-+91-9937148622 |
prerana_bgr@rediffmail.com |
Friday 14th August 2026 |
R.N.I. Regd No. ODIODI/2010/46693
Breaking News
01-Jul-2022
ବୀରମହାରାଜପୁର, (ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଟିଠିପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ସ୍ବାଧୀନ ଦାସଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ପ୍ରଧାନ ଶିକ୍ଷକ ଗିରୀଶ ତ୍ରୀପାଠୀ ଙ୍କ ପୈାରହିତ୍ୟରେ ଅନୁଷ୍ଠିତ ସଭାରେ ଉଫୁଲା ସରପଞ୍ଚ ଶ୍ରୀୟା କର୍ମୀ ମୁଖ୍ୟ ଅତିଥି, ସାମାଜିକ କର୍ମୀ ମୀନକେତନ ମହାକୁର ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଶିକ୍ଷକ ମୋହନ ଜଗଦଲା,ମାନସ ସାହୁ,ଓ ସମସ୍ତ ଛାତ୍ରଛାତ୍ରୀ ଉପସ୍ଥିତ ରହିଥିଲେ।