-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||     

HOME   ଜିଲ୍ଲା

ବହୁ ଚର୍ଚ୍ଚିତ ମେଡିକାଲ କଲେଜ ଛାତ୍ର ନିଶାନ୍ତ ମୃତ୍ୟୁ ମାମଲା :ଜାତୀୟ ମାନବ ଅଧିକାର କମିଶନ ୩ ଜଣିଆ ଦଳର ତଦନ୍ତ ଆରମ୍ଭ

29-Jun-2022



ବଲାଙ୍ଗିର, ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ଛାତ୍ର ନିଶାନ୍ତ ମୃତ୍ୟୁ ମାମଲାରେ ଜାତୀୟ ମାନବ ଅଧିକାର କମିଶନର ଏକ ୩ ଜଣିଆ ଦଳ ଆସି ଏଠାରେ ଆଜିଠାରୁ ତଦନ୍ତ ଆରମ୍ଭ କରିଛନ୍ତି । ଏପ୍ରିଲ୨୨ ତାରିଖ ଅପରାହ୍ନରେ ମେଡିକାଲ କଲେଜ ୭ ମହଲାରୁ ତଳେ ପଡ଼ି କଲେଜ ଛାତ୍ର ନିଶାନ୍ତଙ୍କ ମୃତ୍ୟୁ ହୋଇଥିଲା । ଖବର ପାଇ ତାଙ୍କ ବାପା ମା ହରିୟାଣାରୁ ଏଠାରେ ପହଞ୍ଚି ହତ୍ୟା ଅଭିଯୋଗ କରିଥିଲେ । ପରେ ନିଶାନ୍ତଙ୍କ ବିଦେଶରେ ଥିବା ବନ୍ଧୁ ସହିତ ହ୍ଵାଟସ ଆପ ଚାର୍ଟରୁ ରେଗିଙ୍ଗ ଯୋଗୁ ସେ ଆତ୍ମହତ୍ୟା କରିଥିବା ସ୍ଥାନୀୟ ଟାଉନ୍ ଥାନା ରେ ଅଭିଯୋଗ କରିଥିଲେ। ପରିବାର ପକ୍ଷରୁ ଜାତୀୟ ମାନବିକ ଅଧିକାର କମିଶନ ପାଖରେ ଅଭିଯୋଗ କରିଥିଲେ । ଘଟଣାକୁ ଭିତ୍ତି କରି ଏହା ଉପରେ ପୁଙ୍ଖନୁପୁଙ୍ଖ ତଦନ୍ତ ପାଇଁ ଏକ ୩ ଜଣିଆ ଦଳ ବିମଳ ଜିତ୍ ଉତ୍ପଲ୍ ଙ୍କ

ନେତୃତ୍ଵରେ ଚନ୍ଦ୍ରଶେଖର ଓ ମାଧବାନନ୍ଦ ରାଉତ ଗତକାଲି ଏଠାରେ ଆସି ପହଞ୍ଚି ସର୍କିଟ ହାଉସରେ ଅବସ୍ଥାନ କରିବା ସହିତ ଆଜିଠାରୁ ତଦନ୍ତ ଆରମ୍ଭ କରିଛନ୍ତି । ଏହି ଟିମ ସକାଳ ୯ ଟା ରେ ମେଡିକାଲ କଲେଜରେ ପହଞ୍ଚି ସେଠାରେ କାମ ଆରମ୍ଭ କରିଛନ୍ତି । ଗତକାଲି ଓ ଆଜି ସେମାନେ ମିଡିଆ ସହିତ କଥା ହେବାକୁ ମନା କରି କୌଣସି ପ୍ରତିକ୍ରିୟା ଦେଇନାହାନ୍ତି ।ଆଗାମୀ ଜୁଲାଇ ୧ ତାରିଖ ପର୍ଯ୍ୟନ୍ତ ୪ ଦିନ କାଳ ଏହି ଦଳ ତଦନ୍ତ କରିବେ ସବୁପ୍ରକାର ସହଯୋଗ ସହିତ ନଥିପତ୍ର ସେମାନଙ୍କୁ ଦେବାକୁ ତଥା ଏହି ଘଟଣା ସହିତ ସମସ୍ତେ ଉପସ୍ଥିତ ରହିବାକୁ ବଲାଙ୍ଗିର ଆରକ୍ଷୀ ଅଧିକ୍ଷକ  , ବଲାଙ୍ଗିର ମେଡିକାଲ କଲେଜ ର ଡିନ ସବିତା ମହାପାତ୍ର କହିଛନ୍ତି ।

(ବଲାଙ୍ଗିର ଜିଲ୍ଲା ରୁ ଅନ୍ତର୍ଯ୍ୟାମୀ ସାହୁ ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026

You Might Also Like