-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||     

HOME   ଜିଲ୍ଲା

ସାମ୍ବାଦିକଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ଜ଼ିଲ୍ଲାପାଳଙ୍କ ସହ ଆଲୋଚନା

30-Jun-2022



ସମ୍ବଲପୁର(ସଞ୍ଜୀବ କୁମାର ପାଣିଗ୍ରାହୀ): ଜ଼ିଲ୍ଲାରେ କର୍ତ୍ତବ୍ୟରତ ସାମ୍ବାଦିକଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ନୂତନ ଭାବେ ଯୋଗଦାନ କରିଥିବା ଜ଼ିଲ୍ଲାପାଳ ଅନନ୍ୟା ଦାସ (ଆଇଏଏସ) ଙ୍କ ସହ ଗୁରୁବାର ସାମ୍ବାଦିକ ମାନେ ସାକ୍ଷାତ ଆଲୋଚନା କରିଥିଲେ I ଓଡିଶା ସାମ୍ବାଦିକ ସଂଘ (ଓଜେୟୁ) ସମ୍ବଲପୁର ଜ଼ିଲ୍ଲା ଶାଖାର ଉପ ସଭାପତି ସୁକାନ୍ତ କରଙ୍କ ନେତୃତ୍ୱରେ ସାମ୍ବାଦିକମାନେ ଜ଼ିଲ୍ଲାପାଳ ଅନନ୍ୟା ଦାସଙ୍କୁ ପୁଷ୍ପ ଗୁଚ୍ଛ ପ୍ରଦାନ ପୁର୍ବକ ସ୍ୱାଗତ କରିଥିଲେ I ଏହା ସହିତ ପୂର୍ବରୁ ଜ଼ିଲ୍ଲାପାଳଙ୍କ ଜରିଆରେ ରାଜ୍ୟ ସରକାରଙ୍କ ଠାରେ ଦାବି କରାଯାଇଥିବା ଗୋପବନ୍ଧୁ କାର୍ଯ୍ୟରତ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ରାଶିକୁ ୨ ଲକ୍ଷ ରୁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି କରିବା, ଆଗାମୀ ବିଧାନସଭା ଅଧିବେଶନରେ ସାମ୍ବାଦିକ ମାନଙ୍କ ସକାଶେ "ସାମ୍ବାଦିକ ସୁରକ୍ଷା ଆଇନ " ବିଲ ଆଗତ କରିବା, କର୍ତ୍ତବ୍ୟରତ ସାମ୍ବାଦିକଙ୍କୁ ଆକ୍ରମଣ  ପାଇଁ କଠୋର ଦଣ୍ଡ ବିଧାନ ଆଇନ ପ୍ରଣୟନ କରିବା, ୬୦ ବର୍ଷରୁ ଉର୍ଦ୍ଧ ସାମ୍ବାଦିକଙ୍କୁ ରାଜ୍ୟ ସରକାର ପେନସନ୍ ବୀମା ଭୁକ୍ତ କରିବା, ଏକ୍ରିଡ଼ିଏସନ୍ ନିୟମ ପରିବର୍ତ୍ତନ କରିବା, ଯାତାୟତ ସମୟରେ ରିହାତି ଦେବା ସହ ଟୋଲଟେସ୍କ ଛାଡ଼ କରିବା , ରାଜ୍ୟରେ କାର୍ଯ୍ୟରତ ସାମ୍ବାଦିକଙ୍କ ଏକ ପୂର୍ଣ୍ଣାଙ୍ଗ ତାଲିକା ସଂଗ୍ରହ ପୂର୍ବକ ରାଜ୍ୟ ଗେଜେଟରେ ପ୍ରକାଶ କରିବା, ସାମ୍ବାଦିକ ଆବାସ ଯୋଜନା ପ୍ରଣୟନ କରିବା, ସାମ୍ବାଦିକଙ୍କ ସକାଶେ ଉଦ୍ଧିଷ୍ଟ ବ୍ୟାଙ୍କ ଋଣକୁ ସରଳୀକରଣ କରିବା, ସମ୍ବେଦନଶୀଳ ଘଟଣା ଅନୁସନ୍ଧାନ (ମାଓପ୍ରବଣ, ବନ୍ୟା, ବାତ୍ୟା, ଦଙ୍ଗା)  ଆଦି ଘଟଣା ସମ୍ପର୍କରେ ଖବର ସଂଗ୍ରହ ସମୟରେ ସାମ୍ବାଦିକଙ୍କ ଭୂମିକା ନେଇ ଏକ ଆଦର୍ଶ ମାର୍ଗଦର୍ଶିକା (ଏସ. ଓ. ପି) ଜାରୀ କରିବା ସହିତ ପର୍ଯ୍ୟାୟକ୍ରମେ ପ୍ରଶିକ୍ଷଣ ପ୍ରଦାନ କରିବା ଆଦି ଦାବି ଗୁଡିକ ସମ୍ପର୍କରେ ଜ଼ିଲ୍ଲାପାଳଙ୍କୁ ଅବଗତ କରାଇଥିଲେ I ଏହାପରେ ଜ଼ିଲ୍ଲାପାଳ ଶ୍ରୀମତି ଦାସ ସାମ୍ବାଦିକ ସଂଘର ବିଗତ ବର୍ଷ ଗୁଡିକର ସଂକ୍ଷିପ୍ତ ବିବରଣୀ  ଶୁଣି ଖୁସି ବ୍ୟକ୍ତ କରିଥିଲେ I ଜ଼ିଲ୍ଲାପାଳଙ୍କ ସହିତ ଆଜିକାର ଏହି ସାକ୍ଷାତ ଆଲୋଚନା ସମୟରେ ସଂଘର ସାଧାରଣ ସମ୍ପାଦକ ସରୋଜ ସାହୁ, ବିରାଜ ମିଶ୍ର, ସତ୍ୟଜିତ ମହାପାତ୍ର, ହରି ଶଙ୍କର ମିଶ୍ର,ଚୈତନ୍ୟ ନାୟକ, ସାଧବ ପ୍ରଧାନ, ସୁବ୍ରତ ପାଢ଼ୀ, ପ୍ରାସିଶ ପଣ୍ଡା, ନର୍ସିଙ୍ଗ ବଗର୍ତ୍ତୀ, ସଞ୍ଜିବ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026

You Might Also Like