-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||     

HOME   ଜିଲ୍ଲା

ପଣ୍ଡିତ ଉତ୍କଳମଣି ଗୋପବନ୍ଧୁଙ୍କ ୯୪ତମ ଶ୍ରାଦ୍ଧ ଦିବସରେ ବୌଦ୍ଧ ସମାଜ ପରିବାର ପକ୍ଷରୁ ପ୍ରତିମୂତ୍ତିରେ ମାଲ୍ୟାର୍ପଣ, ଗୋପବନ୍ଧୁ ଛକରେ ସ୍ଥାପିତ ହେବ ପୁର୍ଣ୍ଣ ଅବୟବ ପ୍ରତିମୂର୍ତ୍ତି

30-Jun-2022



ବୌଦ୍ଧ,(ପ୍ରେରଣା ଖବର) : ସମାଜର ପ୍ରତିଷ୍ଠାତା, ଲୋକସେବକ ପଣ୍ଡିତ ଉôଳଳମଣି ଗୋପବନ୍ଧୁଙ୍କ ୯୪ତମ ଶ୍ରାଦ୍ଧଦିବସକୁ ସମଗ୍ର ରାଜ୍ୟରେ ସେବା ସପ୍ତାହ ଭାବରେ ପାଳନ କରାଯାଉଥିବାବେଳେ ପ୍ରଥମ ଦିବସରେ ବୌଦ୍ଧ ସମାଜ ପରିବାର ପକ୍ଷରୁ ବୌଦ୍ଧ ଗୋପବନ୍ଧୁ ଛକସ୍ଥିତ ଉôଳଳମଣି ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି । ଏହି ଅବସରରେ ଅତିଥି ଭାବରେ ଏନଏସି ଅଧ୍ୟକ୍ଷ ମୃତ୍ୟୁଞ୍ଜୟ ମିଶ୍ର ଯୋଗଦେଇ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହିତ ଏଠାରେ ଗୋପବନ୍ଧୁଙ୍କ ପୂର୍ଣ୍ଣ ଅବୟବ ପ୍ରତିମୂର୍ତ୍ତି ତୁରନ୍ତ ସ୍ଥାପନ କରାଯିବ ବୋଲି ପ୍ରକାଶ କରିଥିଲେ । ଦୀର୍ଘ ବର୍ଷରୁ ବିଭିନ୍ନ ବ୍ୟକ୍ତିବିଶେଷ ଓ ଅନୁଷ୍ଠାନ ପକ୍ଷରୁ ଏହି ଦାବି

ଉପସ୍ଥାପନ କରାଯାଉଥିବାବେଳେ ତୁରନ୍ତ ଏ ଦିଗରେ ପଦକ୍ଷେପ ଗ୍ରହଣ କରାଯାଇ ଆସନ୍ତା ସ୍ୱାୟତ୍ତ ଶାସନ ଦିବସ ପାଳନ ଅବସରରେ ଗୋପବନ୍ଧୁଙ୍କ ପୂର୍ଣ୍ଣ ଅବୟବ ମୂର୍ତ୍ତି ଉନ୍ମୋଚନ କରାଯିବ ବୋଲି ଅଧ୍ୟକ୍ଷ ଶ୍ରୀମିଶ୍ର ପ୍ରକାଶ କରିଥିଲେ । ଏହି ଅବସରରେ ଅନ୍ୟତମ ଅତିଥି ଭାବରେ ଜିଲା ଓକିଲ ସଂଘ ସଭାପତି ତାରେଣି ମହାପାତ୍ର, ବୌଦ୍ଧ ଣିକ ସଂଘ ସଭାପତି ସୁବାଶ ଚନ୍ଦ୍ର ସାହୁ,ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରିତାକନ୍ତି ବଳିୟାରସିଂହ,ଜିଲା ସଂସ୍କୃତି ଅଧିକାରୀ ଶୁକ୍ରୁ ସ୍ୱାଇଁ,ବୌଦ୍ଧ କଲେଜର ଅବସରପ୍ରାପ୍ତ ଅଧ୍ୟକ୍ଷ ପ୍ରଶାନ୍ତ କୁମାର ମହାପାତ୍ର,ବରିଷ୍ଠ ସାମ୍ବାଦିକ ରବିନ୍ଦ୍ର କୁମାର ରାଉତ,ସମ୍ପଦ କୁମାର ଅଗ୍ରୱାଲା,ପତଞ୍ଜଳି ଯୋଗ ସମିତିର ଜିଲା ସଭାପତି ଦେବାଶିଷ ପୁରୋହିତ, ଓଡ଼ିଶା ବ୍ରାହ୍ମଣ ମହାସଭାର ଜୋନାଲ ସମ୍ପାଦକ ଅନ୍ତର୍ଜ୍ୟାମୀ ତ୍ରିପାଠୀ, ପ୍ରମୋଦ କୁମାର ପ୍ରଧାନ,ସଜ୍ଜନ କୁମାର ଅଗ୍ରୱାଲା,ଧବଳେଶ୍ୱର ମହାପାତ୍ର,ରବିନ୍ଦ୍ର କୁମାର ପଟ୍ଟନାୟକ,ଷଷ୍ଠ କୁମାର ପୁରୋହିତ ଓ ଅକ୍ଷୟ କୁମାର ମହାକୁଳ ପ୍ରମୁଖ ଉପସ୍ଥିତ ଥିଲେ । ଜିଲା ସମାଜ ପ୍ରତିନିଧି ଶଶାଙ୍କ ଶେଖର ମିଶ୍ର ସମସ୍ତ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026

You Might Also Like