-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||     

HOME   ଜିଲ୍ଲା

ଅବସର ପରେ ବର୍ଷେହେଲା ପେନସନ ପାଇ ନାହାଁନ୍ତି ମହିଳା କର୍ମଚାରୀ : ଜିଲ୍ଲାପାଳ ଦୃଷ୍ଟି ଦିଅନ୍ତୁ !

28-Jun-2022



ବଲାଙ୍ଗୀର (ମଳୟ ମିଶ୍ରଙ୍କ ରିପୋର୍ଟ)  ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ୍ ର ଶିଶୁ ବିକାଶ ପ୍ରକଳ୍ପର ଜଣେ ସୁପରଭାଇଜର ବର୍ଷେତଳେ ଅବସର ଗ୍ରହଣ କରିଥିଲେ ହେଁ ,  ପ୍ରକଳ୍ପ ଅଫିସ୍ ର ଅହେତୁକ କାଳକ୍ଷେପଣ  ଏବଂ ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀଙ୍କ ଅଫିସ୍ ର ମୁଖ୍ୟକିରାଣୀଙ୍କ ମନମାନୀ ଓ ଅନଭିଜ୍ଞତା ଯୋଗୁଁ  ସମସ୍ତ କାଗଜପତ୍ର ଦାଖଲ କରାଯାଇଥିବା ସତ୍ତ୍ୱେ ସେତେବେଳେ ଅନ୍ୟମାନଙ୍କର କରାଯାଇଥିଲେ ସୁଦ୍ଧା  ବିନାକାରଣରେ ତାଙ୍କର MACP ମଞ୍ଜୁର କରା ନଯାଇ ପକାଇ ରଖାଯାଇଥିବା ଓ ଆଉଥରେ ଛଅମାସ ପରେ ଯାଇ ଏଜିକୁ ପଠାଯିବ ବୋଲି କୁହାଯାଇ ନିରର୍ଥକ ହଇରାଣ କରାଯାଉଥିବା ଅଭିଯୋଗ କରାଯାଇଛି । ଏ ସମ୍ପର୍କରେ ଉକ୍ତ ଅବସରପ୍ରାପ୍ତ ମହିଳା କର୍ମଚାରୀଙ୍କ ପକ୍ଷରୁ ବଲାଙ୍ଗୀର ଜିଲ୍ଲାପାଳଙ୍କ ନିକଟରେ ଲିଖିତ ଅଭିଯୋଗ କରାଯାଇଥିବା ଜଣାଯାଇଛି । 

ଅଭିଯୋଗରୁ ପ୍ରକାଶ ଯେ , ଗତ ୩୧ .୫ . ୨୦୨୧ ତାରିଖରେ ଆଗଲପୁର ଶିଶୁ ବିକାଶ ପ୍ରକଳ୍ପର ଜଣେ ମହିଳା ସୁପରଭାଇଜର ବିନତୀ ଶତପଥୀ ଅବସର ଗ୍ରହଣ କରିଥିଲେ । ତାଙ୍କର ପେନସନ ସଂକ୍ରାନ୍ତୀୟ ସମସ୍ତ କାଗଜପତ୍ର ଗତ ୧୪ . ୩ . ୨୦୨୨ ତାରିଖରୁ ବଲାଙ୍ଗୀର ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ଙ୍କ ଅଫିସ୍ କୁ ପଠାଯାଇସାରିଛି । ସେତେବେଳେ ଏହି ଅଫିସ୍ ରେ ତାଙ୍କର ସମସ୍ତ କାଗଜପତ୍ର ଥିଲେ ହେଁ , ଅନ୍ୟମାନଙ୍କର ଏମ୍ ଏ ସି ପି  (ତା  ୧୧ . ୫ . ୨୦୨୨ /  Lt no . ୧୦୯୧ ) ରେ ମଞ୍ଜୁର କରାଯାଇ AG କୁ  ପଠାଗଲା । କିନ୍ତୁ ତାଙ୍କର ପଠିଗଲା ନାହିଁ ।  ଏବେ ସେ ଏହା ଜାଣିପାରି ପଚାରିବାରୁ ଆଉ ଛଅମାସ ପରେ ପଠାଯିବ ବୋଲି କୁହାଯାଉଛି । ଫଳରେ ଅବସରର ଏକମାସ ମଧ୍ୟରେ କର୍ମଚାରୀଙ୍କ ସମସ୍ତ ଦେୟ ଦିଆଯିବାକୁ ସରକାରୀ ନିର୍ଦ୍ଦେଶ ରହିଥିବା ସତ୍ତ୍ୱେ ,ତାଙ୍କୁ ଏଯାବତ୍ ବର୍ଷେ ପରେ ମଧ୍ୟ ପେନସନ ମିଳିପାରୁ ନାହିଁ । 
ଅପରତଃ ଆଗଲପୁର ପ୍ରକଳ୍ପ ଅଫିସ୍ ରୁ ମିଳୁଥିବା ତାଙ୍କର ପ୍ରୋଭିଜନାଲ୍ ପେନସନ ମଧ୍ୟ ଠିକ୍ ସମୟରେ ମିଳୁନାହିଁ । ଗୋଟିଏ ମାସର ପେନସନ ମିଳୁ ମିଳୁ ଆରମାସ ଶେଷ ସପ୍ତାହ ଗଡିଯାଉଛି । କୌଣସି ଭୁଲ୍ ନଥାଇ ଜଣେ ଅବସରପ୍ରାପ୍ତ ମହିଳା କର୍ମଚାରୀ ତଥା ବୟସ୍କା ନାଗରିକଙ୍କୁ ଏଭଳି ଅହେତୁକ ହଇରାଣ ଦୁଃଖ ଓ ପରିତାପର ବିଷୟ ।

ଅନୁସନ୍ଧାନରୁ ଜଣାଯାଇଛି ଯେ , କିରାଣୀଙ୍କ ଅନଭିଜ୍ଞତା ଓ ମନୋମୁଖୀ କାର୍ଯ୍ୟକଳାପ ହିଁ ଏହାର ମୁଖ୍ୟକାରଣ । ଟିଟିଲାଗଡରୁ ଥଇଥାନଭିତ୍ତିକ ନିଯୁକ୍ତିରୁ ପଦୋନ୍ନତି ପାଇ ବଲାଙ୍ଗୀର ଜିଲ୍ଲା ସମାଜକଲ୍ୟାଣ ଅଧିକାରୀଙ୍କ ଅଫିସ୍ ରେ ମୁଖ୍ୟକିରାଣୀ ଥିବା ସତ୍ୟବତୀ ଚୋପଦାର ଏବେ ଏ ସମ୍ପର୍କରେ ପଚାରିବୁଝିବାକୁ ଚାହିଁଲେ ବି ଫୋନ୍ ଉଠାଉ ନଥିବା ଓ ଏଥିପାଇଁ ଅବସରପ୍ରାପ୍ତ ମହିଳା କର୍ମଚାରୀ ଜଣକ ଅଫିସ୍ କୁ ଦୌଡି ଦୌଡି ନିରାଶ ହୋଇପଡି ଶେଷରେ ଜିଲ୍ଲାପାଳଙ୍କଠାରେ ଲିଖିତ ଅଭିଯୋଗ କରିଥିବା ପ୍ରକାଶ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026

You Might Also Like