-+91-9937148622 |

prerana_bgr@rediffmail.com |

  Saturday 25th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଅବ୍ୟବସ୍ଥାରେ ପୂର୍ତ୍ତ  ଓ ଗୃହନିର୍ମାଣ କାର୍ଯ୍ୟାଳୟ, ଜରାଜୀର୍ଣ୍ଣ ଛାତ୍ରାବାସ କୋଠା   (25-Apr-2026)       ||      ପରମହଂସନାଥ ମନ୍ଦିରର ସ୍ଥିତି ଅନୁଧ୍ୟାନ କଲେ ବିଧାୟକ ତୁରନ୍ତ ମରାମତି ପାଇଁ ନିର୍ଦ୍ଦେଶ   (25-Apr-2026)       ||      ଯୋଜନା ଅଛି, କିନ୍ତୁ ଲାଭ ପହଞ୍ଚୁନି♦️ ସମ୍ପୂର୍ଣ ଭିନ୍ନକ୍ଷମ ଭତ୍ତାରୁ ବଞ୍ଚିତ ବିମ୍ବାଧର: ୧୦୦% ଦୃଷ୍ଟିହୀନ ଥାଇ ମଧ୍ୟ ମିଳୁନି ପୂର୍ଣ୍ଣ ଭତ୍ତା   (25-Apr-2026)       ||      ଅସହ୍ୟ ତାତି, ଜନଜୀବନ ଅସ୍ତବ୍ୟସ୍ତ   (25-Apr-2026)       ||      ରାଜ୍ୟସ୍ତରୀୟ ଜାତୀୟ ପଂଚାୟତି ରାଜ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ସକ୍ରିୟ ଭାଗିଦାରୀ ଓ ଅଭିନବ ଚିନ୍ତାଧାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ଗତିଶୀଳ କରିବ- ମୁଖ୍ୟମନ୍ତ୍ରୀ    (24-Apr-2026)       ||      ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   (24-Apr-2026)       ||      ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ    (24-Apr-2026)       ||      ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   (24-Apr-2026)       ||      ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   (24-Apr-2026)       ||      ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   (24-Apr-2026)       ||      ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   (24-Apr-2026)       ||      *ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   (24-Apr-2026)       ||      ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   (24-Apr-2026)       ||      ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   (24-Apr-2026)       ||      ୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ    (24-Apr-2026)       ||      ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ    (24-Apr-2026)       ||      ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||     

HOME   ଜିଲ୍ଲା

ଗୁଣ୍ଡିଚା ମନ୍ଦିରରେ ସାଂସ୍କୃତିକ କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତି ବୈଠକ

28-Jun-2022



ବୌଦ୍ଧ(ଅକୃର ସାହୁ) : ବୌଦ୍ଧ ର ପ୍ରସିଦ୍ଧ ରଥଯାତ୍ରାକୁ ଆଉମାତ୍ର ଦୁଇଦିନ ବାକିଥିବାବେଳେ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତିର ସମୀକ୍ଷା ଚାଲିଛି । ଏହି ପରିପ୍ରେକ୍ଷିରେ ତିନି ଠାକୁରଙ୍କ ଗୁଣ୍ଡିଚା ମନ୍ଦିରରେ ରହଣି ଅବସରରେ ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ  ଆୟୋଜନ ପାଇଁ ଅତିରିକ୍ତ ଜିଲାପାଳ ବବିତାରାଣୀ ଦଳବେହେରାଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଶ୍ରୀଜଗନ୍ନାଥ ମନ୍ଦିର ପରିସରରେ ଅନୁଷ୍ଠିତ ଏହି ବୈଠକରେ ବିଭିନ୍ନ ସାଂସ୍କୃତିକ ଅନୁଷ୍ଠାନର ପ୍ରତନିଧି ଉପସ୍ଥିତ ରହି ଆଲୋଚନାରେ ସକ୍ରିୟ ଅଂଶଗ୍ରହଣ କରିଥିଲେ । ଗୁଣ୍ଡିଚା ମନ୍ଦିରଠାରେ ଠାକୁରମାନଙ୍କ ଅବତାରୀ ବେଶରେ ଦର୍ଶନ ଅବସରରେ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଭଜନ ପରିବେଷଣ ପାଇଁ ବୈଠକରେ ସ୍ଥିର କରାଯାଇଥିଲା । କାର୍ଯ୍ୟକ୍ରମ ଆୟୋଜନ ନିମନ୍ତେ ଜିଲା ପ୍ରଶାସନ ପକ୍ଷରୁ ମଞ୍ଚ ସହିତ ସାଉଣ୍ଡ ଓ ଆଲୋକ ବ୍ୟବସ୍ଥା ଯୋଗାଇଦେବାକୁ ସ୍ଥିର କରାଯାଇଥିବାବେଳେ ଅନୁଷ୍ଠାନମାନେ ନିଜସ୍ୱ ବାଦ୍ୟଯନ୍ତ୍ର ସହିତ ଉପସ୍ଥିତ ରହି ଭଜନ ପରିବେଷଣ କରିବାକୁ ବୈଠକରେ ସ୍ଥିର କରାଯାଇଥିଲା । ଏହି ବୈଠକରେ ଜିଲା ସଂସ୍କୃତି ଅଧିକାରୀ ଶୁକ୍ରୁ ସ୍ୱାଇଁ ,ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରିତାକାନ୍ତି ବଳିୟାରସିଂହ ଉପସ୍ଥିତ ଥିବାବେଳେ ଗେହ୍ଲାମା କଳାନିକେତନ ର ସଭାପତି ଶଶାଙ୍କ ଶେଖର ମିଶ୍ର, ପ୍ରଣାମ ଅନୁଷ୍ଠାନ ପକ୍ଷରୁ ବସନ୍ତ କୁମାର ସାହୁ ଓ

ବରିଷ୍ଠ ସାମ୍ବାଦିକ ଦେବାଶିଷ ପୁରୋହିତଙ୍କୁ କାର୍ଯ୍ୟକ୍ରମ ପରିଚାଳନାର ସମସ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି । ସୂଚନା ମୁତାବକ ଗୁଣ୍ଡିଚା ମନ୍ଦିର ଠାରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ପାଇଁ ଗେହ୍ଲାମା କଳାନିକେତନ,ପ୍ରଣାମ,ରାମଲୀଳା ନାଟ୍ୟସଂସଦ,ସଙ୍ଗିତାୟନ,ବୌଦ୍ଧ ନାଗରିକ କମିଟି,ମଦନମୋହନ ନାଟ୍ୟକଳା ପରିଷଦ ପକ୍ଷରୁ ସହମତି ପ୍ରକାଶ କରାଯାଇଛି ।ବରିଷ୍ଠ ସାମ୍ବାଦିକ ଦେବାଶିଷ ପୁରୋହିତଙ୍କୁ କାର୍ଯ୍ୟକ୍ରମ ପରିଚାଳନାର ସମସ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି । ସୂଚନା ମୁତାବକ ଗୁଣ୍ଡିଚା ମନ୍ଦିର ଠାରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ପାଇଁ ଗେହ୍ଲାମା କଳାନିକେତନ,ପ୍ରଣାମ,ରାମଲୀଳା ନାଟ୍ୟସଂସଦ,ସଙ୍ଗିତାୟନ,ବୌଦ୍ଧ ନାଗରିକ କମିଟି,ମଦନମୋହନ ନାଟ୍ୟକଳା ପରିଷଦ ପକ୍ଷରୁ ସହମତି ପ୍ରକାଶ କରାଯାଇଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଅବ୍ୟବସ୍ଥାରେ ପୂର୍ତ୍ତ  ଓ ଗୃହନିର୍ମାଣ କାର୍ଯ୍ୟାଳୟ, ଜରାଜୀର୍ଣ୍ଣ ଛାତ୍ରାବାସ କୋଠା   25-Apr-2026
  ରାଜ୍ୟ  
ପରମହଂସନାଥ ମନ୍ଦିରର ସ୍ଥିତି ଅନୁଧ୍ୟାନ କଲେ ବିଧାୟକ ତୁରନ୍ତ ମରାମତି ପାଇଁ ନିର୍ଦ୍ଦେଶ   25-Apr-2026
  ଜିଲ୍ଲା  
ଯୋଜନା ଅଛି, କିନ୍ତୁ ଲାଭ ପହଞ୍ଚୁନି♦️ ସମ୍ପୂର୍ଣ ଭିନ୍ନକ୍ଷମ ଭତ୍ତାରୁ ବଞ୍ଚିତ ବିମ୍ବାଧର: ୧୦୦% ଦୃଷ୍ଟିହୀନ ଥାଇ ମଧ୍ୟ ମିଳୁନି ପୂର୍ଣ୍ଣ ଭତ୍ତା   25-Apr-2026
  ଜିଲ୍ଲା  
ଅସହ୍ୟ ତାତି, ଜନଜୀବନ ଅସ୍ତବ୍ୟସ୍ତ   25-Apr-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ଜାତୀୟ ପଂଚାୟତି ରାଜ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ସକ୍ରିୟ ଭାଗିଦାରୀ ଓ ଅଭିନବ ଚିନ୍ତାଧାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ଗତିଶୀଳ କରିବ- ମୁଖ୍ୟମନ୍ତ୍ରୀ    24-Apr-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   24-Apr-2026
  ଜିଲ୍ଲା  
ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ   24-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   24-Apr-2026
  ଜିଲ୍ଲା  
ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   24-Apr-2026
  ରାଜ୍ୟ  
ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   24-Apr-2026
  ଜିଲ୍ଲା  
ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   24-Apr-2026
  ଜିଲ୍ଲା  
*ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   24-Apr-2026

You Might Also Like