-+91-9937148622 |

prerana_bgr@rediffmail.com |

  Saturday 25th April 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂର୍ବତନ ଅଧ୍ୟକ୍ଷ ପ୍ରଶନ୍ନ ଛୋଟରାୟ ଙ୍କ ବିୟୋଗରେ ପୁରାତନ ଛାତ୍ର ସଂଘ ପକ୍ଷରୁ ଶୋକସଭା   (25-Apr-2026)       ||      ବରପାଲି ପଡ଼ା(ଭାଗବତ ମନ୍ଦିର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (25-Apr-2026)       ||      ଗ୍ରାମୀଣ ଗୃହ ନିର୍ମାଣ ଯୋଜନା କାର୍ଯ୍ୟକାରୀତା ରେ ଆଗଲପୁର ବ୍ଲକ ଓଡ଼ିଶାରେ ଦ୍ଵିତୀୟ, ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ପୁରସ୍କାର ରାଶି ଗ୍ରହଣ କଲେ ବିଡ଼ିଓ ଓ ବ୍ଲକ ଅଧ୍ୟକ୍ଷା            (25-Apr-2026)       ||      ଜିଲ୍ଲା ସ୍ତରୀୟ ବିଶ୍ୱ ମ୍ୟାଲେରିଆ ଦିବସ ପାଳିତ   (25-Apr-2026)       ||      କଣ୍ଟାମାଳ ବ୍ଲକ ହାଇସ୍କୁଲ ପଡିଆ ଠାରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ   (25-Apr-2026)       ||      ଜିଲ୍ଲାସ୍ତରୀୟ ବିଶ୍ଵ ମ୍ୟାଲେରିଆ ଦିବସ ପାଳିତ   (25-Apr-2026)       ||      ବଲାଙ୍ଗିର ଖାଉଟି ଅଦାଲତରେ କେନ୍ଦ୍ରୀୟ ରେଳବାଇ ଦଣ୍ଡିତ   (25-Apr-2026)       ||      ସୋନଗଡ ନଦୀରେ ଆଇଏସଏସ ବ୍ୟାରେଜ ସହ ବିଭିନ୍ନ ପ୍ରକଲ୍ପ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ   (25-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆଉଟ ସୋରର୍ସିଂ ସଂଘ   (25-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗୀର ନାଗରିକ କମିଟିର ଦାବୀପତ୍ର ପ୍ରଦାନ     (25-Apr-2026)       ||      ଭୁବନେଶ୍ୱର: ରେଳ ଧାରଣାରୁ ମହିଳାଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର   (25-Apr-2026)       ||      ଅବ୍ୟବସ୍ଥାରେ ପୂର୍ତ୍ତ  ଓ ଗୃହନିର୍ମାଣ କାର୍ଯ୍ୟାଳୟ, ଜରାଜୀର୍ଣ୍ଣ ଛାତ୍ରାବାସ କୋଠା   (25-Apr-2026)       ||      ପରମହଂସନାଥ ମନ୍ଦିରର ସ୍ଥିତି ଅନୁଧ୍ୟାନ କଲେ ବିଧାୟକ ତୁରନ୍ତ ମରାମତି ପାଇଁ ନିର୍ଦ୍ଦେଶ   (25-Apr-2026)       ||      ଯୋଜନା ଅଛି, କିନ୍ତୁ ଲାଭ ପହଞ୍ଚୁନି♦️ ସମ୍ପୂର୍ଣ ଭିନ୍ନକ୍ଷମ ଭତ୍ତାରୁ ବଞ୍ଚିତ ବିମ୍ବାଧର: ୧୦୦% ଦୃଷ୍ଟିହୀନ ଥାଇ ମଧ୍ୟ ମିଳୁନି ପୂର୍ଣ୍ଣ ଭତ୍ତା   (25-Apr-2026)       ||      ଅସହ୍ୟ ତାତି, ଜନଜୀବନ ଅସ୍ତବ୍ୟସ୍ତ   (25-Apr-2026)       ||      ରାଜ୍ୟସ୍ତରୀୟ ଜାତୀୟ ପଂଚାୟତି ରାଜ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ସକ୍ରିୟ ଭାଗିଦାରୀ ଓ ଅଭିନବ ଚିନ୍ତାଧାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ଗତିଶୀଳ କରିବ- ମୁଖ୍ୟମନ୍ତ୍ରୀ    (24-Apr-2026)       ||      ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   (24-Apr-2026)       ||      ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ    (24-Apr-2026)       ||      ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   (24-Apr-2026)       ||      ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   (24-Apr-2026)       ||     

HOME   ଜିଲ୍ଲା

ଜିଲ୍ଲା ପ୍ରଥମିକ ଶିକ୍ଷକ ସଂଘର ଦାବିପତ୍ର

28-Jun-2022



ବଲାଙ୍ଗିର, ଜନ କଲ୍ୟାଣ ମଣ୍ଡପ ବଲାଙ୍ଗିର ରେ ଅନୁଷ୍ଠିତ ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘର ପ୍ରଥମ ବୈଠକରେ ବଲାଙ୍ଗିର ଜିଲ୍ଲାର ସମସ୍ତ ବ୍ଲକର ଶିକ୍ଷକ ପ୍ରତିନିଧିମାନେ ପ୍ରତିଟି ଶନିବାର ଚିରାଚରିତ ନିୟମାନୁସାରେ ସକାଳ ଘ.୬.୩୦ମି. ରୁ ଘ.୧୧ ପର୍ଯ୍ୟନ୍ତ ହେବା ପାଇଁ ବଲାଙ୍ଗିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଏକ ଦାବିପତ୍ର ପ୍ରଦାନ ପାଇଁ ନିଷ୍ପତ୍ତି ନିଆଯାଇଥିଲା । ଜିଲ୍ଲା ସଂଘର ସଭାପତି ଶାନ୍ତିଲତା ସାହୁ, ସଂପାଦକ ହରେକୃଷ୍ଣ ରଥ, ସହ-ସଂପାଦକ କୈସ ରସୁଲ ଖାନ, ଅନୁପମା ପ୍ରହରାଜ, ଉପ-ସଭାପତି ବସନ୍ତ ବୁଡେକ, କୁମୁଦିନୀ ମେହେର ଓ ଉପେନ୍ଦ୍ର ମେହେରଙ୍କ ଉପସ୍ଥିତିରେ ଅତିରିକତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଆଲୋଚନା କରି ଦାବିପତ୍ର ପ୍ରଦାନ କରାଯାଇଥିଲା । ସକାଳୁଆ ସ୍କୁଲଟି ଛାତ୍ର ଛାତ୍ରୀଙ୍କ ଡ୍ରିଲ, ଯୋଗ ଓ ପ୍ରତିଭା ପ୍ରଦର୍ଶନ ପାଇଁ ମନୋବିଜ୍ଞାନିକ ଦୃଷ୍ଟିରୁ ଉପଯୋଗୀ । ଏଥିପାଇଁ ଆଗାମୀ ଶନିବାର ଦିନ ରୁ ସକାଳୁଆ ସ୍କୁଲ ପ୍ରତିଟି ଶନିବାର ହେବାକୁ ସଂଘ ଦାବି            କରିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂର୍ବତନ ଅଧ୍ୟକ୍ଷ ପ୍ରଶନ୍ନ ଛୋଟରାୟ ଙ୍କ ବିୟୋଗରେ ପୁରାତନ ଛାତ୍ର ସଂଘ ପକ୍ଷରୁ ଶୋକସଭା   25-Apr-2026
  ଜିଲ୍ଲା  
ବରପାଲି ପଡ଼ା(ଭାଗବତ ମନ୍ଦିର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   25-Apr-2026
  ଜିଲ୍ଲା  
ଗ୍ରାମୀଣ ଗୃହ ନିର୍ମାଣ ଯୋଜନା କାର୍ଯ୍ୟକାରୀତା ରେ ଆଗଲପୁର ବ୍ଲକ ଓଡ଼ିଶାରେ ଦ୍ଵିତୀୟ, ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ପୁରସ୍କାର ରାଶି ଗ୍ରହଣ କଲେ ବିଡ଼ିଓ ଓ ବ୍ଲକ ଅଧ୍ୟକ୍ଷା           25-Apr-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ବିଶ୍ୱ ମ୍ୟାଲେରିଆ ଦିବସ ପାଳିତ   25-Apr-2026
  ଜିଲ୍ଲା  
କଣ୍ଟାମାଳ ବ୍ଲକ ହାଇସ୍କୁଲ ପଡିଆ ଠାରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ   25-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଶ୍ଵ ମ୍ୟାଲେରିଆ ଦିବସ ପାଳିତ   25-Apr-2026
  ରାଜ୍ୟ  
ବଲାଙ୍ଗିର ଖାଉଟି ଅଦାଲତରେ କେନ୍ଦ୍ରୀୟ ରେଳବାଇ ଦଣ୍ଡିତ   25-Apr-2026
  ଜିଲ୍ଲା  
ସୋନଗଡ ନଦୀରେ ଆଇଏସଏସ ବ୍ୟାରେଜ ସହ ବିଭିନ୍ନ ପ୍ରକଲ୍ପ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ   25-Apr-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆଉଟ ସୋରର୍ସିଂ ସଂଘ   25-Apr-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗୀର ନାଗରିକ କମିଟିର ଦାବୀପତ୍ର ପ୍ରଦାନ     25-Apr-2026
  ଜିଲ୍ଲା  
ଭୁବନେଶ୍ୱର: ରେଳ ଧାରଣାରୁ ମହିଳାଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର   25-Apr-2026
  ରାଜ୍ୟ  
ଅବ୍ୟବସ୍ଥାରେ ପୂର୍ତ୍ତ  ଓ ଗୃହନିର୍ମାଣ କାର୍ଯ୍ୟାଳୟ, ଜରାଜୀର୍ଣ୍ଣ ଛାତ୍ରାବାସ କୋଠା   25-Apr-2026

You Might Also Like