-+91-9937148622 |

prerana_bgr@rediffmail.com |

  Friday 24th April 2026 |

| | | |

R.N.I. Regd No. ODIODI/2010/46693

Breaking News

ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||      ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||      ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ    (23-Apr-2026)       ||      *ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||      RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||     

HOME   ଜିଲ୍ଲା

ଆନ୍ତର୍ଜାତିକ ନିଶାଦ୍ରବ୍ୟ ନିଷେଧ ଦିବସ ଅବସରରେ ସଚେତନତା କାର୍ଯ୍ୟକ୍ରମ

27-Jun-2022



ଭୁବନେଶ୍ୱର(ପ୍ରେରଣା ଖବର ବ୍ୟୁରୋ) ସ୍ୱେଚ୍ଛାସେବୀ ସାମାଜିକ ସଙ୍ଗଠନ "କର ଫାଉଣ୍ଡେସନ୍‌' ତରଫରୁ ଆନ୍ତର୍ଜାତିକ ନିଶାଦ୍ରବ୍ୟ ନିଷେଧ ଦିବସ ଅବସରରେ ଏକ ସଚେତନତା କାର୍ଯ୍ୟକ୍ରମ ଓ "ୟୁଥ୍ ଫର୍ ଭଲ୍ୟୁଣ୍ଟାରୀ ୱାର୍କ'ର ଅଧ୍ୟକ୍ଷ ମିର ଅହମ୍ମଦ୍ ଅଲ୍ଲୀଙ୍କ ପରିଚାଳନାରେ ଭୁବନେଶ୍ୱରସ୍ଥିତ ମାଷ୍ଟରକ୍ୟାଣ୍ଟିନ୍ ଛକରେ ଅନୁଷ୍ଠିତ ହୋଇଯାଇଛି । ନିଶାଦ୍ରବ୍ୟର ଦୁରୁପଯୋଗ ଓ ଅବୈଧ ବ୍ୟାପାର ଅନେକ ଦିନରୁ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି । ଏଥିପାଇଁ ୭ ଡିସେମ୍ବର ୧୯୮୭ରେ ସଂଯୁକ୍ତ ରାଷ୍ଟ୍ରମାନଙ୍କ ମହାସଭାରେ ସବୁ ବର୍ଷ ଜୁନ୍ ୨୬ ତାରିଖକୁ ଆନ୍ତର୍ଜାତିକ ନିଶାଦ୍ରବ୍ୟ ନିଷେଧ ଦିବସ ରୂପେ ପାଳନ କରିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା । ବହୁଳ ଭାବେ ଯୁବକମାନେ ନିଶାଗ୍ରସ୍ତ ହେବାକୁ ଲାଗିଲେଣି, ଯାହାକି ଏକ ଚିନ୍ତା ଓ ଦୁର୍ଭାଗ୍ୟଜନକ ବିଷୟ । ନିଶାର ପ୍ରଭାବ କେବଳ ଦେହ ପାଇଁ ଖରାପ ନୁହେଁ, ଏହା ପାରିବାରିକ ଓ ସାମାଜିକ ଜୀବନରେ ମଧ୍ୟ କୁପ୍ରଭାବ ପକାଏ ବୋଲି ଶ୍ରୀଯୁକ୍ତ ଅଲ୍ଲୀ କହିଥିଲେ । ସେଥିପାଇଁ ବେଳ ଥାଉ ଥାଉ ସାବଧାନ ହେବା ଉଚିତ । ଏହି ପରିପ୍ରେକ୍ଷୀରେ ଅନୁଷ୍ଠାନର

ସ୍ୱେଚ୍ଛାସେବୀମାନେ “ନିଶାକୁ ନା”, “ନିଶାଦ୍ରବ୍ୟ ସ୍ୱାସ୍ଥ୍ୟ ପ୍ରତି ହାନିକାରକ” ପ୍ରଭୃତି ନାରା ଦେଇ ସଚେତନତା କାର୍ଯ୍ୟକ୍ରମ କରିଥିଲେ । ଏତଦ୍ ବ୍ୟତୀତ ନିଶା ଦ୍ରବ୍ୟଠାରୁ ନିଜେ ଦୂରେଇ ରହିବା ସହ ପରିବାରବର୍ଗ ଓ ବନ୍ଧୁବାନ୍ଧବଙ୍କୁ ମଧ୍ୟ ନିଶାଠାରୁ ଦୂରେଇ ରଖିବାକୁ ଚେଷ୍ଟା କରିବେ ବୋଲି ପ୍ରତିଜ୍ଞା କରିଥିଲେ । ଆଜିଠୁ ଆରମ୍ଭ ହୋଇଥିବା “ଆଣ୍ଟି ଡ୍ରଗ୍ ଅଭିଯାନ”କୁ ସଫଳତାର ସହ ଆଗକୁ ନେବାପାଇଁ ଶପଥ ନେଇଥିଲେ । ଆଜିର ଏହି କାର୍ଯ୍ୟକ୍ରମରେ ସମାଜସେବୀ ଅଭିନେତା ଚନ୍ଦନ କର, କର ଫାଉଣ୍ଡେସନ୍‌ର କୋଷାଧ୍ୟକ୍ଷା ଗୀତାଞ୍ଜଳି କର, ସୁଦର୍ଶନ ପ୍ରଧାନ, ବିନୋଦ ରାଉତ, ବ୍ରେନ୍‌ସ ଏଜୁକେସନାଲ୍ ଟ୍ରଷ୍ଟର ସଦସ୍ୟା ବିନ୍ଦୁଜା ଉପାଧ୍ୟାୟ, ଅଶ୍ୱିନୀ ପାଢ଼ୀ, ନଳିନୀକାନ୍ତ ନାୟକ, ସଞ୍ଜୟ, ଇରଫାନ୍‌, ଦେବାଶିଷ ମହାପାତ୍ର, ହରିଶ ସିଂ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ରାଜନୀତି  
ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   23-Apr-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   23-Apr-2026
  ଜିଲ୍ଲା  
ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା   23-Apr-2026
  ଜିଲ୍ଲା  
ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା   23-Apr-2026
  ଜିଲ୍ଲା  
ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   23-Apr-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   23-Apr-2026
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    23-Apr-2026
  ଜିଲ୍ଲା  
ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ   23-Apr-2026
  ଜିଲ୍ଲା  
ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ   23-Apr-2026
  ଜିଲ୍ଲା  
*ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   23-Apr-2026
  ଜିଲ୍ଲା  
ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   23-Apr-2026
  ଜିଲ୍ଲା  
ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   23-Apr-2026

You Might Also Like