-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||     

HOME   ଜିଲ୍ଲା

ନିଆରା  ପ୍ରୟାସ ବୃକ୍ଷ ରୋପଣ କରି ଗୋପବନ୍ଧୁ ଙ୍କୁ ଶ୍ରଦ୍ଧାଞ୍ଜଳୀ  ଜଣାଇଲେ ଶିକ୍ଷୟିତ୍ରୀ

01-Jul-2022



ବରଗଡ:- ଉତ୍କଳମଣୀ ଗୋପବନ୍ଧୁ ଦାସ ଙ୍କ ୯୪ ତମ ଶ୍ରାଦ୍ଧ ବାର୍ଷିକୀ ଅବସରରେ ଓଡ଼ିଶାର  ପୁରପଲ୍ଲୀରେ ତାଙ୍କର ସେବା ଓ ସେବକ   ସପ୍ତାହ ପାଳନ କରାଯାଉଛି।ଅନେକ  ସ୍ଥାନରେ ତାଙ୍କ ତ୍ୟାଗ ,ଆଦର୍ଶ ସେବା  ର ଗୁଣଗାନ କରାଯାଉଛି ।କେଉଁଠି ସଭା ସମିତିର ଆୟୋଜନ ତ ଆଉ କେଉଁଠି ତାଙ୍କ ଆତ୍ମ ଜୀବନୀର କବିତା ପାଠୋତ୍ସବ କରାଯାଉଛି । କିନ୍ତୁ ଜଣେ ଶିକ୍ଷୟିତ୍ରୀ  ବୃକ୍ଷ ରୋପଣ କରି  ଗୋପନ୍ଧୁଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଉଥିବା ଦେଖିବାକୁ ମିଳିଛି । ସେ ହେଲେ ଅତାବିରା ବ୍ଲକ ଟୋପ ହାଇସ୍କୁଲ ର ବିଜ୍ଞାନ ଶିକ୍ଷୟିତ୍ରୀ ଅନୁସୂୟା  ଦେବତା । ସେ କହନ୍ତି ,ଆଜିର ସମାଜ ଗୋପବନ୍ଧୁଙ୍କ ଆଦର୍ଶମାର୍ଗ କୁ ଭୁଲିଯାଇଛି ।ପ୍ରତି ମୁହୂର୍ତ୍ତରେ  ଅନ୍ୟାୟ ଅହିଂସା ରେ ମଣିଷ ପରସ୍ପର ର  ଅନିଷ୍ଠ କରି ଚାଲିଛି।ସମାଜରେ ଅନ୍ୟ ପାଇଁ  ବଞ୍ଚିବା ମଣିଷ ଆଜି ମିଳିବା କଷ୍ଟକର ହୋଇପଡିଛି ।ତେଣୁ ପୁଣି ଥରେ ସେଇ ମହାନ ଆତ୍ମା ଙ୍କ ର ଆବିର୍ଭାବ ର ଆବଶ୍ୟକତା  ରହିଛି। ମାନବ ସେବା  କୁ ନିଜ ଜୀବନରେ ପ୍ରାଥମିକତା ଦେଇ  ଜୀବନ ସାରା ସେବାରେ ବ୍ରତୀ ହୋଇ   ରହିଥିବା  ଦରିଦ୍ର ମାନଙ୍କ  ବନ୍ଧୁ ଗୋପବନ୍ଧୁ ଙ୍କ ସ୍ମୃତି ରେ ଆଜି  ସେ ଏହି ବୃକ୍ଷ ରୋପଣ କରି  ପୁଣି ଥରେ ଲୋକଙ୍କ ମନରେ ଗୋପବନ୍ଧୁ ଙ୍କ  ଜୀବନାଦର୍ଶ କୁ ଉଦଯିବିତ କରିବାର ପ୍ରୟାସ କରିଛନ୍ତି । ରାସ୍ତା କଡ ତଥା କୁଷ୍ଠାଶ୍ରମ ରେ  ଗଛ ଲଗାଇ  ସେଠାରେ  ଗୋପବନ୍ଧୁ ଙ୍କ କିଛି ନୀତିବାଣୀ ଥିବା  ପ୍ଲାକାର୍ଡ ରଖି ଦେଇଛନ୍ତି ,ଯେପରି ଲୋକଙ୍କ ଦୃଷ୍ଟି  ତାଙ୍କ ବାଣୀ ଉପରେ ପଡ଼ିବ ଓ ଲୋକଙ୍କର   କିଛି ପରିବର୍ତ୍ତନ ହେବ  । ତାଙ୍କର ଏହି କାର୍ଯ୍ୟକୁ ବୁଦ୍ଧିଜୀବି ମହଲରେ ଉଚ୍ଚ ପ୍ରସଂସା କରାଯାଇଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026

You Might Also Like