-+91-9937148622 |

prerana_bgr@rediffmail.com |

  Tuesday 28th April 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   (28-Apr-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ    (28-Apr-2026)       ||      *ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   (28-Apr-2026)       ||      ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      (28-Apr-2026)       ||      ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   (28-Apr-2026)       ||      Qwert   (28-Apr-2026)       ||      Jk   (28-Apr-2026)       ||      କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼    (28-Apr-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   (28-Apr-2026)       ||      *ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   (28-Apr-2026)       ||      ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   (28-Apr-2026)       ||      ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (28-Apr-2026)       ||      ସିଲ୍ ହେଲା ବେଆଇନ ବାଲି ଘାଟ   (28-Apr-2026)       ||      ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   (28-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   (28-Apr-2026)       ||      ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   (27-Apr-2026)       ||      ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ    (27-Apr-2026)       ||      ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   (27-Apr-2026)       ||      ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ    (27-Apr-2026)       ||      ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି    (27-Apr-2026)       ||     

HOME   ଜିଲ୍ଲା

ବୀରମହାରାଜପୁରରେ  ରାଜସ୍ଥାନ ହତ୍ୟା କାଣ୍ଡର ପ୍ରତିବାଦ

01-Jul-2022



ବୀରମହାରାଜପୁର,( ବିନୋଦ ପାଣ୍ଡେ): ରାଜସ୍ଥାନରରେ କହ୍ନେଇଲାଲଙ୍କ ହତ୍ୟା ଘଟଣାର ପ୍ରତିବାଦରେ ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବଜରଙ୍ଗ ଦଳ ପକ୍ଷରୁ ବୀରମହାରାଜପୁର ମୁଖ୍ୟ ଛକରେ ପ୍ରତିବାଦ ଶୋଭାଯାତ୍ରା ଓ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ବୀରମହାରାଜପୁର ବଜରଙ୍ଗ ଦଳର କର୍ମୀ ମାନେ ସ୍ଥାନୀୟ ଜଗନ୍ନାଥ ମନ୍ଦିରରୁ ଏକ ବିଶାଳ ଶୋଭାଯାତ୍ରା ବାହାରି ମୁଖ୍ୟ ଛକ ରେ ପହଞ୍ଚିବା ଥିଲା। ସେଠାରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ସଂପୃକ୍ତ ଦୁଇ ଅଭିଯୁକ୍ତ ଙ୍କୁ ଫାଶୀ ଦଣ୍ଡାଦେଶ ସହ କୁଶପୁତ୍ତଳିକା ଦାହ କରିଥିଲେ । ବଜରଙ୍ଗ ଦଳର ବିଭିନ୍ନ କର୍ମକର୍ତ୍ତା ଅଂଶଗ୍ରହଣ କରିଥିବି ବେଳେ ହରି ବେହେରା, ଅଂଶୁମାନ ପଣ୍ଡା,ଓ ଅନିବେଶ ହୋତା, ପ୍ରମୁଖ ଏହାର ନେତୃତ୍ୱ ନେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   28-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ   28-Apr-2026
  ଜିଲ୍ଲା  
*ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   28-Apr-2026
  ଜିଲ୍ଲା  
ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      28-Apr-2026
  ଜିଲ୍ଲା  
ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   28-Apr-2026
Qwert   28-Apr-2026
Jk   28-Apr-2026
  ଜିଲ୍ଲା  
କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼   28-Apr-2026
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   28-Apr-2026
  ଜିଲ୍ଲା  
*ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   28-Apr-2026
  ଜିଲ୍ଲା  
ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   28-Apr-2026
  ଜିଲ୍ଲା  
ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   28-Apr-2026

You Might Also Like

                   
  ଜିଲ୍ଲା  

Qwert

   
  ଜିଲ୍ଲା  

Jk