-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||     

HOME   ଜିଲ୍ଲା

ଟିଠିପାଲିରେ ଅମୃତ ସରବୋର କାର୍ଯ୍ୟ ପାଇଁ ଶୁଭାରମ୍ଭ

01-Jul-2022



ବୀରମହାରାଜପୁର , (ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକର ଉଫୁଲା ଗ୍ରାମପଂଚାୟତରେ ଆଜି ସରକାରଙ୍କ ମନରେଗା ଯୋଜନାରେ ଗ୍ରାମବାସିଙ୍କ ପାନିୟ ଜଳ ସମସ୍ୟା ଦୁରକରିବା ଉଦ୍ଦେଶ୍ୟରେ ଅମୃତ ସୋରବର ପାଇଁ ଶୁଭ ଦିଆଯାଇଥିବା ଜଣାଯାଇଛି । ଆଜି ବ୍ଲକର ଉଫୁଲା ଗ୍ରାମ ପଞ୍ଚୟତର ଟିଠୀପଳି ଗ୍ରାମର ନୁଆମୁଣ୍ଡା ଅମୃତ ସରବୋର ପ୍ରକଳ୍ପ ର ଶିଳାନ୍ୟାସ ବାବା ବନବାସ ଦାସ ଜି ଙ୍କ ଦ୍ଵାରା ଅନୁଷ୍ଟିତ ହୋଇଯାଇଛି I ଏହି ଅବସରରେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଅଧିକାରୀ ମୋନଜ୍ ମିଶ୍ର, ଗୋଷ୍ଟି ଉନ୍ନୟନ ଅଧିକାରୀ ମୋତିଲାଲ ସୁଲିଆ, ସହକାରୀ ନିର୍ବାହୀ ଯନ୍ତ୍ରୀ ବିନିତ୍ ଲାକ୍ରା, ଅତିରିକ୍ତ ପୋଗ୍ରାମ୍ ଅଧିକାରୀ ସମ୍ବିତ୍ ମହାକୁର, ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ ଗୌରଚନ୍ଦ୍ର ସାହୁ, ବ୍ଲକ ଅଧ୍ୟକ୍ଷା ଶାନ୍ତି ଲୁହା, ଉପାଧ୍ୟକ୍ଷ ତଥା ଉଫୁଲା ସମିତି ସଭ୍ୟ ନାରାୟଣ ଲୁହା, ସରପଞ୍ଚ ଶ୍ରୀୟା କର୍ମୀ,ନାୟକ ସରପଞ୍ଚ କମଳିନୀ ମହାପାତ୍ର, ସମସ୍ତ ୱାର୍ଡ ସଭ୍ୟ ସଭ୍ୟା ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026

You Might Also Like