-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||     

HOME   ଜିଲ୍ଲା

ପବିତ୍ର ରଥଯାତ୍ରା ଅବସରରେ ଜଗତସିଂହପୁର ପ୍ରଧାନ ଡାକଘରେ ଜାରିହେଲା ବିଶେଷ ରଦ୍ଦକରଣ ଷ୍ଟାମ୍ପ

01-Jul-2022



ଜଗତସିଂହପୁର (ପ୍ରେରଣା ଖବର) ପବିତ୍ର ରଥଯାତ୍ରା ଅବସରରେ କଟକ ଦକ୍ଷିଣ ଡାକମଣ୍ଡଳର ଅଧୀନରେ ଥିବା ୨ଟି ପ୍ରଧାନ ଡାକଘରେ ଏକ "ବିଶେଷ ରଦ୍ଦକରଣ ଷ୍ଟାମ୍ପ" ଉନ୍ମୋଚନ ହୋଇଯାଇଛି। ଏଥି ମଧ୍ୟରୁ ଜଗତସିଂହପୁର ପ୍ରଧାନ ଡାକଘର ପକ୍ଷ୍ୟରୁ ପ୍ରଧାନ ଡାକପାଳ ଶ୍ରୀଯୁକ୍ତ ରଞ୍ଜନ କୁମାର ସାହୁଙ୍କ ଅଧକ୍ଷ୍ୟତାରେ ଏକ "ବିଶେଷ ରଦ୍ଦକରଣ ଷ୍ଟାମ୍ପ" ଫିଲାଟେଲିଷ୍ଟ ଶ୍ରୀଯୁକ୍ତ ହିମାଂଶୁ ଶେଖର ଦାସ ଓ ଜଗତସିଂହପୁରର ଜଣେ ଜଣାଶୁଣା ବିଶିଷ୍ଟ ବ୍ୟବସାୟୀ ଶ୍ରୀଯୁକ୍ତ ନିର୍ମଳ ଖୁଣ୍ଟିଆ ଙ୍କ ଉପସ୍ଥିତିରେ ଉନ୍ମୋଚନ ହୋଇଯାଇଛି । ଏହି ଅବସରରେ ଡାକପାଳଙ୍କ ସହିତ ଓମ ପ୍ରକାଶ,ସୁରେଶ କୁମାର ସ୍ୱାଇଁ,ସୁଶାନ୍ତ ପାଢ଼ୀ, ଶୁଭନାରାୟଣ ସ୍ୱାଇଁ, ମହେଶ ମଲ୍ଲିକ, ଜ୍ୟୋତି ରଞ୍ଜନ ସେନାପତି, ଶୁଭମ ତ୍ୟାଗୀ, ଶରତ କୁମାର ଏବଂ ଦେବାଶିଷ ସାହୁ ପ୍ରମୁଖ ଡାକ-କର୍ମଚାରୀ ମାନେ ଉପସ୍ଥିତ ଥିଲେ ।ଏଥି ସହ କଟକ ଦକ୍ଷିଣ ଡାକମଣ୍ଡଳ ଅଧୀନରେ ଥିବା ୨ ଟି ପ୍ରଧାନ ଡାକଘରେ(ଜଗତସିଂହପୁର ଓ ଆଠଗଡ ପ୍ରଧାନ ଡାକଘର) ବୁକ ହୋଇଥିବା ସମସ୍ତ ଚିଠି ଗୁଡିକରେ ଉଭୟରେ ଓଡ଼ିଆ,ହିନ୍ଦୀ ଏବଂ ଇଂରାଜୀ ଭାଷାରେ "ପବିତ୍ର ରଥଯାତ୍ରା-୨୦୨୨(JAGANNATH SWAMI NAYAN PATHA GAMI BHAVA TUME)ଓ ତିନି ଠାକୁରଙ୍କ ରଥ" ମାନଙ୍କର କାଳିର ଏକ ଚିତ୍ରିତ ରୂପାଙ୍କନ ଛାପ ରୂପେ ଏହି ବିଶେଷ ରଦ୍ଦକରଣ ଷ୍ଟାମ୍ପ ବ୍ୟବହାର କରାଯାଇଛି । ଏହି ବିଶ୍ଵପ୍ରସିଦ୍ଧ ପବିତ୍ର ରଥଯାତ୍ରା ର ମହତ୍ତ୍ୱ ପ୍ରତିପାଦନ ସହିତ

ଓଡିଶାର ଜଗନ୍ନାଥ ସଂସ୍କୃତି ବଜାୟରଖିବା ନିମିତ୍ତ ଭାରତୀୟ ଡାକ ବିଭାଗ ତରଫରୁ ଓଡିଶାରେ ଥିବା ୩୫ଟି ପ୍ରଧାନ ଡାକଘର ମାଧ୍ୟମରେ ଏହି ରେଖା ଚିତ୍ରିତ ଏକ ବିଶେଷ ରଦ୍ଦକରଣ ଷ୍ଟାମ୍ପ ବ୍ୟବହାର କରାଯାଇଛି  । ଏହା ଏକ ପ୍ରକାର ସର୍ବ ବୃହତ ଏକକାଳୀନ ଡାକଟିକଟ ସଂଗ୍ରହ ସ୍ମୃତିଚାରଣ ମଧ୍ୟରେ ପରିଗଣିତ ହେବାକୁ ଯାଉଛି । ଡାକଟିକେଟ ଲଗାଇ ଏହାର ପୁନଃବ୍ୟବହାର ରୋକାଯିବାକୁ ରଦ୍ଦକରଣ କୁହାଯାଇଥାଏ । ଏହା ଡାକଟିକେଟ ସଂଗ୍ରହ ଏବଂ ଅଧ୍ୟୟନ ବା ଫିଲାଟେଲିକ ଷ୍ଟଡିଜର ଏକ ବିଷୟ ବସ୍ତୁ ଅଟେ । ଓଡିଶା ସତର୍କତାର ସହ ଲକଡାଉନ ରୁ ବାହାରକୁ ଆସିଥିବାରୁ ଓଡିଶା ଡାକ ପରିମଣ୍ଡଳ ଏହି ବିଶେଷ ରଦ୍ଦକରଣର ଏକ ଦିନ ନିମିତ୍ତ ପ୍ରଚଳନ ଏକ ବିଶାଳ ଡାକ ସ୍ମୃତି ସ୍ୱରୂପ ଡାକଟିକେଟ ସଂଗ୍ରହ କ୍ଷେତ୍ରରେ ସୁଯୋଗର ସମ୍ଭାର ନେଇ ଆସିବା ସହିତ ଦେଶ ତଥା ଓଡ଼ିଶାରେ ଫିଲାଟେଲିକ କାର୍ଯ୍ୟକଳାପକୁ ଅଗ୍ରଗତି ଦିଗରେ ଆଗେଇ ନେବ ବୋଲି କଟକ ଦକ୍ଷିଣ ଡାକମଣ୍ଡଳର ଡାକ ଅଧିକ୍ଷକ ଶ୍ରୀଯୁକ୍ତ ଗଜେନ୍ଦ୍ର ପ୍ରସାଦ କର କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026

You Might Also Like