-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||     

HOME   ଜିଲ୍ଲା

୯ଦଫା ଦାବିନେଇ ଆଞ୍ଚଳିକ କୃଷି ଗବେଷଣା କେନ୍ଦ୍ର (ଆରଆରଟିଟିଏସ) ରେ ଶ୍ରମିକଙ୍କ ଧାରଣା

24-Nov-2020



ସମ୍ବଲପୁର,(ସଞ୍ଜିବ ପାଣିଗ୍ରାହୀ ଙ୍କ ରିପୋର୍ଟ): ଓଡିଶା ବୈଷୟିକ କୃଷି ବୈଷୟିକ ବିଶ୍ବବିଦ୍ୟାଳୟ (ଓୟୁଏଟି) ଅଧିନସ୍ଥ ଚିପିଲିମା ଆଞ୍ଚଳିକ କୃଷି ଗବେଷଣା କେନ୍ଦ୍ର (ଆରଆରଟିଟିଏସ୍)ରେ ଡିଏଲଆର,ଏନଏମଆର,କାଜୁଆଲ ମିଶି ପାଖାପାଖି ଶହେଜଣ ପୁରୁଷ ମହିଳା ଶ୍ରମିକ କାର୍ଯ୍ୟରତ ଥିବାବେଳେ, ସେମାନେ ବିଭିନ୍ନ ସମସ୍ୟା ମଧ୍ୟରେ ଗତି କରୁଛନ୍ତି।ଏନେଇ ଦୀର୍ଘଦିନ ହେଲା ସେମାନେ ଏଠାରେ କାର୍ଯ୍ୟରତ ଥିଲେ ହେଁ ବିଭାଗୀୟ କର୍ତ୍ତୃପକ୍ଷଙ୍କ ଉଦାସୀନତା ଯୋଗୁଁ ସେମାନେ ଆଇନଗତ ଅଧିକାର ଯଥା ଇପିଏଫ୍, ଇଏସଆଇ,ସାପ୍ତାହିକ ଛୁଟି, ଚାକିରୀରେ ସ୍ଥାୟୀତ୍ବ,ମଜୁରୀ ବୃଦ୍ଧି, ଗ୍ରାଚ୍ୟୁଟି ଭଳି ସେବାରୁ ବଞ୍ଚିତ ରହିଛନ୍ତି। ଏନେଇ ଶ୍ରମିକମାନଙ୍କ ମନରେ ଅଶାନ୍ତି ଦେଖାଦେଇଥିବାବେଳେ,ଅନେକ ଥର ଆନ୍ଦୋଳନ କରିଆସିଛନ୍ତି।ହେଲେ ଉଚ୍ଚ କର୍ତ୍ତୃପକ୍ଷଙ୍କଠାରୁ ମିଳିଆସିଛି କେବଳ  ପ୍ରତିଶୃତି, ପ୍ରତାରଣା ଏବଂ ପ୍ରବଞ୍ଛନା।ଏନେଇ ଶ୍ରମିକମାନଙ୍କ ପୁଞ୍ଜିଭୂତ ଅଶାନ୍ତିକୁ ପୁଣି ଆଜିଠୁ ଓୟୁଏଟି କର୍ମଚାରୀ ସଂଗଠନ ପକ୍ଷରୁ ଶ୍ରମିକମାନେ ପୁଣି ୯ଦଫା ଦାବିନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି।୯ଦଫା ଦାବି ମଧ୍ୟରେ ଓୟୁଏଟି ଅଧିନରେ ଦୀର୍ଘବର୍ଷରୁ କାର୍ଯ୍ୟକରିଆସୁଥିବା କର୍ମଚାରୀ ତଥା ଶ୍ରମିକମାନଙ୍କୁ ଯୋଗ୍ୟତା ଅନୁଯାୟୀ ସେମାନଙ୍କୁ ଖାଲିପଡିଥିବା ଗୃଫ୍ ଡିରେ ନିଯୁକ୍ତି ଦେଇ ନିୟମିତ କରିବା,ସୁପ୍ରିମ କୋର୍ଟ ନିର୍ଦ୍ଧେଶ ଅନୁଯାୟୀ ସମାନ କାମକୁ ସମାନ ଦରମା ଦିଆଯିବା,ବିନା ନୋଟିସରେ କାର୍ଯ୍ୟରୁ ଅନ୍ତର କରା ନ ଯିବା,ମାସକୁ ୨୬ ଦିନର କାମ ସୁନିଶ୍ଚିତ କରିବା,ନିୟମିତ ବେତନ ଦିଆଯିବା,ସରକାରୀ ଛୁଟିସହ ଇଏଲ ଦିଆଯିବା,ସମସ୍ତ ଶ୍ରମିକ କର୍ମଚାରୀଙ୍କୁ ଇପିଏଫ୍ ଇଏସଆଇ ଯୋଜନାରେ ଅନ୍ତର୍ଭୁକ୍ତ କରାଯିବା,ମହିଳାମାନଙ୍କୁ ପ୍ରସୂତୀକାଳୀନ ଛୁଟି ଦିଆଯିବା,କରୋନା ଲକଡାଉନ ସମୟର ସମସ୍ତ ବକେୟା ମଜୁରୀ ତୁରନ୍ତ ପ୍ରଦାନ କରିବା ଭଳି ଦାବି ରହିଛି।ଏନେଇ ସେମାନେ ଆଜି ଏଡିଆର କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରି ଶାନ୍ତିପୂର୍ଣ୍ଣ ଧାରଣାରେ ବସିଛନ୍ତି।ଦାବି ପୁରଣ ନ ହେବାଯାଏ ଏହି ଆନ୍ଦୋଳନ ଜାରିରହିବ ବୋଲି ଶ୍ରମିକ ନେତା ରାଜ୍ୟ ଉପସଭାପତି କିଶୋର ଜେନା ତଥା ଶ୍ରମିକମାନେ କହିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026

You Might Also Like