-+91-9937148622 |

prerana_bgr@rediffmail.com |

  Friday 24th April 2026 |

| | | |

R.N.I. Regd No. ODIODI/2010/46693

Breaking News

ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||      ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||      ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ    (23-Apr-2026)       ||      *ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||      RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||     

HOME   ଜିଲ୍ଲା

କନ୍ଧମାଳ ଜିଲ୍ଲା ସ୍ୱେଚ୍ଛାସେବୀ ମହାସଂଘ ର ଯୋଜନା ଓ ସମନ୍ୱୟ ବୈଠକ

27-Jun-2022



କନ୍ଧମାଳ:(ସୁଶିଲ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ଫୁଲବାଣୀ ସ୍ୱେଚ୍ଛାସେବୀ ମହାସଂଘର ନବ ନିର୍ବାଚିତ କାର୍ଯ୍ୟ କାରିଣୀ ସଦସ୍ୟ ଓ ସଦସ୍ୟାଙ୍କ ପ୍ରଥମ ବୈଠକ ରାମ ଚନ୍ଦ୍ର ଦାସଙ୍କ ଅଧକ୍ଷତାରେ ଫୁଲବାଣୀ ଠାରେ ଅନୁଷ୍ଠିତ ହୋଇଯାଇଅଛି। ଏହି କାର୍ଯ୍ୟକାରିଣୀ ବୈଠକରେ ଆଗାମି ତିନି ବର୍ଷ ପାଇଁ ମହାସଂଘର ଯୋଜନା ପ୍ରସ୍ତୁତ ହୋଇଥିବା ବେଳେ କିପରି ସାମାଜିକ ଅନୁଷ୍ଠାନ ମଧ୍ୟରେ ସମନ୍ୱୟ ରଖି କନ୍ଧମାଳ ଜିଲାର ବିକାଶ ହୋଇପାରିବ ସେ ସମ୍ପର୍କରେ ଆଲୋଚନା ହୋଇଥିଲା। ମହାସଂଘର ଉପାଧ୍ୟକ୍ଷା ସାବିତ୍ରୀ ଦେବୀ, କୋଷାଧ୍ୟକ୍ଷ ପଞ୍ଚାନନ ମିଶ୍ରଙ୍କ ସମେତ କାର୍ଯ୍ୟକାରି ସଦସ୍ୟ ଓ ସଦସ୍ୟା ଅଶୋକ ପ୍ରଧାନ, ଚନ୍ଦ୍ରକାନ୍ତ ନାୟକ, ବରଦା ପ୍ରସନ୍ନ  ନାୟକ ବୈଠକରେ ନିଜସ୍ୱ ଅଞ୍ଚଳର ବିକାଶ ଦିଗରେ ଫୁଲବାଣୀ ସ୍ୱେଚ୍ଛାସେବୀ ମହାସଂଘର ସଦସ୍ୟ ଅନୁଷ୍ଠାନ କିପରି ମାର୍ଗଦର୍ଶନ କରିବ ସେ ସମ୍ପର୍କରେ ଆଲୋଚନା କରିଥିଲେ। ଆସନ୍ତା ଜୁଲାଇ ମାସରେ ହେବାକୁ ଥିବା ସାଧାରଣ ସଭାରେ ଏକ ପୂର୍ଣ୍ଣାଙ୍ଗ ସାଙ୍ଗଠନିକ ବ୍ୟବସ୍ଥା କରିବା ପାଇଁ ସମସ୍ତଙ୍କର ସହଯୋଗ ଲୋଡ଼ିଥିଲେ। ଆବାହକ ଇଂ.ହରିଶଙ୍କର ରାଉତ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ କୈଳାସ ଦଣ୍ଡପାଟ ଧନ୍ୟବାଦ ଦେଇଥିଲେ। ଏହି ଅବସରରେ କୈଳାଶ ଦଣ୍ଡପାଟ ଓ କେଶମତି ପ୍ରଧାନଙ୍କ ସମେତ ସମସ୍ତ ସଭ୍ୟସଭ୍ୟା ନୂତନ ଜିଲ୍ଲାପାଳଙ୍କୁ ସୌଜନ ମୂଳକ ସାକ୍ଷାତ ମଧ୍ୟ କରିଥିଲେ।


News Comment




Photo in News

Advertisment
Lastest News
  ରାଜନୀତି  
ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   23-Apr-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   23-Apr-2026
  ଜିଲ୍ଲା  
ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା   23-Apr-2026
  ଜିଲ୍ଲା  
ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା   23-Apr-2026
  ଜିଲ୍ଲା  
ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   23-Apr-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   23-Apr-2026
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    23-Apr-2026
  ଜିଲ୍ଲା  
ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ   23-Apr-2026
  ଜିଲ୍ଲା  
ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ   23-Apr-2026
  ଜିଲ୍ଲା  
*ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   23-Apr-2026
  ଜିଲ୍ଲା  
ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   23-Apr-2026
  ଜିଲ୍ଲା  
ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   23-Apr-2026

You Might Also Like