-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||     

HOME   ଜିଲ୍ଲା

ସମାଜ ପରିବାର ତରଫରୁ ଶ୍ରାଦ୍ଧ ଦିବସରେ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ରେ ଶ୍ରଦ୍ଧାଞ୍ଜଳି ଓ ରକ୍ତ ଦାନ ଶିବିର ର ଆୟୋଜନ - ରକ୍ତଦାନ ଶିବିରକୁ ଉଦଘାଟନ କଲେ ଜ଼ିଲ୍ଲାପାଳ

29-Jun-2022



 ସୁବର୍ଣ୍ଣପୁର/ ଆଜି ସମାଜ ର ପ୍ରତିଷ୍ଠାତା ଉତ୍କଳମଣି ଗୋପବନ୍ଧୁ ଦାଶଙ୍କ ୪୯ ତମ ଶ୍ରାଦ୍ଧ ଦିବସ ଉପଲକ୍ଷେ ସକାଳ ୭ ଘଣ୍ଟା ସମୟରେ  ସୋନପୁର ଉପ ଜ଼ିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସର ସ୍ଥିତ ଉତ୍କଳମଣି ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ସମାଜ ପରିବାର ସହ ସହର ର ବିଭିନ୍ନ ସ୍ବେଛାସେବୀ ସାଂସ୍କୃତିକ ଅନୁଷ୍ଠାନ,ମହାନଦୀ ସାହିତ୍ୟ ସଂସଦ, ସ୍ୱଚ୍ଛ ଭାରତ ସଂଗଠନ, ପଏଁରୀ, କେମିଷ୍ଟ ଏଣ୍ଡ ଡ୍ରଗିଷ୍ଟ ଏସୋସିଏସନ, ବଣିକ ସଂଘ, ସୋନପୁର କଲେଜ ଏନ ସି ସି, ଜ଼ିଲ୍ଲା ରେଡ଼କ୍ରସ ସଂସ୍ଥା, ପ୍ରମୁଖ ଅନୁଷ୍ଠାନ ପକ୍ଷରୁ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା l ପରେ ସକାଳ ୯ ଘଣ୍ଟା ସମୟରେ ସମାଜ ପରିବାର ପକ୍ଷରୁ ଜ଼ିଲ୍ଲା ରକ୍ତ ଭଣ୍ଡାର ଠାରେ ଆୟୋଜିତ ଏକ ରକ୍ତ ଦାନ ଶିବିର କୁ  ସୁବର୍ଣ୍ଣପୁର ଜ଼ିଲ୍ଲାପାଳ ଶ୍ରୀମତୀ ଅବୋଲୀ

ସୁନିଲ ନରୱଣେ ଉଦଘାଟନ କରିଥିଲେ l ସମ୍ମାନିତ ଅତିଥି ଭାବେ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅମରେଶ ପଣ୍ଡା ଯୋଗ ଦେଇ ଅନୁଷ୍ଠିତ ଶିବିର ରେ ସେ ନିଜେ ପ୍ରଥମେ ରକ୍ତ ଦାନ କରି ରକ୍ତ ଦାତା, ଆୟୋଜକ ଓ ସମାଜସେବୀଙ୍କୁ ଉତ୍ସାହିତ କରିଥିଲେ l ଏହି କାର୍ଯ୍ୟକ୍ରମ ଅବସରରେ ରେ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ବ) ଶ୍ରୀ ସୂର୍ଯ୍ୟ ନାରାୟଣ ଦାଶ, ଜ଼ିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡ଼ଃ ବିଶ୍ୱ ରଞ୍ଜନ ପତି,ଏ ଡି ଏମ ଓ ଡ଼ଃ ପ୍ରଦୀପ କୁମାର ଗୁରୁ, ରକ୍ତ ଭଣ୍ଡାର ଅଧିକାରୀ ଶ୍ରୀ ଦୁର୍ଗା ପ୍ରସାଦ ଦାଶ ପ୍ରମୁଖ ଯୋଗ  ଦେଇଥିଲେ l ଏହି ସମସ୍ତ କାର୍ଯ୍ୟକ୍ରମ କୁ ଜ଼ିଲ୍ଲା ସମାଜ ପ୍ରତିନିଧି ସ୍ୱାଧୀନ କୁମାର ମେହେର ସଂଯୋଜନା କରିଥିବା ବେଳେ ସମାଜସେବୀ ଶ୍ରୀବତ୍ସ ମଲ୍ଲିକ, ରାଜ୍ୟ ରକ୍ତ ଦାତା ସଂଘ ଉଦ୍ୟୋକ୍ତl ମନୋଜ ପଣ୍ଡା, ବ୍ଲଡ଼ ବ୍ୟାଙ୍କ ପରିଚାଳନା କମିଟି ସଦସ୍ୟ ଗତି କୃଷ୍ଣ ମିଶ୍ର, ରାଜ୍ୟ ଅଣ ଗେଜେଟେଡ଼ କର୍ମଚାରୀ ସଂଘ ର ସଭାପତି ଜ୍ୟୋତି ରଞ୍ଜନ ପଟ୍ଟନାୟକ, ୟୁଥ ରେଡ଼କ୍ରସ ର ସଂଯୋଜକ ଉମାକାନ୍ତ ନାଗ, ସମାଜସେବୀ  ଇନ୍ଦୁମତୀ ପୁରୋହିତ, ମନୋରଞ୍ଜନ ତ୍ରିପାଠୀ, ଲଡ଼ୁ କିଶୋର ମଲ୍ଲିକ, ସତ୍ୟ ଦରୁୱାନ, ଗୁଣନିଧି ମେହେର,ଶିକ୍ଷାବିତ  ଅମ୍ବୁଜ ବିହାରୀ ଶତପଥି, ସାମ୍ବାଦିକ ରଞ୍ଜନ ବାରିକ, ସନ୍ତୋଷ ମିଶ୍ର, ପ୍ରମୁଖ ବହୁ ବିଶିଷ୍ଟ ବ୍ୟକ୍ତି ଓ  ଅଗ୍ରଣୀ ଅନୁଷ୍ଠାନ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026

You Might Also Like