-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ପ୍ରିଣ୍ଟ ମିଡ଼ିଆ ପକ୍ଷରୁ ସୂଚନା ଓ ଲୋକ ସମ୍ପର୍କ ବିଭାଗ ମନ୍ତ୍ରୀ ଙ୍କ ସହ ସର୍କିଟ ହାଉସ ଠାରେ ସାକ୍ଷାତ ଓ ଆଲୋଚନା

29-Jun-2022



 ସୁବର୍ଣ୍ଣପୁର/ଗତକାଲି ମାନ୍ୟବର ମନ୍ତ୍ରୀ ଜଙ୍ଗଲ ଓ ପରିବେଶ, ପଞ୍ଚାୟତରାଜ ଓ ପାନୀୟ ଜଳ ଏବଂ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପ୍ରଦୀପ କୁମାର ଅମାତଙ୍କ ସୁବର୍ଣ୍ଣପୁର ଜ଼ିଲ୍ଲା ଗସ୍ତର ବିଭିନ୍ନ ସରକାରୀ କାର୍ଯ୍ୟକ୍ରମ ଓ ସମୀକ୍ଷା ପରେ ମନ୍ତ୍ରୀ ଶ୍ରୀ ଅମାତଙ୍କୁ ସୁବର୍ଣ୍ଣପୁର ଓ ବୌଦ୍ଧ ଅଞ୍ଚଳର ବିଭିନ୍ନ ଗଣମାଧ୍ୟମ ପ୍ରତିନିଧି ସାକ୍ଷାତ  କରିଥିଲେ l ମନ୍ତ୍ରୀଙ୍କୁ ପ୍ରଥମେ ସ୍ୱାଗତ କରି  ସୁବର୍ଣ୍ଣପୁରର  ସାମ୍ବାଦିକ ସ୍ବର୍ଗୀୟ  ଗୋବିନ୍ଦ ଠାକୁରଙ୍କ ପରିବାରକୁ ରାଜ୍ୟ ସରକାର ପକ୍ଷରୁ ୱେଲ ଫେୟାର ପାଣ୍ଠି ରୁ ଯୋଗାଇ ଦେଇଥିବା ୪ ଲକ୍ଷ ଟଙ୍କା ସହାୟତା ରାଶି ପାଇଁ ଧନ୍ୟବାଦ ଓ କୃତଜ୍ଞତା ଜଣାଇଥିଲେ l ପଡୋଶୀ ବୌଦ୍ଧ ଜ଼ିଲ୍ଲା ର ଓଡିଶା ଭାସ୍କର ଜ଼ିଲ୍ଲା ପ୍ରତିନିଧି ସ୍ବର୍ଗତ ଦୁର୍ବାକ୍ଷ ବସ୍ତିଆଙ୍କ ପରିବାରଙ୍କୁ ରାଜ୍ୟ ସରକାରଙ୍କ ସେଇ ୱାର୍କିଙ୍ଗ ଜର୍ଣ୍ଣାଲିଷ୍ଟ ୱେଲ ଫେୟାର ଫଣ୍ଡ୍ ରୁ ୪ ଲକ୍ଷ ଟଙ୍କା ଆର୍ଥିକ ସହାୟତା ଆବେଦନ ପ୍ରକ୍ରିୟା କୁ  ତ୍ୱରାନ୍ୱିତ କରିବାକୁ ଅବଗତ କରାଇ ଶ୍ରୀ ବସ୍ତିଆ ଙ୍କ ଅନାଥ ପିଲାଛୁଆଙ୍କୁ ଶିକ୍ଷା କ୍ଷେତ୍ରରେ ମଧ୍ୟ ସବୁ ପ୍ରକାର ସୁବିଧା ସୁଯୋଗ ଯୋଗାଇ ଦେବାକୁ ଅନୁରୋଧ କରିଥିଲେ l ଏବଂ କାର୍ଯ୍ୟରତ ସାମ୍ବାଦିକଙ୍କ  ସୁରକ୍ଷା ଆଈନ, ପେନସନ, ଏକ୍ରିଡିଏସନ ନିୟମକୁ ପରିବର୍ତ୍ତନ ସହ ସରଳିକରଣ ଓ ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ରାଶିକୁ ୨ ଲକ୍ଷ ରୁ ୫ ଲକ୍ଷ ଟଙ୍କା ବୃଦ୍ଧି କରି ସାମ୍ବାଦିକଙ୍କ ସମ୍ମାନ ରକ୍ଷା କରିବାକୁ ମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ l ମନ୍ତ୍ରୀ ଶ୍ରୀ ଅମାତ ମଧ୍ୟ ବୌଦ୍ଧ ଜ଼ିଲ୍ଲା ଶୁଣ୍ଢୀପଦାର ଗାଁ ର ସାମ୍ବାଦିକ ଶ୍ରୀ ବସ୍ତିଆଙ୍କ ପରିବାରକୁ ରାଜ୍ୟ ସରକାର ଙ୍କ ପକ୍ଷରୁ ସମସ୍ତ ସହାୟତା ଯୋଗାଇବା ପାଇଁ ଗୁରୁତର ସହିତ ବହୁ ପୂର୍ବରୁ ଆଲୋଚନା କରିସାରିଛି ଓ ଏ ବିଷୟରେ ବୌଦ୍ଧ ଜ଼ିଲ୍ଲା ପ୍ରଶାସନ ଓ ସାମ୍ବାଦିକଙ୍କ ଠାରୁ ପୂର୍ଵରୁ ଅବଗତ ଅଛି ବୋଲି ସାମ୍ବାଦିକଙ୍କୁ କହି ଏ ପ୍ରସ୍ତାବ ଓ ସାମ୍ବାଦିକଙ୍କ ଏକତାକୁ ପ୍ରଶଂସା କରିଥିଲେ l ଏବଂ ବାକି ସବୁ ଦାବୀ କୁ ଇଏ ତ ରାଜ୍ୟ ସ୍ତରୀୟ ଇସ୍ୟୁ ଅଛି ଏବେ, ବର୍ତ୍ତମାନ ଏହା ଉପରେ ସରକାରଙ୍କ 

ସହିତ ଓ ରାଜ୍ୟସ୍ତରୀୟ ବିଭିନ୍ନ ମିଡ଼ିଆ ସଂଗଠନ ସହିତ ଆଲୋଚନା ପର୍ଯ୍ୟାଲୋଚନା ଚାଲିଛି ବୋଲି କହିଥିଲେ l ମନ୍ତ୍ରୀ ଙ୍କୁ ଏଇ ସାକ୍ଷାତ କାର୍ଯ୍ୟକ୍ରମରେ ସୁବର୍ଣ୍ଣପୁର ପ୍ରିଣ୍ଟ ମିଡ଼ିଆ କୋଡିନେଟର ଦିଲ୍ଲୀପ ପାତ୍ର, ମନୋରଞ୍ଜନ ତ୍ରିପାଠୀ, ସନ୍ତୋଷ ମିଶ୍ର ଓ ସାମ୍ବାଦିକ ମହାଦେବ ମଲ୍ଲିକଙ୍କ ସମେତ ବୌଦ୍ଧ ଜ଼ିଲ୍ଲା ର ଅବୁ ବକର ଖାଁ, କଣ୍ଟାମାଳ ବ୍ଲକର ଉଗ୍ରେସନ କର୍ମୀ ଓ ତରଣୀ ମେହେର ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026

You Might Also Like