-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||     

HOME   ଜିଲ୍ଲା

କିର୍ତ୍ତୀପୁର ଠାରେ ଜିଲ୍ଲାପାଳଙ୍କ ଦ୍ୱାରା ଦ୍ୱାରା ମହିମା ଛତୁ ଉତ୍ପାଦନ ଓ ତାଲିମ କେନ୍ଦ୍ର ଉଦଘାଟିତ

29-Jun-2022



ସୁବର୍ଣ୍ଣପୁର:ଆଜି ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ଅନ୍ତର୍ଗତ ମୟୁରଉଡାଣ ଗ୍ରାମ ପଞ୍ଚାୟତ କିର୍ତ୍ତୀପୁର ଗ୍ରାମ ଠାରେ ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ମହିମା ଛତୁ ଉତ୍ପାଦନ ଓ ତାଲିମ କେନ୍ଦ୍ର କୁ ଶୁଭ ଉଦଘାଟନ କରିଛନ୍ତି l ଏକ୍ସନ ଏଡ଼ ଭୁବନେଶ୍ୱର ଓ ରେଆର ସୁବର୍ଣ୍ଣପୁର ର ଆର୍ଥିକ ସହଯୋଗରେ କୀର୍ତ୍ତିପୁର ଗ୍ରାମର ୧0 ଜଣ ମହିଳାଙ୍କ ଆନ୍ତରିକ ପ୍ରଚେଷ୍ଟାରେ ଆରମ୍ଭ ହୋଇଥିବା ମହିମା ଛତୁ ଉତ୍ପାଦନ ଓ ତାଲିମ କେନ୍ଦ୍ର ଉଦଘାଟନ ଅବସରରେ ମଂଚାସୀନ ଅତିଥି ବୃନ୍ଦ ସମ୍ପୃକ୍ତ ମହିଳା ମାନଙ୍କୁ ଉତ୍ସାହିତ କରିବା ସହ ସେମାନେ ଯେପରି ସ୍ୱାବଲମ୍ବୀ ହୋଇ ନିରନ୍ତର କାର୍ଯ୍ୟ କରି ଜୀବନରେ ସଫଳତା ହାସଲ କରି ଜିଲ୍ଲାର ଅନ୍ୟ ମାନଙ୍କ ପାଇଁ ପ୍ରେରଣାଦାୟୀ ହୋଇପାରିବେ ସେଥିପାଇଁ ଗୁରୁତ୍ୱାରୋପ କରିଛନ୍ତି l ଏହି ଉଦଘାଟନ ଅବସରରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ )ଶ୍ରୀ ସୂର୍ଯ୍ୟ ନାରାୟଣ ଦାଶ, ପ୍ରକଳ୍ପ ନିର୍ଦେଶକ, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଶ୍ରୀ ନିହାର ରଞ୍ଜନ କଁହର, ଜିଲ୍ଳା ସମାଜ କଲ୍ୟାଣ ଅଧିକାରୀ ଗୌରମଣି ହାଁସଦା, ସହ ନିର୍ଦେଶକ ଏକ୍ସନ ଏଡ଼ ଭୁବନେଶ୍ୱର ଦେବବ୍ରତ ପାତ୍ର, ନିର୍ଦେଶକ ଏସ ବି ଆର ଏସ ଇ ଟି ଆଇ ଅଜିନା ଟୁଡୁ, ରେଆର ପ୍ରତିଷ୍ଠାତା ଗୌରୀଶ୍ୟାମ ପଣ୍ଡା, ଏକ୍ସନ ଏଡ଼

ଭୁବନେଶ୍ୱର ର ବି ଏନ ଦୁର୍ଗା, ଶୁଭେନ୍ଦୁ ରାଏ, ଘାସିରାମ ପଣ୍ଡା, ରାକେଶ ପ୍ରଧାନ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ବିନୀ କୁମାର ଭୋଇ, ରେଆର ଆଜୀବନ ସଦସ୍ୟ କରମ ଚାନ୍ଦ ମହାନ୍ତି, କିର୍ତ୍ତୀପୁର ମହିମା ଛତୁ ଉତ୍ପାଦନ ଓ ତାଲିମ କେନ୍ଦ୍ର ର ସଭାନେତ୍ରୀ ସୀତା ଝାଙ୍କର, ସମ୍ପାଦିକା ଗୌରୀ ଝାଙ୍କର, ଓ ସମସ୍ତ ସଦସ୍ୟା ପ୍ରମୁଖ ଉପସ୍ଥିତ ଥିଲେ l ଏହି ଅବସରରେ ଅନୁଷ୍ଠିତ ସାଧାରଣ ସଭାକୁ ରେଆର ର ସାଧାରଣ ସମ୍ପାଦକ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଅନଙ୍ଗ ନେଗୀ ପରିଚାଳନା କରିଥିବା ବେଳେ ଅନ୍ୟ ମାନଙ୍କ ମଧ୍ୟରେ ଧନୁର୍ଜୟ ନାଏକ, ସୁଦାମ ଗାଏଗାରିଆ, ସୁଶାନ୍ତ ସା, ଅଶୋକ ଝାଙ୍କର, ଝରଣା ପଟ୍ଟନାୟକ, ଓ ଗାୟତ୍ରୀ ବହିଦାର ପ୍ରମୁଖ ଉପସ୍ଥିତ ହୋଇ କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026

You Might Also Like