-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||     

HOME   ଜିଲ୍ଲା

ସାମୂହିକ ଆଚାର୍ଯ୍ୟ କାର୍ଯ୍ୟଶାଳା ତ୍ରି-ଦିବସୀୟ ଉଦଯାପିତ

30-Jun-2022



ପଦ୍ମପୁର// ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁର ଠାରେ ସାମୂହିକ ଆଚାର୍ଯ୍ୟ କାର୍ଯ୍ୟଶାଳା ତ୍ରି-ଦିବସୀୟ -୨୦୨୨  ବରଗଡ଼ ବିଭାଗ ବିଦ୍ୟାମନ୍ଦିର ଓ ପଦ୍ମପୁର ସଂକୁଳ ଆଜି ମୁଖ୍ୟ ଅତିଥି ଭାବରେ ଶ୍ରୀଯୁକ୍ତ ଭକ୍ତ ଚରଣ ସାହୁ ( ବିଶ୍ୱ ହିନ୍ଦୁ ପରିଷଦ ପଶ୍ଚିମ ପ୍ରାନ୍ତ ସମ୍ପାଦକ)ଯୋଗଦେଇ ଉଦଯାପିତ ଘୋଷଣା କରି ଭାରତୀୟ ସଂସ୍କୃତି ଓ ସମାଜର ମଙ୍ଗଳ ଉପରେ ମାର୍ଗ ଦର୍ଶନ କରିଥିଲେ ।ଉକ୍ତ ସମାରୋପ  ଉତ୍ସବ ରେ ସଂକୁଳ ସଂଯୋଜକ ଶ୍ରୀଯୁକ୍ତ ଯୁବରାଜ ପଧାନ ଅତିଥି ପରିଚୟ ପ୍ରଦାନ ,ସ୍ୱାଗତ ଭାଷଣ ସହ କାର୍ଯ୍ୟଶାଳା ର ବୃତ୍ତ କଥନ କରିଥିଲେ ।  ସମ୍ମାନୀତ ଅତିଥି ଭାବରେ ବରଗଡ଼ ବିଭାଗ ନିରୀକ୍ଷକ ଶ୍ରୀଯୁକ୍ତ ବିଜନ କୁମାର ଜେନା ଯୋଗଦେଇ ସମୟାନୁବର୍ତ୍ତିତା , ପୂର୍ବ ପ୍ରସ୍ତୁତି ଉପରେ ଆଲୋକପାତ କରିଥିଲେ ।ପ୍ରାରମ୍ଭ ରେ ଦୀପ ପ୍ରଜ୍ୱଳନ ପରେ ଛାତ୍ରୀ ମାନଙ୍କ ଦ୍ୱାରା ସ୍ୱାଗତ ସଙ୍ଗୀତ ପରିବେଷଣ କରାଯାଇଥିଲା ।ଅନ୍ୟତମ ଅତିଥି ଭାବରେ ଶ୍ରୀ ଗଣେଶ୍ୱର ପାତ୍ର କାର୍ଯ୍ୟକର୍ତ୍ତା ଯୋଗଦାନ କରିଥିବା ବେଳେ ଶ୍ରୀଯୁକ୍ତ ଦ୍ୱାଦଶ କୁମାର ପଧାନ ସଭାପତି ତଥା ସଂକୁଳ ପ୍ରମୁଖ ଯୋଗଦେଇ ଆଚାର୍ଯ୍ୟ ଓ ରାଷ୍ଟ୍ର ନିର୍ମାଣ ଉପରେ ଆଲୋକପାତ କରିଥିଲେ ।ବରଗଡ଼ ବିଭାଗ ବିଦ୍ୟାମନ୍ଦିର ଓ ପଦ୍ମପୁର ସଂକୁଳ ରୁ  ୨୦୦ ଜଣ ଗୁରୁଜୀ ଗୁରୁମା ପ୍ରଶିକ୍ଷଣ କାର୍ଯ୍ୟକ୍ରମ ରେ  ଯୋଗଦେଇ ଶିଶୁ ମାନଙ୍କ ଉନ୍ନତି ପାଇଁ ନିଜ ର ଦକ୍ଷତା ର ବିକାଶ କରିଥିଲେ ।ଶେଷରେ ଚୈତନ୍ୟ ଭୋଇ ଗୁରୁଜୀ ଧନ୍ୟବାଦ ଅର୍ପଣ କରିଥିଲେ ।ସମସ୍ତ ଙ୍କସହଯୋଗ ର କାର୍ଯ୍ୟକ୍ରମ ଟି ସଫଳ ହୋଇଥିଲା ।

(ନରହରି ବଗର୍ତ୍ତୀଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026

You Might Also Like