-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||     

HOME   ଜିଲ୍ଲା

ଏବିଇଓଙ୍କ ସମେତ ଦୁଇ ଜଣ ଶିକ୍ଷକଙ୍କୁ ଅବଶରକାଳୀନ ବିଦାୟ ସମ୍ବର୍ଦ୍ଧନା

30-Jun-2022



ଉଲୁଣ୍ଡା(ଗୌରଚନ୍ଦ୍ର ପରିଛା) ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ପିପଲକଟା ପ୍ରାଥମିକ ବିଦ୍ୟାଲୟ ଠାରେ ଅତିରିକ୍ତ ଗୋଷ୍ଠିଶିକ୍ଷାଧିକାରୀ ସନ୍ତୋଷ ରଥଙ୍କୁ ଅବଶରକାଲୀନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି । ଆୟୋଜିତ ସମ୍ବର୍ଦ୍ଧନା ସଭାରେ ଗୋଷ୍ଠିଶିକ୍ଷାଧିକାରୀ ରାଜେନ୍ଦ୍ର ମିଶ୍ର ମୁଖ୍ୟ ଅତିଥି ଭାବରେ ଯୋଗଦେଇ ବକ୍ତବ୍ୟ ରଖିଥିଲେ । ସମ୍ମାନୀତ ଅତିଥି ବାବରେ ଏବିଇଓ ମୁକେଶ ଭୋଇ ଓ ମାର୍କଣ୍ଡେଶ୍ୱର ମିଶ୍ର ଯୋଗଦେଇ ଶ୍ରୀଯୁକ୍ତ ରଥଙ୍କ ନିରାମୟ ଜୀବନ କାମନା କରିଥିଲେ । ପରେ ଶ୍ରୀଯୁକ୍ତ ରଥଙ୍କୁ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ବିଦ୍ୟାଲୟର ପ୍ରଧାନ ଶିକ୍ଷକ ଭୂବନେଶ୍ୱର କର୍ଣ୍ଣ ସଭାପରିଚଲନା କରିଥିବା ବେଳେ ସିଆରସିସି ଅଜତ୍ନ ଦାସ ଧନ୍ୟବାଦ ଦେଇଥିଲେ । ଏହି ଅବଶରରେ ବିଦ୍ୟାଳୟ ପରିଶରରେ ବୃକ୍ଷରୋପଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବିଦ୍ୟାଲୟର ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ, ସିଆରସିସି ମାନେ ସହଯୋଗ କରିଥିଲେ । ସେହିପରି ସିଣ୍ଢୋଲ ହାଇସ୍କୁଲର ପ୍ରଧାନ ଶିକ୍ଷକ ବିରେନ୍ଦ୍ର ପର୍ଡଆ ଓ ସହକାରୀ ଶିକ୍ଷକ ସୁଧିର ମୋହନ ଦାସଙ୍କୁ ଅବଶର କାଲୀନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି । ଭରାପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରେମ ସାଗର ବେହେରାଙ୍କ ସଭାପତିତ୍ୱରେ    ଆୟୋଜିତ ସମ୍ବର୍ଦ୍ଧନା ସଭାରେ ସ୍ଥାନୀୟ ସରପଂଚ ପ୍ରଦୀପ ଦେହେରୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିଲେ । ବକ୍ତା ଭାବରେ

ଶିକ୍ଷାବିତ ଛନ୍ଦା ଚରଣ ଦାସ ଯୋଗଦେଇ ବକ୍ତବ୍ୟ ରଖିଥିଲେ । ସମ୍ମାନୀତ ଅତିଥି ଭାବରେ ସମିତିସଭ୍ୟ ହୃଦାନନ୍ଦ ମେହେର ଓ ପୁର୍ବତନ ଶିକ୍ଷକ ଆନନ୍ଦ କୁମାର ପୁରୋହିତ ମଂଚାସୀନ ହୋଇଥିଲେ । ଏହି ଅବଶରରେ ଉଭୟ ଶିକ୍ଷକ ନିଜର କାର୍ଯ୍ୟକାଲର ଅନୁଭୁତିକୁ ବର୍ଣ୍ଣନା କରିବା ସହ ଛାତ୍ରଛାତ୍ରୀ ତଥା ଅନୁଷ୍ଠାନର ଉନ୍ନତି କାମନା କରିଥିଲେ । ପରେ ଉଭୟ ଶିକ୍ଷକଙ୍କୁ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରଯାଇଥିଲା । ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ ଏବଂ ଛାତ୍ରଛାତ୍ରୀ ମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026

You Might Also Like