-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||     

HOME   ରାଜ୍ୟ

ରାଜ୍ୟ ର ତଥା ଦେଶର ବହୁଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲା, ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଙ୍କୁ ଦୁଇ ସପ୍ତାହ ପାଇଁ ଅନ୍ତରୀଣ ଜାମିନ।

29-Jun-2022



ବଲାଙ୍ଗିର, କଟକ,ବଲାଙ୍ଗିର, କଳହାଣ୍ଡି ଜିଲ୍ଲା ର ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁକୁ ମିଳିଲା ଅନ୍ତରୀଣ ଜାମିନ । ଆଜି ଗୋବିନ୍ଦ ସାହୁକୁ ଅନ୍ତରୀଣ ଜାମିନ୍‌ ପ୍ରଦାନ କରିଛନ୍ତି ହାଇକୋର୍ଟ । ପୁଅ ଏବଂ ପତ୍ନୀଙ୍କ ଅସୁସ୍ଥତାର କାରଣ ଦର୍ଶାଇ ଗୋବିନ୍ଦ ସାହୁ ହାଇକୋର୍ଟଙ୍କ ନିକଟରେ ଜାମିନ ଆବେଦନ କରିଥିଲା । ତେବେ ଗୋବିନ୍ଦର ଆବେଦନକୁ ଗ୍ରହଣ କରିବା ସହ ମାତ୍ର ଦୁଇ ସପ୍ତାହର ଅନ୍ତରୀଣ ଜାମିନ ମଞ୍ଜୁର କରିଛନ୍ତି ହାଇକୋର୍ଟ । ଜାମିନରେ ଯିବାକୁ ହେଲେ ସେ ତଦନ୍ତକାରୀ ଅଧିକାରୀଙ୍କ ନିକଟରେ ହାଜର ହେବାକୁ ପଡିବ । ସେ କୌଣସି ପ୍ରମାଣ ନଷ୍ଟ କରିବ ନାହିଁ, ସାକ୍ଷୀ ମାନଙ୍କୁ ପ୍ରଭାବିତ କରିପାରିବ ନାହିଁ ବୋଲି କୋର୍ଟ ସର୍ତ୍ତରେ କହିଛନ୍ତି ପୂର୍ବରୁ ଫେବୃଆରୀ ୧୧

ତାରିଖରେ ମମିତା ମେହେର ହତ୍ୟା ଘଟଣାରେ ଚାର୍ଜସିଟ ଦାଖଲ କରିଥିଲା ବଲାଙ୍ଗୀର ପୋଲିସ । ବଙ୍ଗୋମୁଣ୍ଡା JMFC କୋର୍ଟରେ ଚାର୍ଜସିଟ ଦାଖଲ କରିଥିଲା ପୋଲିସ। ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଓ ରାଧେଶ୍ୟାମ ନାଁରେ ଚାର୍ଜସିଟ ଦାଖଲ ହୋଇଥିଲା । ୧୨୦ ଦିନ ପୂର୍ବରୁ ବଲାଙ୍ଗୀର ପୋଲିସ କୋର୍ଟରେ ଚାର୍ଜସିଟ ଦାଖଲ କରିଥିଲା । ୨ ହଜାର ପୃଷ୍ଠାର ଚାର୍ଜସିଟ ଦାଖଲ କରିଥିବା ସୂଚନା ମିଳିଥିଲା ।
ସୂଚନା ଥାଉକି, ବଲାଙ୍ଗୀର, କଳହାଣ୍ଡି ଜିଲ୍ଲା ର ମହାଲିଙ୍ଗ ସନସାଇନ୍ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ନିଖୋଜ ପରେ ମହାଲିଙ୍ଗ ସ୍ଥିତ ସରକାରୀ ସ୍କୁଲର ନିର୍ମାଣଧୀନ ଖେଳ ପଡିଆରୁ।  ପ୍ରାୟ ୫ ଫୁଟ ମାଟି ତଳୁ ପୋଡା ହାଡ, ରୂପା ପାଉଁଜି, ଭ୍ୟାନିଟି ବ୍ୟାଗ ମିଳିଥିଲା । ସେସବୁ ମମିତାଙ୍କର ବୋଲି ପରିବାରଲୋକ ଚିହ୍ନଟ କରିଥିଲେ । ସ୍କୁଲ ଅଧ୍ୟକ୍ଷା ମମିତା ମେହେର ୨୦୨୧ ମସିହା ଅକ୍ଟୋବର ୮ ତାରିଖଠାରୁ ନିଖୋଜ ଥିଲେ । ପରିବାରଲୋକ ଉକ୍ତ ମାସ ୧୨ ତାରିଖରେ ବଲାଙ୍ଗୀର ଜିଲ୍ଲା ସିନ୍ଦକେଲା ଥାନାରେ ମାମଲା ରୁଜୁ

କରିଥିଲେ ।  ୧୪ ତାରିଖ ଦିନ ପୋଲିସ ସ୍କୁଲର ପରିଚାଳନା ସଭାପତି ଗୋବିନ୍ଦ ସାହୁଙ୍କୁ ଅଟକ ରଖିଥିଲା । ହେଲେ ହଠାତ ୧୬ ତାରିଖ ଗୋବିନ୍ଦ ସାହୁ ବଲାଙ୍ଗିର ର ଟିଟିଲାଗଡ ପୋଲିସ ହେପାଜତରୁ ଫେରାର ପରେ ତନାଘନା ଆରମ୍ଭ ହୋଇଥିଲା ।  ଗତ ୧୮ ତାରିଖରେ ଖୋଦ ବଲାଙ୍ଗୀର ଓ କଳାହାଣ୍ଡି ଆରକ୍ଷୀ ଅଧିକ୍ଷକ  ତଦନ୍ତ ଭାର ନେଇଥିଲେ । କଳାହାଣ୍ଡିରେ ତିନି ଗୋଟି ପୋଲିସ ଟିମ୍ ଚଢାଉ କରିଥିଲା ।କଳହାଣ୍ଡିର ମହାଲିଙ୍ଗ ସ୍ଥିତ ଖେଳ ପଡିଆର ରାତ୍ରୀ ଜଗୁଆଳି ଗୁପ୍ତେ ତାଣ୍ଡି ୧୨ ତାରିଖ ରାତିରେ ଖେଳ ପଡିଆରେ କିଛି କାମ ହୋଇଥିବା ସୂଚନା ଦେଇଥିଲେ ।
 ତାଙ୍କ ସୂଚନା ଆଧାରରେ ଜେସିବି ଡ୍ରାଇଭର ପୁଷ୍କର ଭୋଇଙ୍କୁ ସିନ୍ଦକେଲା ଥାନାରେ ଜେରା କରାଯାଇଥିଲା । ଜେସିବି ଡ୍ରାଇଭରଙ୍କ ବୟାନ ଆଧାରରେ ପୋଲିସ ଖେଳପଡିଆ ମାଟି ତଳୁ ମର୍ଡର ମିଷ୍ଟ୍ରିର ସନ୍ଧାନ ମିଳିଥିଲା । ଯଦିଓ ପୋଲିସ କୌଣସି ଅଧିକୃତ ବୟାନ ଜାରି କରିନାହିଁ । ବରଂ ଫେରାର ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କୁ ମୋଷ୍ଟ ଓ୍ବାଣ୍ଟେଡ ଘୋଷଣା କରି ଲକ୍ଷେ ଟଙ୍କା ପୁରସ୍କାର ରାଶି ଘୋଷଣା କରିଥିଲା । ସିନ୍ଦେକେଲା ଥାନା ବୁଢୀପଦର ଗାଁର ଏକ ଆଖୁ କିଆରୀରୁ ଗୋବିନ୍ଦକୁ ଗିରଫ କରିଥିଲା ବଲାଙ୍ଗିର ପୋଲିସ l

(ବଲାଙ୍ଗିର ଜିଲ୍ଲାରୁ ଅନ୍ତର୍ଯ୍ୟାମୀ ସାହୁଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026

You Might Also Like