-+91-9937148622 |

prerana_bgr@rediffmail.com |

  Friday 24th April 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ    (24-Apr-2026)       ||      ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||      ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||      ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ    (23-Apr-2026)       ||      *ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||      RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||     

HOME   ଜିଲ୍ଲା

ଅଗ୍ନିପଥ ଯୋଜନାକୁ ବିରୋଧ କରି କଂଗ୍ରେସର ୩ଘଣ୍ଟିଆ ସତ୍ୟାଗ୍ରହ

27-Jun-2022



ବଲାଙ୍ଗିର,// ଆଜି ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକରେ କଂଗ୍ରେସ ପକ୍ଷରୁ ୩ଘଣ୍ଟିଆ ସତ୍ୟାଗ୍ରହ ଆନ୍ଦୋଳନ କରାଯାଇଛି। କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ନେତୃତ୍ୱରେ କେନ୍ଦ୍ର ସରକାରଙ୍କ ଅଗ୍ନିପଥ ଯୋଜନାକୁ ବିରୋଧ କରି ଏହି ସତ୍ୟାଗ୍ରହ କରାଯାଇଛି। ବେକାର ଯୁବକ ଓ ଯୁବତୀମାନଙ୍କୁ ଅଗ୍ନିପଥ ଯୋଜନାରେ ପ୍ରତାରଣା କରିଥିବା ଅଭିଯୋଗ କରି ଏହି ଯୋଜନାକୁ ବାତିଲ କରିବା ପାଇଁ

ସତ୍ୟାଗ୍ରହ କରାଯାଇଛି।କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର ୩ଟି ବ୍ଲକ ବଙ୍ଗୋମୁଣ୍ଡା, ମୁରିବାହାଲ, ତୁରେକେଲା ଓ କଣ୍ଟାବାଞ୍ଜି ଏନଏସିର କଂଗ୍ରେସ ନେତା ଓ କର୍ମୀମାନେ ଏହି ସତ୍ୟାଗ୍ରହରେ ଯୋଗ ଦେଇଥିଲେ। କେନ୍ଦ୍ରର ଏହି ଯୋଜନା ଛାତ୍ରଛାତ୍ରୀ ମାନଙ୍କୁ ଅନ୍ଧାରକୁ ଠେଲି ଦେଇଛି ବୋଲି ଥିବା ସତ୍ୟାଗ୍ରହରେ ଉପସ୍ଥିତ ନେତା ଅଭିଯୋଗ କରିଛନ୍ତି। ଅତିଶୀଘ୍ର ଏହି ଯୋଜନାକୁ ବାତିଲ ସତ୍ୟାଗ୍ରହରେ ଦାବୀ  କରାଯାଇଛି।(ବଲାଙ୍ଗିର ଜିଲ୍ଲାରୁ ଅନ୍ତର୍ଯ୍ୟାମୀ ସାହୁଙ୍କ ରିପୋର୍ଟ୍) 


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ   24-Apr-2026
  ଜିଲ୍ଲା  
ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   24-Apr-2026
  ରାଜନୀତି  
ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   23-Apr-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   23-Apr-2026
  ଜିଲ୍ଲା  
ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା   23-Apr-2026
  ଜିଲ୍ଲା  
ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା   23-Apr-2026
  ଜିଲ୍ଲା  
ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   23-Apr-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   23-Apr-2026
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    23-Apr-2026
  ଜିଲ୍ଲା  
ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ   23-Apr-2026
  ଜିଲ୍ଲା  
ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ   23-Apr-2026
  ଜିଲ୍ଲା  
*ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   23-Apr-2026

You Might Also Like