-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ରାଜ୍ୟ

ଆଦର୍ଶ ବିଦ୍ୟାଳୟର ଖାଦ୍ୟ: କେଉଁଠି ଭଲ ତ , କେଉଁଠି ଭେଲ ? ସବୁ ସ୍କୁଲରେ ସୁଷମ ଓ ପୁଷ୍ଟିକର ଖାଦ୍ୟ ଦିଆଯାଉ !

28-Jun-2022



ବଲାଙ୍ଗୀର:(ମଳୟ ମିଶ୍ରଙ୍କ ରିପୋର୍ଟ)  ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ବିଭାଗର ସ୍କୁଲ୍ ହଷ୍ଟେଲ ବା ଆବାସିକ ବିଦ୍ୟାଳୟରେ ପିଲାଙ୍କୁ ଦିଆଯାଉଥିବା ରନ୍ଧାଖାଦ୍ୟର ମାନ କେଉଁଠି ଭଲ ତ , କେଉଁଠି ଭେଲ  ! ଗତକାଲି ମୁରିବାହାଲରେ ଜିଲ୍ଲାପାଳ ଓ ଏସ୍ ପିଙ୍କ ଯୁଗ୍ମ ଭାବେ ଅଭିଯୋଗ ଶୁଣାଣୀ ଶିବିରରେ ଯାଇଥିବାବେଳେ , ମୁରିବାହାଲ ଓଡିଶା ଆଦର୍ଶ ବିଦ୍ୟାଳୟକୁ ଯାଇ ପିଲାଙ୍କୁ ଦିଆଯାଉଥିବା ରନ୍ଧାଖାଦ୍ୟ ଚାଖିଥିଲେ । ଏହା ଜିଲ୍ଲା ପ୍ରଶାସନର ଏକ ପ୍ରଶଂସନୀୟ କାମ ନିଶ୍ଚୟ । କିନ୍ତୁ ଗତକାଲି ଜିଲ୍ଲାର ଅନ୍ୟ ଏକ ଓଏଭିରେ ପିଲାଙ୍କୁ ଭାତ ସହ ପାଣିଆ ଡାଲି ଓ ଆମ୍ବିଳ ଦିଆଯାଇଥିଲା । ଏହା ଏପରି ବିସ୍ବାଦକର ଥିଲା ଯେ ଅନେକପିଲା ଭଲକରି ଖାଇପାରି ନଥିଲେ । ଅଧିକାଂଶ ଦିନ ଏହି ସ୍କୁଲ୍ ରେ ଗମରା ଗନ୍ଧ ବାହାରୁଥିବା ସୋୟାବଡିର ଝୋଳ ଖାଇବାକୁ ଦିଆଯାଉଛି । ଜିଲ୍ଲା ସଦର ମହକୁମାର ନାକତଳେ ଥିବା ଏକ ଓଏଭିରେ ପ୍ରାୟ ପ୍ରତିଦିନ ଚିକେନ୍, ମାଛ ମାଂସ ପୁଷ୍ଟିକର ଖାଦ୍ୟ ଦିଆଯାଉଥିବାବେଳେ, ଆଉ ଏକ ଓଏଭିର ଏଇପରି ଖାଦ୍ୟ ଦିଆଯାଉଥିବା ପ୍ରଶାସନର ଦୃଷ୍ଟିକୁ ଅଣାଯିବାକୁ ଦାବି ହେଉଛି ଦିନଯାକ ପିଲାମାନେ ଘରଖାଦ୍ୟ ନପାଇ ସ୍କୁଲ୍ ରେ ଲଞ୍ଚ୍ ବା

ମୁଖ୍ୟବେଳାର ଖାଦ୍ୟ ଖାଉଥିବା ବେଳେ, ଜିଲ୍ଲାର ସମସ୍ତ ଓଏଭି ଓ ଆଦିବାସୀ ଆବାସିକ ବିଦ୍ୟାଳୟ ସମେତ କେଜିବିଭି ବା ଅନ୍ୟାନ୍ୟ ମେସ୍ ଖାଦ୍ୟର ଗୁଣାତ୍ମକମାନ ବୃଦ୍ଧି ହେବା ଜରୁରୀ । ଏବେ କୋମଳମତୀ ପିଲାଙ୍କର ବଢିବା ବୟସ । ପିଲାଙ୍କ ଖାଦ୍ୟରେ ସବୁଜ ପନିପରିବା, ପୁଷ୍ଟିକର ସୁସ୍ବାଦୁ ଖାଦ୍ୟ ଦିଆଯିବାର ଅତ୍ୟନ୍ତ ଆବଶ୍ୟକତା ରହିଛି । ତେବେ ଏହି ପିଲାଙ୍କ ଖାଦ୍ୟରୁ ମଧ୍ୟ ସ୍କୁଲ୍ କର୍ତ୍ତୃପକ୍ଷ ବା ଯୋଗାଣକାରୀ ଏସଏଚଜି ବା ଅନ୍ୟାନ୍ୟ ସଂସ୍ଥାର ମୁନାଫାଖୋର୍ ମାନେ ବାଟମାରଣା କରିବାକୁ ନିମ୍ନମାନର ବିସ୍ବାଦକର ଖାଦ୍ୟ ଦେବା ଅତ୍ୟନ୍ତ ପରିତାପର ବିଷୟ । ଏଣୁ ବଲାଙ୍ଗୀରର ସ୍ବନାମଧନ୍ଯ ଯୁବ ଜିଲ୍ଲାପାଳ ଜିଲ୍ଲାର ସମସ୍ତ ଓଏଭି ଓ ଅନ୍ୟାନ୍ୟ ହଷ୍ଟେଲର ଖାଦ୍ୟ କ୍ବାଲିଟି ପ୍ରତି ତୀକ୍ଷ୍ଣ ଦୃଷ୍ଟି ଦେବାକୁ ଦାବି ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like