ମଣ୍ଡଳୀର ଭୋଟରମାନଙ୍କର ମଧ୍ୟ ଅଭିଯୋଗ ରହିଛି ଯେ ଭୋଟରମାନଙ୍କୁ ନିର୍ବାଚନ ପୂର୍ବରୁ ପ୍ରଶାସନ ପ୍ରଲୋଭିତ କରୁଛି ଏବଂ ଶାସକ ଦଳକୁ ଭୋଟ ଦେବା ପାଇଁ ବାଧ୍ୟ କରୁଛି।  ରାଉତରାୟଙ୍କ ଦାବିକୁ ମୁଖ୍ୟ ନିର୍ବାଚନ ଅଧିକାରୀ ଗ୍ରହଣ କରିବା ସହ ଏ ସଂପର୍କରେ ତୁରନ୍ତ ନିଷ୍ପତି ନେବା ପାଇଁ ପ୍ରତିଶ୍ରୁତି ଦେଇଛନ୍ତି । ଏହି ପ୍ରତିନିଧି ଦଳରେ ବିଧାୟକ ସୁରେଶ କୁମାର ରାଉତରାୟଙ୍କ ସହ ପ୍ରକାଶ ମିଶ୍ର, ଲିଙ୍ଗରାଜ ସାହୁ, ସୁଶାନ୍ତ ତ୍ରିପାଠୀ ଓ ଦୀପକ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ ।

 


News Comment




Photo in News

Advertisment
Lastest News
  ଜିଲ୍ଲା  
ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   10-Jul-2026
  ଜିଲ୍ଲା  
କେବଳ ମାଁଙ୍କ ନାମରେ ନୁହେଁ ଉଭୟ ବାପାମାଁଙ୍କ ନାମରେ ବୃକ୍ଷରୋପଣ କରାଯାଉ   10-Jul-2026
  ରାଜ୍ୟ  
ସାମୂହିକ ଛୁଟିରେ ଯୋଗାଣ ସହାୟକ; ପ୍ରଶାସନକୁ ବିକଳ୍ପ ବ୍ୟବସ୍ଥା ପାଇଁ ଅନୁରୋଧ   10-Jul-2026
  ଜିଲ୍ଲା  
ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   10-Jul-2026
  ଜିଲ୍ଲା  
ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   10-Jul-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   10-Jul-2026
  ଜିଲ୍ଲା  
*ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   10-Jul-2026
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା   10-Jul-2026
  ଜିଲ୍ଲା  
କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   10-Jul-2026
  ଜିଲ୍ଲା  
ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା   10-Jul-2026
  ଜିଲ୍ଲା  
ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   09-Jul-2026
  ଜିଲ୍ଲା  
କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   09-Jul-2026

You Might Also Like