-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||     

HOME   ଜିଲ୍ଲା

ଲୋଇସିଂହା ସଂକୁଳ ଓ ଦକ୍ଷିଣ ପଶ୍ଚିମ ସମ୍ଭାଗର ବିଦ୍ୟା ମନ୍ଦିରର ସାମୁହିକ ଆଚାର୍ଯ୍ୟ କର୍ମଶାଳା ଅନୁଷ୍ଠିତ

01-Jul-2022



ଲୋଇସିଂହା, (ବିନୋଦ କୁମାର ଦୀପ) ବିଦ୍ୟାଭାରତୀ ଶିକ୍ଷା ବିକାଶ ସମିତି, ଓଡିଶାଙ୍କ ଯୋଜନାନୁସାରେ ଗତ ୨୭ତାରିଖ ରୁ  ୩୦ ତାରିଖ ଦୀର୍ଘ ଚାରିଦିନ ପର୍ଯ୍ୟନ୍ତ ଲୋଇସିଂହା ଶିଶୁ ବିଦ୍ୟା ମନ୍ଦିର ଲୋଇସିଂହା ସଂକୁଳ ଓ ଦକ୍ଷିଣ ପଶ୍ଚିମ ସମ୍ଭାଗର ବିଦ୍ୟା ମନ୍ଦିରର ସାମୁହିକ ଆଚାର୍ଯ୍ୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମର ଉଦଘାଟନି ଉତ୍ସବରେ ମୁଖ୍ୟଅତିଥି ଭାବରେ ଲୋଇସିଂହା ଜୋନ ୩୩ର ଜିଲ୍ଲା ପରିଷଦ ଅଧ୍ୟକ୍ଷl ଶ୍ରୀମତୀ ଲିଳିମା ବେହେରା ଯୋଗ ଦେଇଥିବା ବେଳେ, ସମ୍ମାନିତ ଅତିଥି ଭାବରେ ବିଜେଡି ରାଜ୍ୟ ପରିଷଦ ସଭ୍ୟ ନିହାର ରଞ୍ଜନ ବେହେରା, ମୁଖ୍ୟବକ୍ତା ଭାବରେ ଲୋଇସିଂହା ମହାବିଦ୍ୟାଳୟର ଇତିହାସ ଅଧ୍ୟlପକ ସନ୍ତୋଷ କୁମାର ସିଂହଲାଲ, ସଂକୁଳ ପ୍ରମୁଖ  କମଳ ଲୋଚନ ତ୍ରିପାଠୀ ଯୋଗଦେଇ କାର୍ଯ୍ୟଶାଳାର ଶୁଭାରମ୍ଭ କରିଥିଲେ l ପ୍ରତିଦିନ କର୍ମଶାଳାଟି ସକାଳ ୫ ଟାରୁ ଆରମ୍ଭ

ହୋଇ ରାତ୍ର ୧୦ଟା ପର୍ଯ୍ୟନ୍ତ ଦୀପ ନିର୍ବାପିତ ହେଉଥିଲା l ଏହି କର୍ମଶାଳାରେ ସଂକୁଳର ୭ଟି ବିଦ୍ୟାଳୟ ଓ ସମ୍ଭାଗର ୪ ଟି ଜିଲ୍ଲା ତଥା  ତଥା ୩ଟି ବିଭାଗର ୨୭ଟି ବିଦ୍ୟା ମନ୍ଦିରରୁ ଏନ.ଇ.ପି ଆଧାରରେ ପ୍ରତିଭାଗୀ ମାନ ଯୋଗଦାନ କରିଥିଲେ l ବିଦ୍ୟା ମନ୍ଦିର ବିଭାଗରେ ୧୦୨ ଜଣ ଗୁରୁଜୀ ଓ ୪୫ ଜଣ ଗୁରୁମା ଉପସ୍ଥିତ ଥିବାବେଳେ ସର୍ବମୋଟ ୧୪୩ଜଣ ଗୁରୁଜୀ ଓ ୮୧ ଜଣ ଗୁରୁମା ଉକ୍ତ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ l ବିଦ୍ୟା ମନ୍ଦିର ବିଭାଗର ସାହିତ୍ୟରେ ୨୫ଜଣ, ଇଂରାଜୀରେ ୨୩ ଜଣ, ହିନ୍ଦୀରେ ୧୬ ଜଣ, ସଂସ୍କୃତରେ ୧୪ ଜଣ, ଗଣିତରେ ୨୬ ଜଣ, ସାଧାରଣ ବିଜ୍ଞାନରେ ୧୮ ଜଣ, ଇତିହାସରେ ୧୫ ଜଣ, ଭୂଗୋଳରେ ୧୦ ଜଣ ସର୍ବମୋଟ ୧୪୭ ଜଣ ଉପସ୍ଥିତ ଥିଲେ l ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଲୋଇସିଂହା ବିଧାୟକ ଡ଼.ମୁକେଶ ମହାଲିଙ୍ଗ ଓ ମୁଖ୍ୟବକ୍ତା ଭାବେ ଶିକ୍ଷା ବିକାଶ ସମିତି, ଓଡିଶାର ସଂଗଠନ ମନ୍ତୀ ମାନନୀୟ ରମାକାନ୍ତ ମହାନ୍ତ ଯୋଗ ଦେଇଥିଲେ l ଶିକ୍ଷା ବିକାଶ ସମିତି ଓଡିଶାର ୩ ଜଣ ପୂର୍ଣ୍ଣକାଳୀନ କାର୍ଯ୍ୟକର୍ତ୍ତା, ଦକ୍ଷିଣ ପଶ୍ଚିମ ସମ୍ଭାଗର କାର୍ଯ୍ୟାଳୟ ସହାୟକଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଏବଂ ଲୋଇସିଂହା ସଂକୁଳର ୬ ଜଣ କାର୍ଯ୍ୟାଳୟ ସହାୟକ, ୮ ଜଣ ସେବକ ସେବିକା ତଥା ୪ ଜଣ ବାହାନ ଚାଲକଙ୍କ ସହଯୋଗରେ ଉକ୍ତ କାର୍ଯ୍ୟକ୍ରମଟି ସଫଳ ହୋଇପାରିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026

You Might Also Like