-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||     

HOME   ଜିଲ୍ଲା

ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବରଗଡ଼ ଛାତ୍ର ଅନ୍ୱେଷ ସାହୁଙ୍କ କେଭିପିୱାଇ ପରୀକ୍ଷାରେ କୃତୀତ୍ୱ

28-Jun-2022



ବରଗଡ଼(ନିରଞ୍ଜନ ତ୍ରିପାଠୀ): ବରଗଡ଼ ସ୍ଥିତ ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ସିଏଚ୍‌ଏସ୍‌ଇ ଯୁକ୍ତ ଦୁଇ ଦ୍ୱିତୀୟ ବର୍ଷ ବିଜ୍ଞାନ ଛାତ୍ର ଶ୍ରୀମାନ୍ ଅନ୍ୱେଷ ସାହୁ ଚଳିତ ବର୍ଷ ଅନୁଷ୍ଠିତ ସର୍ବ ଭାରତୀୟ କେଭିପିୱାଇ ପରୀକ୍ଷାରେ ୧୦୩୫ ର‌୍ୟାଙ୍କ୍ (ସାଧାରଣ ବର୍ଗ) ନିଜର ପ୍ରଥମ ପ୍ରୟାସରେ ଉତ୍‌ତୀର୍ଣ୍ଣ ହେବାର କୃତିତ୍ୱ ଅର୍ଜନ କରିଛନ୍ତି ବୋଲି ବିକାଶ ଗ୍ରୁପ୍‌ର ଏକ୍‌ଜିକ୍ୟୁଟିଭ୍ ଡାଇରେକ୍ଟର ଶ୍ରୀଯୁକ୍ତ ଡି.ନାଗେଶ୍ୱର ରାଓ ସୂଚନା ଦେଇଛନ୍ତି । ଏହି ସଫଳତା ଅନ୍ୱେଷଙ୍କ କଠିନ ପରିଶ୍ରମ ଓ ବିକାଶ ଏଣ୍ଟ୍ରାନ୍ସ୍ ଏକାଡେମୀ ର ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଫଳ ବୋଲି ବିକାଶ ଗ୍ରୁପ୍‌ର ମ୍ୟାନେଜିଂ ଡାଇରେକ୍ଟର ଶ୍ରୀଯୁକ୍ତ ଜି.ଭାସ୍କର ରାଓ କହିଛନ୍ତି । ବିଗତ ୬ବର୍ଷ ଧରି କେଭିପିୱାଇ ରେ ବିକାଶ ର ଛାତ୍ରଛାତ୍ରୀମାନେ ସଫଳତା ଅର୍ଜନ କରୁଛନ୍ତି ବୋଲି ବିକାଶ ଏଣ୍ଟ୍ରାନ୍ସ୍ ଏକାଡେମୀ, ବରଗଡ଼ ଶାଖା ତରଫରୁ ବିକାଶ ସ୍କୁଲ୍ ଉପାଧ୍ୟକ୍ଷ ଶ୍ରୀ ଚିତରଞ୍ଜନ ପତି ପ୍ରକାଶ କରିଛନ୍ତି । ଅନ୍ୱେଷ ବରଗଡ଼ ଜିଲ୍ଲା ନଦୀପଡ଼ା, ଡାଙ୍ଗ ନିବାସୀ ଆଇନ୍‌ଜୀବୀ ଶ୍ରୀ ମହେନ୍ଦ୍ର ସାହୁ ଓ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ ର ଶିକ୍ଷୟିତ୍ରୀ ଶ୍ରୀମତୀ ନନ୍ଦିନୀ ପ୍ରଧାନ ଙ୍କ ସୂପୁତ୍ର ଅଟନ୍ତି । ଯୁକ୍ତ ଦୁଇ ବିଜ୍ଞାନ ପାଠ ପଢ଼ା ସାଙ୍ଗରେ ବିକାଶ ଏଣ୍ଟ୍ରାନ୍ସ୍ ଏକାଡେମୀରେ ପ୍ରତିଯୋଗିତାମୂଳକ ପରୀକ୍ଷାଗୁଡ଼ିକ ପାଇଁ ମଧ୍ୟ ପ୍ରସ୍ତୁତି ଜାରିରଖିଛନ୍ତି ବୋଲି ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ଅଧ୍ୟକ୍ଷ ଶ୍ରୀ ମୂରାରୀ ପ୍ରସାଦ ସାହୁ ପ୍ରକାଶ କରିଛନ୍ତି । ୨୦୧୮-୧୯ ରେ ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବିଜ୍ଞାନ ଛାତ୍ର ଚିନ୍ମୟ ଶିଆଲ, ୨୦୧୯-୨୦ରେ ବିକାଶ ଆବାସିକ ବିଦ୍ୟାଳୟର ବିଜ୍ଞାନ ଛାତ୍ର ବିବୁଧେନ୍ଦ୍ର ପଣ୍ଡା, ୨୦୨୦-୨୧ରେ ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବିଜ୍ଞାନ ଛାତ୍ର ସନାତନ ସତନାମୀ ଏବଂ ଚଳିତ ବର୍ଷ ଅନ୍ୱେଷ ସାହୁ ଙ୍କ ସଫଳତା ପାଇଁ  ବିକାଶ ଗ୍ରୁପ୍ ର ଚେୟାର୍‌ମେନ୍ ଶ୍ରୀ ଡି.ମୂରଲୀ କ୍ରୀଷ୍ଣା ନିଜର ଆତ୍ମସନ୍ତୋଷ ପ୍ରକାଶ କରିଛନ୍ତି । ଏହି ସଫଳତା ପାଇଁ ଡାଇରେକ୍ଟର ଏକାଡେମିକ୍ସ୍ ଶ୍ରୀ ଜି.ରାମକ୍ରୀଷ୍ଣା, ଡାଇରେକ୍ଟର ଡ.ସମରେନ୍ଦ୍ର ନାଥ ପଣ୍ଡା, ବିକାଶ ଆବାସିକ ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ଶିଶିର ପ୍ରସାଦ ରାଉଳ ତଥା ସମସ୍ତ କର୍ମକର୍ତା ବୃନ୍ଦ ଅନ୍ୱେଷଙ୍କୁ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିବା ସହ ହାର୍ଦ୍ଦିକ ଅଭିନନ୍ଦନ ଜ୍ଞାପନ କରିଛନ୍ତି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026

You Might Also Like