-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||     

HOME   ଜିଲ୍ଲା

ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟରେ ବିଇଡି ନାମ ଲେଖା ରୁ ବଂଚିତ ନ କରିବା ପାଇଁ ଛାତ୍ର କଂଗ୍ରେସର ଦାବିପତ୍ର

27-Jun-2022



ବଲାଙ୍ଗିର,(ପ୍ରେରଣା ଖବର) ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ପ୍ରତିଷ୍ଠା ହେବା ପରେ ଏ ଅଂଚଳର ଛାତ୍ରମାନେ ଉତ୍ତମ ଶିକ୍ଷା ସାଙ୍ଗକୁ ବିଭିନ୍ନ ବିଭାଗରେ ନାମ ଲେଖେଇ ଅଧ୍ୟୟନ କରିପାରିବେ ବୋଲି ଆଶା କରାଯାଉଥିଲା । କିନ୍ତୁ ଦୁର୍ଭାଗ୍ୟର କଥା ସରକାରୀ ଓ ପ୍ରଶାସନିକ ଅପାରଗତା ଯୋଗୁଁ ଏ ବର୍ଷ ବିଇଡି ନାମ ଲେଖା ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟରେ ହୋଇପାରୁନାହିଁ । ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଜମି ସଂକ୍ରାନ୍ତୀୟ ଅନୁସଙ୍ଗିକ କାଗଜପତ୍ର ଠିକ୍ ସମୟରେ ଦାଖଲ ନ କରିପାରିବା ତଥା ଏନ୍‌ସିପିଏ ର ଗାଇଡଲାଇନ ହିସାବରେ ସମସ୍ତ ତଥ୍ୟ ଠିକ୍ ସମୟରେ ବିଶ୍ୱ ବିଦ୍ୟାଳୟ କର୍ତ୍ତୃପକ୍ଷ ଦାଖଲ ନ କରି ପାରିବା ଯୋଗୁଁ ବଲାଙ୍ଗିର ତଥା ଆଖପାଖ ଅଂଚଳର ଅନେକ ମେଧାବୀ ତଥା ଗରିବ ଛାତ୍ର ବିଇଡି ଶିକ୍ଷାରୁ ବଂଚିତ ହେଉଛନ୍ତି । ତେଣୁ ଏହାର ପ୍ରତିବାଦ କରି ଜିଲ୍ଲା ଛାତ୍ର କଂଗ୍ରେସର ଜିଲ୍ଲା ସଭାପତି ଛାତ୍ର ନେତା ଅଙ୍କିତ ସାହୁଙ୍କ ନେତୃତ୍ୱରେ ଏକ ଛାତ୍ର ଦଳ ଆଜି ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ କୂଳପତି  ଉମାବଲ୍ଲଭ ମହାପାତ୍ରଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି । ଦାବିପତ୍ରରେ ସେମାନେ ଦାବି କରିଛନ୍ତି ଯେ ରାଜ୍ୟରେ ବଲାଙ୍ଗିର ଜିଲ୍ଲା ଏକ ଆର୍ଥିକ ଅନଗ୍ରସର ଜିଲ୍ଲା । ଏଠାକାର ଛାତ୍ରମାନଙ୍କ ପାଇଁ ଉଚ୍ଚତର ଶିକ୍ଷା ପାଇଁ ଏଠାରେ ପର୍ଯ୍ୟାପ୍ତ ସୁବିଧା ନାହିଁ । ଏପରି ସ୍ଥଳେ ଏଠାରେ ଚାଲିଥିବା ବିଇଡି ପାଠ୍ୟକ୍ରମକୁ ବିଭିନ୍ନ ଆଳ ଦେଖାଇ ଏ ବର୍ଷ ପାଇଁ ବନ୍ଦ କରୁଥିବାରୁ ଏଠାକାର ଅନେକ ମେଧାବୀ ଓ ଗରିବ ଛାତ୍ର ବିଇଡି ପାଠପଡାରୁ ବଂଚିତ ହେଉଛନ୍ତି । ତେଣୁ ଏନ୍‌ସିଟିଇ ଏପରି ଛାତ୍ର ବିରୋଧି ନୀତିକୁ ପ୍ରତ୍ୟାହାର କରି ଏ ବର୍ଷ ନାମଲେଖା ବନ୍ଦ ହେବା ନିଷ୍ପତ୍ତିକୁ ପ୍ରତ୍ୟାହାର କରିବା ପାଇଁ କୂଳପତି ଶ୍ରୀ ମହାପାତ୍ରଙ୍କ ସମ୍ମୁଖରେ ଦାବିପତ୍ର ମାଧ୍ୟମରେ ଦାବି ଜଣାଇଛନ୍ତି । ଏ ଅବସରରେ ଅନ୍ୟମାନଙ୍କ ମଧ୍ୟରେ ଛାତ୍ର କଂଗ୍ରେସ ମୁଖପାତ୍ର ନିତିଶ ପଧାନ, ସରୋଜ ପଧାନ, ମନୋରଂଜନ ବିଶ୍ୱାଲ, ସାନୁ ମନହିରା, ରୋଶନ ପଣ୍ଡା, ରାକେଶ ମିଶ୍ର ଏବଂ ତାପସ ମେହେର ପ୍ରମୁଖ ଉପସ୍ଥିତ ଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026
  ଜିଲ୍ଲା  
ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     09-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026
  ଜିଲ୍ଲା  
କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ   09-Aug-2026

You Might Also Like