-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||     

HOME   ଜିଲ୍ଲା

ନେତ୍ରୋତ୍ସବ ଦିନ ମନ୍ଦିର ଛାତରୁ ସିମେଣ୍ଟ ଖସିଲା , ଅଳ୍ପକେ ବର୍ତ୍ତିଲେ ପୂଜକ, ବହୁ ପୁରାତନ ଜଗନ୍ନାଥ ମନ୍ଦିର ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ।

30-Jun-2022



(ଅନିଲ ତ୍ରିପାଠୀ)
ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ ବ୍ଲକ ଅନ୍ତର୍ଗତ କୁରସୁଡ ଗ୍ରାମରେ ଥିବା ପ୍ରାୟ  ଦେଢଶହ ବର୍ଷ ତଳେ ପ୍ରତିଷ୍ଠା ହୋଇଥିବା  ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମନ୍ଦିର ଏବେ ଜରାଜୀର୍ଣ୍ଣ। ପ୍ରତିଦିନ ଭଲି ବୁଧବାର ନେତ୍ରୋତ୍ସବ ଥିବାରୁ ମନ୍ଦିର ସକାଳୁ ଖୋଳି ପୁଜାପାଠ ଆରମ୍ଭ କରିବା ପାଇଁ ମନ୍ଦିର ପହଞ୍ଚି ଗେଟ ଖୋଲିଲା ମାତ୍ରେ ମନ୍ଦିର ଛାତରୁ ସିମେଣ୍ଟ ଖସି ପଡିଥିଲା । ତେବେ ପୁଜକ ମନ୍ଦିର ଭିତରକୁ ପଶି ନ ଥିବାରୁ ଅଳ୍ପକେ ବର୍ତ୍ତିଯାଇଥିଲେ । ହେଲେ ନେତ୍ରୋତ୍ସବ ଥିବାରୁ ଛାତରୁ ଖସି ପଡିଥିବା ସିମେଣ୍ଟ କୁ ସଫା ସୁତୁରା କରିବା ପରେ ନେତ୍ରୋତ୍ସବ ପାଇଁ ପୁଜାକାର୍ଯ୍ଯ ଆରମ୍ଭ ହୋଇଥିଲା। ପ୍ରକାଶ ଯୋଗ୍ଯ କୁରସୁଡ ଜଗନ୍ନାଥ ମନ୍ଦିର କୁ ପ୍ରାୟ ଦେଢଶହ ବର୍ଷ ତଳେ ସେ ସମୟର ଗୌନ୍ତିଆ ମାଧବ ସିଂଭୋଇ ପ୍ରଥମେ ତିଆରି କରାଇଥିଲେ। ସେ ସମୟରୁ କୁରସୁଡ ଗ୍ରାମରେ ଭଗବାନ ଶ୍ରୀ ଦଧିବାମନ, ଜଗନ୍ନାଥଙ୍କ ବେଶରେ ପୂଜା ପାଇ ଆସୁଛନ୍ତି। ସମୟ ସହିତ ମନ୍ଦିର ର ରୁପ ରେଖ ବି ବଦଳିଥିଲା ଦେଢଶହ ବର୍ଷ ଭିତରେ ମନ୍ଦିର କେତେ ଯେ ରୁପରେ ରୁପାନ୍ତରଣ ହୋଇଛି ।  ହେଲେ ବର୍ତ୍ତମାନ ସମୟରେ ମନ୍ଦିରର ଅବସ୍ଥା ଦିନକୁଦିନ ଜରାଜୀର୍ଣ୍ଣ ହୋଇ ପଡୁଥିବା ଦେଖି କୁରସୁଡ ମନ୍ଦିର ଟ୍ରଷ୍ଟ କମିଟି ଓ ଜନ ସାଧାରଣ ଅନେକ ଥର ପ୍ରଶାସନର ଦ୍ବାରସ୍ଥ ହୋଇଥିଲେ ହେଁ ପ୍ରଶାସନ ତରଫରୁ କୌଣସି ପଦକ୍ଷେପ ଗ୍ରହଣ କରା ନ ଯାଉଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି।  ଏବଂ ଦେଢଶହ ବର୍ଷ ତଳର ମୁକସାକ୍ଷୀ ହୋଇ ଛିଡା ହୋଇଥିବା ମନ୍ଦିର ଲୋକଙ୍କ ଆସ୍ଥା, ବିଶ୍ବାସ ଓ ଭାବାବେଗ ସହ ଜଡିତ ଥାଇ ମଧ୍ଯ ଜରାଜୀର୍ଣ୍ଣ ହୋଇପଡିବା ରାଜନୈତିକ ବ୍ୟକ୍ତିବିଶେଷ ଙ୍କ ଇଛାଶକ୍ତିର ଅଭାବ ଓ ପ୍ରଶାସନିକ କଳର ଢିଲାପଣ ଯୋଗୁଁ ମନ୍ଦିର ଜରାଜୀର୍ଣ୍ଣ ଅବସ୍ଥାକୁ ପହଞ୍ଚି ଯାଇଥିବା ରୁ ଉଭୟ ରାଜନୈତିକ ଓ ପ୍ରଶାସନିକ ସ୍ତରରୁ ଉଦ୍ୟମ ଆରମ୍ଭ କରି ମନ୍ଦିର ର ପୁନରୁଦ୍ଧାର ପାଇଁ ଆଗଭର ହେବା ପାଇଁ ମନ୍ଦିର ପୂଜକ ଫକୀର ମୋହନ ପାଢୀ ଓ ଅଜୟ କୁମାର ପାଢୀ ତଥା ମନ୍ଦିର କମିଟିର ଅଶୋକ ନାଏକ, ରଞ୍ଜନନାଏକ ,ମନୋଜ ପାଢୀ ପ୍ରମୁଖ ଙ୍କ ସହ ଗ୍ରାମବାସୀ ନିବେଦନ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026

You Might Also Like