-+91-9937148622 |

prerana_bgr@rediffmail.com |

  Saturday 25th April 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ଜାତୀୟ ପଂଚାୟତି ରାଜ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ସକ୍ରିୟ ଭାଗିଦାରୀ ଓ ଅଭିନବ ଚିନ୍ତାଧାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ଗତିଶୀଳ କରିବ- ମୁଖ୍ୟମନ୍ତ୍ରୀ    (24-Apr-2026)       ||      ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   (24-Apr-2026)       ||      ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ    (24-Apr-2026)       ||      ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   (24-Apr-2026)       ||      ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   (24-Apr-2026)       ||      ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   (24-Apr-2026)       ||      ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   (24-Apr-2026)       ||      *ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   (24-Apr-2026)       ||      ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   (24-Apr-2026)       ||      ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   (24-Apr-2026)       ||      ୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ    (24-Apr-2026)       ||      ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ    (24-Apr-2026)       ||      ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||     

HOME   ଜିଲ୍ଲା

ତ୍ରିଦିବସୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା ଉଦଘାଟିତ

28-Jun-2022



ପଦ୍ମପୁର - ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ଠାରେ ତ୍ରିଦିବସୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା 2022 ଉଦଘାଟିତ ହୋଇଯାଇଛି ।ଏଥିରେ ମୁଖ୍ୟ ଅତିଥି ଭାବରେ ଶ୍ରୀଯୁକ୍ତ  ଡଃ ବାଞ୍ଛାନିଧି ପଣ୍ଡା ସନ୍ଧ୍ୟା ସମୟରେ (ପ୍ରାନ୍ତୀୟ ବିଦ୍ୱାତ୍ ପରିଷଦ ସଭାପତି) ଙ୍କ  କରକମଳରେ ଉଦଘାଟିତ କରି ଭାରତୀୟ ସ୍ଵାଧୀନତା ସଂଗ୍ରାମୀ ସଂଘର୍ଷ ବିଷୟରେ ବୌଦ୍ଧିକ ପ୍ରଦାନ କରିଥିଲେ। ଉକ୍ତ ଉଦଘାଟନୀ ଉତ୍ସବରେ ସଙ୍କୁଳ ସଂଯୋଜକ ଶ୍ରୀଯୁକ୍ତ ଯୁବରାଜ ପଧାନ ଅତିଥି ପରିଚୟ ପ୍ରଦାନ କରିଥିବାବେଳେ ସଙ୍କୁଳ ପ୍ରମୁଖ ଶ୍ରୀଯୁକ୍ତ ଦ୍ଵାଦଶ କୁମାର ପଧାନ ସ୍ବାଗତ ଭାଷଣ ପ୍ରଦାନ କରିଥିଲେ ।ଏଥିରେ ସମ୍ମାନିତ ଅତିଥି ଭାବରେ ବରଗଡ ବିଭାଗ ନିରୀକ୍ଷକ ଶ୍ରୀଯୁକ୍ତ ବିଜନ କୁମାର ଜେନା ଯୋଗ ଦେଇ କାର୍ଯ୍ୟଶାଲା ର ବିଷୟବସ୍ତୁ ଉପରେ ଆଲୋକପାତ କରିଥିଲେ । ପ୍ରାରମ୍ଭ ରେ

ଦ୍ଵୀପ ପ୍ରଜ୍ବଳନ ସନ୍ଧ୍ୟା ବନ୍ଦନା ପରେ ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ସ୍ବାଗତ ସଙ୍ଗୀତ ପରିବେଷଣ କରାଯାଇଥିଲା ।ଅନ୍ୟତମ ଅତିଥି ଭାବରେ ଶ୍ରୀ ଗଣେଶ୍ୱର ପାତ୍ର କାର୍ଯ୍ୟ କର୍ତ୍ତା ଭାବରେ ଯୋଗଦାନ କରିଥିବା ବେଳେ ଶ୍ରୀଯୁକ୍ତ ଆଶିଷ କୁମାର ମିଶ୍ର ସମ୍ପାଦକ ଭାବରେ ଧନ୍ୟବାଦ୍ ଅର୍ପଣ କରିଥିଲେ ।ବରଗଡ ବିଭାଗ ବିଦ୍ୟାମନ୍ଦିର ଓ ପଦ୍ମପୁର ସଙ୍କୁଳ ରୁ ୨୦୦ ଜଣ ଗୁରୁଜୀ,ଗୁରୁମା,ପ୍ରଶିକ୍ଷଣ କାର୍ଯ୍ୟକ୍ରମ ରେ ଭାଗ ନେଇଥିଲେ । ସୂଚନା ଅନୁସାରେ ଏହିଁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ  ୩୦ ତାରିଖ ରେ ସମାପ୍ତ ହେବ  ।

(ନରହରି ବଗର୍ତ୍ତୀ ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ଜାତୀୟ ପଂଚାୟତି ରାଜ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ସକ୍ରିୟ ଭାଗିଦାରୀ ଓ ଅଭିନବ ଚିନ୍ତାଧାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ଗତିଶୀଳ କରିବ- ମୁଖ୍ୟମନ୍ତ୍ରୀ    24-Apr-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   24-Apr-2026
  ଜିଲ୍ଲା  
ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ   24-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   24-Apr-2026
  ଜିଲ୍ଲା  
ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   24-Apr-2026
  ରାଜ୍ୟ  
ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   24-Apr-2026
  ଜିଲ୍ଲା  
ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   24-Apr-2026
  ଜିଲ୍ଲା  
*ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   24-Apr-2026
  ରାଜ୍ୟ  
ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   24-Apr-2026
  ଜିଲ୍ଲା  
ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   24-Apr-2026
  ଜିଲ୍ଲା  
୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ   24-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ   24-Apr-2026

You Might Also Like