-+91-9937148622 |

prerana_bgr@rediffmail.com |

  Wednesday 29th April 2026 |

| | | |

R.N.I. Regd No. ODIODI/2010/46693

Breaking News

କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   (28-Apr-2026)       ||      ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   (28-Apr-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ    (28-Apr-2026)       ||      *ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   (28-Apr-2026)       ||      ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      (28-Apr-2026)       ||      ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   (28-Apr-2026)       ||      Qwert   (28-Apr-2026)       ||      Jk   (28-Apr-2026)       ||      କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼    (28-Apr-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   (28-Apr-2026)       ||      *ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   (28-Apr-2026)       ||      ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   (28-Apr-2026)       ||      ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (28-Apr-2026)       ||      ସିଲ୍ ହେଲା ବେଆଇନ ବାଲି ଘାଟ   (28-Apr-2026)       ||      ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   (28-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   (28-Apr-2026)       ||      ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   (27-Apr-2026)       ||      ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ    (27-Apr-2026)       ||      ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   (27-Apr-2026)       ||      ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ    (27-Apr-2026)       ||     

HOME   ଜିଲ୍ଲା

ବିଦାୟକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ

01-Jul-2022



ବରଗଡ:-ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ ଅନ୍ତର୍ଗତଲିଟିପାଲି  ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ରୀ ଗୋକୁଳାନନ୍ଦ ପ୍ରଧାନଙ୍କ ଚାକିରୀରୁ ଅବସର ଗ୍ରହଣ ଉପଲକ୍ଷେ ବିଦ୍ୟାଳୟର ଛାତ୍ରଛାତ୍ରୀ, ଅଭିଭାବକ, ପରିଚାଳନା କମିଟିର ସଭ୍ୟସଭ୍ୟାଙ୍କୁ ନେଇ ଏକ ସମ୍ବର୍ଦ୍ଧନା ସଭା ଚେୟାରମ୍ଯାନ ଚୂଡାମଣି ଭୁଏଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେଲା। ମୁଖ୍ୟ ଅତିଥିଭାବେ ଏ ବି ଇ ଓ ଶ୍ରୀଯୁକ୍ତ ସୁଶାନ୍ତ କୁମାର ପାଣ୍ଡେ, ସମ୍ମାନିତ ଅତିଥିଭାବରେ ସି  ଆର୍ ସି ସି ଦୁର୍ବାଦଳ ବଡ଼ଗୁଛିଆ, ସୀତାରାମ ଦୀପ, ପୂର୍ବତନ ସି ଆର୍ ସି ସି ପ୍ରେମରାଜ ପଧାନ ଙ୍କ ସହିତ ପ୍ରଦୀପ ଭୋଇ, ଶୈଳେନ୍ଦ୍ର ନାରାୟଣ ମିଶ୍ର, ଜ୍ୟାକବ ନନ୍ଦ,  ଚାରୁ ଚରଣ ବିଶ୍ଵାଳ, ମାଧବ ଚନ୍ଦ୍ର ସାହୁ ପ୍ରଭୃତି ଶିକ୍ଷକଗଣ ଏବଂ ବୁଦ୍ଧଦେବ ଦାଶ, ଆଶିଷ ତ୍ରିପାଠୀ, ଜନାର୍ଦ୍ଦନ ବାରିକ ଆଦି ଅଫିସ କର୍ମଚାରୀ ସଭାରେ ଅଂଶଗ୍ରହଣ କରିଥିଲେ। ବିଦାୟୀ ଶିକ୍ଷକ ଶ୍ରୀଯୁକ୍ତ ପ୍ରଧାନ ବିଦ୍ୟାଳୟର ପ୍ରତ୍ୟେକ ଉନ୍ନତି ମୂଳକ କାର୍ଯ୍ୟ କମିଟିର ସହମତି ଭିତ୍ତିରେ କରୁଥିଲେ ବୋଲି ସ୍କୁଲ ଚେୟାରମ୍ଯାନ ମତପ୍ରକାଶ କଲେ ଏବଂ ଖାଲି ସ୍ଥାନରେ ଶୀଘ୍ର ଜଣେ ଶିକ୍ଷକ ନିଯୁକ୍ତି ପାଇଁ ଏ ବି ଇ ଓ ଙ୍କୁ ଅନୁରୋଧ କରିଥିଲେ।  ଛାତ୍ରଛାତ୍ରୀ ଓ ପରିଚାଳନା କମିଟି ସଭ୍ୟସଭ୍ୟା ବିଦାୟୀ ଶିକ୍ଷକଙ୍କୁ  ବିଭିନ୍ନ ଉପଢୌକନ ପ୍ରଦାନ କଲେ। ବି ଇ ଓ  ଅଫିସ ତରଫରୁ ପ୍ରୋଭିଜନାଲ ପେନସନ୍ ମଞ୍ଜୁରୀ ଚିଠି ସାଙ୍ଗକୁ ଏକ ପ୍ରଶଂସା ପତ୍ର ମଧ୍ଯ ପ୍ରଦାନ କରାଗଲା। ଶିକ୍ଷକ ପ୍ରେମରାଜ ପଟେଲ ସୁନ୍ଦର ଭାବରେ ସଭା ସଂଯୋଜନା କରିଥିଲେ ଏବଂ ସହକାରୀ ଶିକ୍ଷକ ଚିତ୍ତରଞ୍ଜନ ସୁନା ଧନ୍ୟବାଦ ଅର୍ପଣ କରିଥିଲେ


News Comment




Photo in News

Advertisment
Lastest News
  ରାଜ୍ୟ  
କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   28-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   28-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ   28-Apr-2026
  ଜିଲ୍ଲା  
*ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   28-Apr-2026
  ଜିଲ୍ଲା  
ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      28-Apr-2026
  ଜିଲ୍ଲା  
ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   28-Apr-2026
Qwert   28-Apr-2026
Jk   28-Apr-2026
  ଜିଲ୍ଲା  
କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼   28-Apr-2026
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   28-Apr-2026
  ଜିଲ୍ଲା  
*ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   28-Apr-2026
  ଜିଲ୍ଲା  
ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   28-Apr-2026

You Might Also Like

                   
  ଜିଲ୍ଲା  

Qwert

   
  ଜିଲ୍ଲା  

Jk