-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ଜିଲ୍ଲା

ପଦ୍ମପୁର ବିଜେପି ପକ୍ଷରୁ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଜନ୍ମ ଦିନ ପାଳନ

27-Jun-2022



ପଦ୍ମପୁର (ନରହରି ବଗର୍ତ୍ତୀ) ଭାରତୀୟ ଜନତା ପାର୍ଟି ପଦ୍ମପୁର ପକ୍ଷରୁ କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଶ୍ରୀଯୁକ୍ତ ଧର୍ମେନ୍ଦ୍ର ପ୍ରଧାନ ଙ୍କ ୫୩  ତମ ଜନ୍ମଦିନ ପାଳନ କରାଯାଇଛି ।ଏ ଅବସରରେ ପାଇକମାଳ ସ୍ଥିତ କସ୍ତୁରବା ଗାନ୍ଧୀ ମାତୃ ନିକେତନ ଠାରେ ଅନ୍ତେବାସୀ ଙ୍କ ଗହଣରେ କେକ୍ କଟାଯାଇ ଶ୍ରୀଯୁକ୍ତ ପ୍ରଧାନ ଙ୍କୁ ଜନ୍ମ ଦିନର

ଶୁଭେଚ୍ଛା ଓ ଅଭିନନ୍ଦନ ଜ୍ଞାପନ କରାଯାଇଥିଲା । ଏହାପରେ ପ୍ରଭୁ ନୃସିଂହନାଥଙ୍କ ଠାରେ ଦୀପ ପ୍ରଜ୍ବଳନ କରାଯାଇ ସୁସ୍ଥ ଓ

ଦୀର୍ଘ ଜୀବନ ପାଇଁ ପ୍ରାର୍ଥନା କରାଯାଇଥିଲା । କାର୍ଯ୍ୟକ୍ରମରେ ଗୋବର୍ଦ୍ଧନ ଅଗ୍ରୱାଲ, ଶ୍ରୀକାନ୍ତ ପାଣିଗ୍ରାହୀ, ସରୋଜ ପାଣିଗ୍ରାହୀ,ପ୍ରୀତେଶ ବହିଦାର, ସରୋଜ ସାମଲ, କୈଳାସ ଦିଶ୍ରି, ସତ୍ୟ ନାରାୟଣ ବେହେରା, ଅଶୋକ ମିଶ୍ର, ଯୁଗୀନ୍ଦର ଭୋଇ,କୁନାଲ ପାଣିଗ୍ରାହୀ,ମଣ୍ଟୁ ପାଣ୍ଡେ, ଅମିତ୍ ଗର୍ଗ, ଲକ୍ଷ୍ମୀକାନ୍ତ ବରିହା, ଦୀନେଶ ବାରିକଙ୍କ ସମେତ ବହୁ କାର୍ଯ୍ୟକର୍ତ୍ତା ଯୋଗଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like