-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||     

HOME   ଜିଲ୍ଲା

ବରଗଡ ବିଜୁପଟ୍ଟନାୟକ ଟାଉନ ହଲ ଠାରେ କାୟାକଳ୍ପ ପୁରସ୍କାର ଓ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ

30-Jun-2022



ବରଗଡ:-ବରଗଡ଼ ସ୍ଥିତ  ବିଜୁ ପଟ୍ଟନାୟକ ଟାଉନ ହଲ ଠାରେ  ଜିଲ୍ଲା ସ୍ତରୀୟ କାୟାକଳ୍ପ ପୁରସ୍କାର ଓ ସମର୍ଦ୍ଧନା ଉତ୍ସବ ଖୁବ୍ ଆଡ଼ମ୍ବର ରେ ଆୟୋଜିତ ହୋଇଯାଇଛି । ବରଗଡ ଜିଲ୍ଲା ସ୍ବାସ୍ଥ୍ୟ ସମିତି ଆନୁକୁଲ୍ୟରେ ଅନୁଷ୍ଠିତ ସମର୍ଦ୍ଧନା ଉତ୍ସବ କୁ ଜିଲ୍ଲାପାଳ ଶ୍ରୀମତୀ ମନୀଷା ବାନାର୍ଜୀ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ସାଧୁ ଚରଣ ଦାସ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମର୍ଦ୍ଧନା ସଭା ରେ ଜିଲ୍ଲାର  ପ୍ରଥମ ସ୍ଥାନ ଅଧିକାର କରି ଥିବା ପଦ୍ମପୁର ଉପଖଣ୍ଡ ସ୍ବାସ୍ଥ୍ୟ କେନ୍ଦ୍ର ଅନ୍ତର୍ଗତ ମେଲଚ୍ଛାମୁଣ୍ଡା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର କୁ ୨ ଲକ୍ଷ ଟଙ୍କା ପୁରସ୍କାର ପ୍ରଦାନ  ସହ ଟ୍ରଫି ଓ ମାନପତ୍ର ଦ୍ଵାରା ସମର୍ଦ୍ଧନା ଜ୍ଞାପନ କରାଯାଇଥିଲା। ଡାକ୍ତର ଆଦିତ୍ୟ କୁମାର ଭୋଇ, ଡାକ୍ତର ଦେବାଶିଷ ରଥ ଓ କର୍ମଚାରୀଙ୍କ ଉପସ୍ଥିତ ରହି ପୁରସ୍କାର ଗ୍ରହଣ କରିଥିଲେ। ସେହିପରି ବିଜେପୁର ପହଣ୍ଡି ସ୍ବାସ୍ଥ୍ୟ କେନ୍ଦ୍ର କୁ ଦ୍ବିତୀୟ ଶ୍ରେଷ୍ଠ କାୟାକଳ୍ପ ପୁରସ୍କାର କ୍ରମେ ୧ଲକ୍ଷ ଟଙ୍କା ଓ ଟ୍ରଫି ପ୍ରଦାନ କରାଯାଇଥିଲା। ବରଗଡ଼ ସହରାଞ୍ଚଳ ହାଟପଦା ସ୍ଥିତ ଏମ୍ ଏମ୍ ସି ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର କୁ ରାଜ୍ୟ ର ଫାଷ୍ଟ ରନର୍ସ ଅଫ୍ ପୁରସ୍କାର ବାବଦକୁ ଦେଢ଼ ଲକ୍ଷ ଟଙ୍କା ସହ ଟ୍ରଫି ଓ ମାନପତ୍ର

ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଥିଲା। ସ୍ବାସ୍ଥ୍ୟ କେନ୍ଦ୍ର ର ମେଡିକାଲ ଅଫିସର ଡାକ୍ତର ନୁପୁର ପାଢ଼ୀ  ତାଙ୍କ ସହକର୍ମୀ ମାନଙ୍କ ଉପସ୍ଥିତି ରେ ପୁରସ୍କାର ଗ୍ରହଣ କରିଥିଲେ। ଏ ପରିପ୍ରେକ୍ଷୀରେ ଜିଲ୍ଲା ର ୩୪ଟି ସ୍ବାସ୍ଥ୍ୟ କେନ୍ଦ୍ର କୁ ଉତ୍ତମ ସେବା ଓ ସ୍ୱଚ୍ଛ ପରିବେଶ ପାଇଁ ଜିଲ୍ଲାପାଳ ସମର୍ଦ୍ଧନା ଜ୍ଞାପନ କରିଥିଲେ। ଏଠାରେ ଉଲ୍ଲେଖଯୋଗ୍ୟ କାୟାକଳ୍ପ ପୁରସ୍କାର  ଡାକ୍ତରଖାନାର ସ୍ବଚ୍ଛତା,ସେବାର ଗୁଣବତ୍ତା ସହ ସରକାରଙ୍କ ଦ୍ବାରା ନିର୍ଦ୍ଧାରିତ ମାନଦଣ୍ଡ କୁ ନେଇ ପ୍ରତିବର୍ଷ ପ୍ରଦାନ କରାଯାଇଥାଏ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026

You Might Also Like