-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||     

HOME   ମହାନଗର

ରଥଯାତ୍ରାକୁ ନେଇ ସମୀକ୍ଷା ବୈଠକ

27-Jun-2022



ପୁରୀ :(ସମୀର ରଞ୍ଜନ ନାୟକ): ରଥଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପୁଲିସ ପକ୍ଷରୁ ବ୍ଯାପକ ପ୍ରସ୍ତୁତି କରାଯାଇଛି। ପାଞ୍ଚସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଯୋଗାଇଦିଆଯିବ। ସୁରକ୍ଷା ଦୃଷ୍ଟିରୁ ୧୮୦ ପ୍ଲାଟୁନ ଫୋର୍ସ ମୁତୟନ ହେବେ। ଏଥିସହିତ ଟାକ୍ଟିକାଲ ୟୁନିଟ,ବମ୍ ଡିସ୍ପୋଜାଲ ସ୍କ୍ୱଡ ସହ ତଟ ସୁରକ୍ଷା ବାହିନୀ ନିୟୋଜିତ ହେବେ। ସେପଟେ  ପୁରୀ ସହରକୁ ତିନି ସ୍ତରୀୟ ଟ୍ରାଫିକ ବ୍ଯବସ୍ଥା। ଦଶଟି ଜୋନ୍ ଓ ୨୯ଟି ସେକଟରରେ ବିଭକ୍ତ କରାଯାଇଛି। ତିନୋଟି ପର୍ଯ୍ଯାୟରେ ଟ୍ରାଫିକ ବ୍ଯବସ୍ଥା କରାଯାଇଛି। ପ୍ରଥମ ପର୍ଯ୍ଯାୟରେ ନବଯୌବନ ଦର୍ଶନ, ଉଭାଯାତ୍ରା ଓ ରଥଯାତ୍ରା, ଦ୍ୱିତୀୟ ପର୍ଯ୍ୟାୟରେ ସଂନ୍ଧ୍ୟା ଦର୍ଶନ ଓ ବାହୁଡାଯାତ୍ରି, ତୃତୀୟ ପର୍ଯ୍ଯାୟରେ ସୂନାବେଶ ଓ

ନିଳାଦ୍ରୀବିଜେ ନେଇ କରାଯାଇଛି ଟ୍ରାଫିକ ବ୍ଯବସ୍ଥା। ଏନେଇ କରାଯାଇଛି ଡିଜିଟାଲ ରୁଟ ପ୍ଲାନ। ଭକ୍ତମାନଙ୍କ ଶୃଙ୍ଖଳିତ  ଦର୍ଶନ ପାଇଁ ସମସ୍ତ ପଦକ୍ଷେପ ନିଆଯାଉଥିବା ବେଳେ ସେମାନଙ୍କ ଆଗମନକୁ ଦୃଷ୍ଟିରେ ରଖି ଆଠଟି ପାର୍କିଂ ସ୍ଥଳ କରାଯାଇଛି। ଭୁବନେଶ୍ୱର ଓ କୋଣାର୍କ ଆଡୁ ପୁରୀ ଆସୁଥିବା ଲୋକ ମାଳତୀପାଟପୁର ଓ ତାଳବଣିଆ ସେପଟେ ବ୍ରହ୍ମଗିରି ପଟୁ ଆସୁଥିବା ଲୋକ  ଜଗନ୍ନାଥ ବଲ୍ଲଭ, ବ୍ଲୁଫ୍ଲାଗ, ନୀଳାଚଳ ଅଶୋକ ଓ ଯାତ୍ରୀକାରେ ପାର୍କିଂ କରିବେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026
  ଜିଲ୍ଲା  
ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     09-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026

You Might Also Like