-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||     

HOME   ଜିଲ୍ଲା

,ରାଜ୍ୟ ବାହାରକୁ ମାନବ ଚାଲାଣ ! ଟ୍ରେନ୍‌ରୁ ୨ ନାବାଳିକାଙ୍କ ସମେତ ୮ ଯୁବତୀ ଉଦ୍ଧାର

29-Jun-2022



ବଲାଙ୍ଗିର ବଲାଙ୍ଗିର ବଲାଙ୍ଗିର ରେଲୱେ ଷ୍ଟେସନରେ ହଇଚଇ। ଟ୍ରେନ ଯୋଗେ ମାନବ ଚାଲାଣ ହେଉଥିବା ସନ୍ଦେହ! ଆଜି ଏକ ଟ୍ରେନରୁ ମହାରାଷ୍ଟ୍ର ଯାଉଥିବା ୨ ନାବାଳିକାଙ୍କ ସମେତ ୮ ଜଣ ଯୁବତୀଙ୍କୁ ଉଦ୍ଧାର କରାଯାଇଛି। ଆରପିଏଫ୍ ଏହି ଯୁବତୀମାନଙ୍କୁ ଉଦ୍ଧାର କରିଛି। ସେମାନଙ୍କ ସହ ଥିବା ଜଣେ ଯୁବକକୁ ଆରପିଏଫ୍ ଅଟକ ରଖି ବଲାଙ୍ଗିର ରେଲୱେ ଥାନାରେ ପଚରାଉଚରା କରୁଛି।
ଆରପିଏଫ୍ ଉଦ୍ଧାର କରିଥିବା ଏହି ୧୦ ଜଣଙ୍କୁ ପଚରାଉଚରା ବେଳେ ସେମାନେ ମୁମ୍ୱାଇର ଏକ ମାଛ ଫ୍ୟାକ୍ଟ୍ରିରେ କାମ କରିବାକୁ ଯାଉଥିବା କହିଥିଲେ। କିନ୍ତୁ ସେମାନଙ୍କୁ କିଏ ଏବଂ

କେଉଁ ଫ୍ୟାକ୍ଟ୍ରିକୁ ନେଉଥିଲା କହିପାରି ନ ଥିଲେ। ଏମାନେ ସମସ୍ତେ ଢେଙ୍କାନାଳ ଅଂଚଳର ହୋଇଥିବା ଜଣାପଡ଼ିଛି । ଆରପିଏଫ ପକ୍ଷରୁ ତୁରନ୍ତ ଜିଲ୍ଲା ଶ୍ରମ ବିଭାଗ ଏବଂ ଚାଇଲଡ ଲାଇନକୁ ଖବର ଦିଆଯାଇଥିଲା। ଆରପିଏଫ ଥାନାରେ ସହକାରୀ ଶ୍ରମ ଅଧିକାରୀ ଏବଂ ଚାଇଲଡ ଲାଇନ ଟିମ ପହଞ୍ଚି ତଦନ୍ତ କରୁଛନ୍ତି। ତଦନ୍ତ ଚାଲିଥିବାରୁ କୌଣସି ଅଧିକାରୀ ମତାମତ ଦେବାକୁ ମନା କରିଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026

You Might Also Like