-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||     

HOME   ରାଜ୍ୟ

ଜିଲ୍ଲାପାଳ ସାଜିଲେ ଶିକ୍ଷକ

30-Jun-2022



ବଲାଙ୍ଗିର (ପୂର୍ଣ ଶଶୀ ଶେଖର ରାଓ): ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ମାଲପଡା ଗାଁ ରେ ଥିବା ଅନୁସୂଚିତ ଜାତି ଓ ଜନଜାତି ସରକାରୀ ଉଚ୍ଚ ବିଦ୍ୟାଳୟ ପରିଦର୍ଶନ ସମୟରେ ଦ୍ୱାଦଶ ଶ୍ରେଣୀ ପିଲାଙ୍କୁ ବିଜ୍ଞାନର ବୋଟାନି

ପଢାଇଲେ ବଲାଙ୍ଗୀର ଜିଲ୍ଲାପାଳ ଶ୍ରୀ ଚଞ୍ଚଳ ରାଣା l ଜିଲ୍ଲାପାଳ ପାଠ ପଢ଼ାଉଥିବା ବେଲେ ଛାତ୍ର ଛାତ୍ରୀମାନଙ୍କ ମନରେ ବହୁତ  ଉତ୍ସାହ  ଦେଖିବାକୁ ମିଳିଥିଲା l ଜିଲ୍ଲାପାଳ ଙ୍କ ଏଭଳି କାର୍ଯ୍ୟ ପ୍ରତି ସାରା ଜିଲ୍ଲାରେ ଚର୍ଚ୍ଚାର ବିଷୟ ହେଉଛି । ଏଭଳି ଆହୁରି ବିଦ୍ୟାଳୟ ମାନଙ୍କୁ ଯାଇ ଛାତ୍ରଛାତ୍ରୀ ମାନଙ୍କ ପାଠପଢ଼ା ଓ ଖାଦ୍ୟପେୟ ବିଷୟରେ ଦେଖାଶୁଣା କଲେ ବଲାଙ୍ଗିର ଜିଲ୍ଲାର ଛାତ୍ରଛାତ୍ରୀ ମାନେ ଉପକୃତ ହୁଅନ୍ତେ ବୋଲି

ଜନସାଧାରଣରେ ମତ ପ୍ରକାଶ ପାଉଛି।ତାଙ୍କ ପରିଦର୍ଶନ ସମୟରେ  ପାଟଣାଗଡ ଉପଜିଲ୍ଲାପାଳ ଡ଼.ବିଜୟାନନ୍ଦ ସେଠି, ଖପ୍ରାଖୋଲ ଅତିରିକ୍ତ ବିଡ଼ିଓ, ଖପ୍ରାଖୋଲ ତହସିଲଦାର ଆଦିତ୍ୟ ପ୍ରସାଦ ମିଶ୍ର, ଖପ୍ରାଖୋଲ ବ୍ଳକ ଇଞ୍ଜିନିୟର ସୌମ୍ୟ କିଶୋର ଜୟପୁରିଆ , ବଲାଙ୍ଗିର ଜିଲ୍ଲା ମଙ୍ଗଳ ଅଧିକାରୀ ଓ ସ୍କୁଲ ର  ଅଧ୍ୟକ୍ଷ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026

You Might Also Like