-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||     

HOME   ଜିଲ୍ଲା

ଅଘରିଆ ସମାଜର ମୁଖପତ୍ର ‘ଅଘରିଆ ଜ୍ୟୋତି’  ର ବିଂଶ ସଂଖ୍ୟା ଉନ୍ମୋଚିତ

01-Jul-2022



ବଲାଙ୍ଗିର (ପ୍ରେରଣା ଖବର)- ସ୍ଥାନୀୟ ଅଘରିଆ ପଡା ସ୍ଥିତ ଜଗନ୍ନାଥ ମନ୍ଦିରରେ ପବିତ୍ର ରଥଯାତ୍ରା ଅବସରରେ ୮୪ ଘର ଅଘରିଆ ସମାଜର ବାର୍ଷିକ ମୁଖପତ୍ର ‘ଅଘରିଆ ଜ୍ୟୋତି’ ବିଂଶ ସଂଖ୍ୟା  ଉନ୍ମୋଚିତ ହୋଇଯାଇଛି । ପ୍ରଥମେ ଜାତିର ମୂଳପୀଠ ଓ ଜାତିର ଦେବତା ଜଗନ୍ନାଥଙ୍କ ଠାରେ ପୂଜାର୍ଚ୍ଚନା ପରେ ପୁସ୍ତକ ଟିକୁ ପ୍ରଭୁଙ୍କ ଶ୍ରୀଚରଣରେ ଭକ୍ତି ନୈବେଦ୍ୟ ସ୍ୱରୂପ ସମର୍ପଣ କରାଯାଇଥିଲା । ଉନ୍ମୋଚନ ଉତ୍ସବରେ ଜିଲ୍ଲା ଅଘରିଆ ସମାଜର ସଭାପତି ହରିଶଙ୍କର ସାଏ, ମୁଖ୍ୟ ସମ୍ପାଦକ ରାମଚନ୍ଦ୍ର ପଟେଲ ପୂଜାର୍ଚ୍ଚନା ତଥା ପୁଷ୍ପାଞ୍ଜଳି ଦେଇଥିଲେ । ସଂପାଦନା ମଣ୍ଡଳୀର ସଭ୍ୟ ଦିଗାମ୍ବର ନାଏକ, ସନ୍ତୋଷ ରାଉତ, ସୁରଥ ନାଏକ, ଭବାନୀ ଶଙ୍କର ପଟେଲ, ହରେକୃଷ୍ଣ ପଟେଲ ଙ୍କ ସମେତ ଜିଲ୍ଲା କାର୍ଯ୍ୟକାରିଣୀର ସଭାପତି ହରିଶଙ୍କର ପଟେଲ, ଉପ-ସଭାପତି ଷଢାନନ ରାଉତ, ମଣ୍ଡଳ ସଭାପତି ଦ୍ୱାରିକାନାଥ ପଟେଲ, ଜଗବନ୍ଧୁ

ପଟେଲ, ଦୁଷ୍ମନ୍ତ ପଟେଲ, ଗୁଡି ସଭାପତି ବୃନ୍ଦାବନ ନାଏକ, ଧୋବାଇ ଚରଣ ପଟେଲ, ଦାମୋଦର ପଟେଲ, ଉଦୟନାଥ ପଟେଲ, ମନୋରଞ୍ଜନ ସାଏ, ଗୋବିନ୍ଦ ପଟେଲ, ଯୋଗେଶ୍ୱର ନାଏକ, ଉତ୍ତମ ପଟେଲ, ଚୈତନ୍ୟ ପଟେଲ, ମଣ୍ଡଳ ସଭାପତି ମକୁନ୍ଦ ପଟେଲ, ଜୟଚନ୍ଦ୍ର ପଟେଲ, ଅଖୀଳ ଭାରତୀୟ ଅଘରିଆ ସମାଜ ଓଡିଶା ପ୍ରାନ୍ତର ଉପସଭାପତି ଦୀନବନ୍ଧୁ ନାଏକ, ଆଂଚଳିକ କମିଟୀ ବଲାଙ୍ଗିର ର ଉପସଭାପତି ଶଶି ଭୂଷଣ ସାଏ, ନିର୍ବାଚନ ଅଧିକାରୀ ନିଳମଣୀ ପଟେଲ ପ୍ରମୁଖ ଉନ୍ମୋଚନ ତଥା ସମର୍ପଣ ଉତ୍ସବରେ ଉପସ୍ଥିତ ଥିଲେ । 

ା 


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026

You Might Also Like