-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||     

HOME   ଜିଲ୍ଲା

ପଂଚାୟତିରାଜ ମନ୍ତ୍ରୀ ପ୍ରଦୀପ ଅମାତଙ୍କ ଉଲୁଣ୍ଡା ଗସ୍ତ

27-Jun-2022



ଉଲୁଣ୍ଡା(ଗୌରଚନ୍ଦ୍ର ପରିଛା) ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକକୁ ଆଜି ଜଙ୍ଗଲ ଓ ପରିବେଶ ସୁରକ୍ଷା ଏବଂ ପଂଚାୟତିରାଜ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଗସ୍ତ କରିଛନ୍ତି । ପ୍ରଥମେ ମନ୍ତ୍ରୀଙ୍କୁ ହିକୁଡି ଛକ ଏବଂ ବିସିପଡା ଠାରେ ସ୍ୱଗାତ କରାଯାଇଥିଲା । ପରେ ବ୍ଲକ କାର୍ଯ୍ୟଲୟରେ ପହଂଚିଲା ପରେ ବ୍ଲକର ସମସ୍ତ କର୍ମଚାରୀ, ଏସଏଚଜି ମହିଲା ଏବଂ ଦଳିୟ କର୍ମୀ ମାନେ ପୁଷ୍ପଗୁଚ୍ଛ ଦେଇ ସ୍ୱଗାତ କରିଥିଲେ । ଏହି ଅବଶରରେ ବ୍ଲକ ଅଧ୍ୟକ୍ଷା ଶାନ୍ତିଲତା ମିଶ୍ରଙ୍କ ସଭାପତିତ୍ୱରେ ଆୟୋଜିତ ବୈଠକରେ ମନ୍ତ୍ରୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ଉପଜିଲ୍ଲାପାଲ ଅଶୋକ ଭୋଇ, ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଝସକେତନ ବଘାର, ଜିଲ୍ଲା ପରିଷଦ ସଭ୍ୟା ବିଜୟ ଲକ୍ଷ୍ମି ତରାଇ, ବ୍ଲକ ଉପାଧ୍ୟକ୍ଷ ସଞ୍ଜିବ ଦେହେରୀ, ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷା ସାନ୍ତି ଲୁହା ମଂଚାସୀନ ହୋଇଥିଲେ ।  ବିଶେଷ କରି ବ୍ଲକରେ ଜନ୍ତ୍ରୀ ଏବଂ  ଜିଆରଏସ ଆବଶ୍ୟକ ଅନୁସାରେ ନଥିବାରୁ ବିଭିନ୍ନ କାର୍ଯ୍ୟରେ ସମସ୍ୟା ଦେଖାଦେଉଥିବା ବେଲେ ଅଧୀକ କର୍ମଚାରୀ ନିୟୋଜିତ କରିବା ପାଇଁ  ସରପଂଚ ଏବଂ ସମିତିସଭ୍ୟ ମାନେ ଦାବି କରିଥିଲେ । ଏଥି ସହିତ ଉଲୁଣ୍ଡାରେ ଏକ ମାର୍କଟେ କଂପ୍ଲେକ୍ସ  ଏବଂ ପାତାଲି ଶୀକ୍ଷେତ୍ରରେ ଜାତ୍ରୀ ନିବାସ ପାଇଁ ଅଧ୍ୟକ୍ଷା ଦାବି କରିବା ସହ ଅନ୍ୟାନ୍ୟ ସମସ୍ୟା ବିଷୟରେ ମନ୍ତ୍ରୀଙ୍କୁ ଅବଗତ କରାଇଥିଲେ । ଏହି ସବୁ ସମସ୍ୟାକୁ ହୃଦୟଙ୍ଗମ କରି ପ୍ରତ୍ୟେକ ଦୁଇଟି ପଂଚାୟତକୁ ଜଣେ ଯନ୍ତ୍ରୀ ଏବଂ ଜଣେ ସହଯୋଗୀ ନିୟୋଜିତ ରହିବେ ଏବଂ ତାଙ୍କ ପାଇଁ ଏକ ସ୍ୱତନ୍ତ୍ର କୋଠରୀ ନିର୍ମାଣ କରାଜିବ ବୋଲି ପ୍ରକାଶ କରିବା ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ମଧ୍ୟ  ଯଥାଶିଘ୍ର କରାଜିବ ବୋଲି ପ୍ରତିଶୃତି ଦେଇଥିଲେ । ରାଜ୍ୟ ସରକାରଙ୍କ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା ଗୁଡିକ ସମସ୍ତ ଜନପ୍ରତିନିଧି ଲୋକଙ୍କ ଘରକୁ ଘରଯାଇ ଯୋଜନା ପହଂଚାଇବାକୁ ପରାମର୍ଶ ଦେଇଥିଲେ । ସୋନପୁର ଜିଲ୍ଲାରେ ଚଲିତ ବର୍ଷ ସର୍ବାଧିକ ତାପମାତ୍ରା ରହିଥିଲା । ଏଣୁ ଆଗାମି ଦିନରେ ଜେମିତି ତାପାମାତ୍ରା କମ ରହିବ ସେଥିପାଇଁ ଆମେ ସମସ୍ତେ ଅଧିକରୁ ଅଧିକ ବୃକ୍ଷରୋପଣ କରିବା ସହ ଜତ୍ନବାନ ହେବାକୁ ପରାମର୍ଶ ଦେଇଥିଲେ । ବିଡିଓ ହେମସାଗର ଭୋଇ ସଭା ପରିଚାଲନା କରିଥିବା ବେଲେ ବ୍ଲକର ସମସ୍ତ ସରପଂଚ, ସମିତିସଭ୍ୟ ଏବଂ ବ୍ଲକର ବିଭିନ୍ନ ଅଧିକାରୀ ମାନେ ଯୋଗଦେଇଥିଲେ । ଶେଷରେ ଏବିଡିଓ ସୁଭ୍ରାଂସୁ ଶେଖର ମଲ୍ଲିକ ଧନ୍ୟବାଦ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026
  ଜିଲ୍ଲା  
ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     09-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026

You Might Also Like