-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||     

HOME   ଜିଲ୍ଲା

ଆମ ପାଣି ପୋଲିସ ଗାଡି ଧକ୍କା ରେ ମହିଳା ମୃତ, ସ୍ୱାମୀ ଓ ଝିଅ ଗୁରୁତର ୨୬ ନମ୍ବର ଜାତୀୟରାଜପଥ ଅବରୋଧ l

01-Jul-2022



କଳାହାଣ୍ଡି,କୋକସରା( ତ୍ରିନଥ ବେଶ୍ରା )
ନିଜ ଝିଅ ଘର କୁ ରଥଯାତ୍ରା ରେ ଯାଉଥିଲେ, ହେଲେ ଝିଅ ଘର କୁ ପହଞ୍ଚିବା ପୂର୍ବରୁ ପୋଲିସ ଗାଡି ଧକ୍କା ରେ ୩ ଗୁରୁତର ହୋଇଥିବା ବେଳେ ଚିକିତ୍ସାଧୀନ ଅବସ୍ଥାରେ ମହିଳା ଙ୍କ ମୃତ୍ୟୁ ହୋଇଛି। ସୂଚନା ଅନୁସାରେ ଆମପାଣି ପଞ୍ଚାୟତ କନ୍ଦାଗଡ଼ ଗ୍ରାମର କୃଷ୍ଣଚନ୍ଦ୍ର ମାଝୀ ସ୍ତ୍ରୀ କିଆଁ ମାଝୀ ବୟସ -୩୫ ଓ ୧୦ ବର୍ଷ ର ଝିଅ ନମିତା ସହ ନିଜ ବିବାହିତା ଝିଅ ଘର ଭୁର୍ଷାଗୁଡା କୁ ବାଇକ ରେ ଯାଉଥିବା ସମୟରେ ବିଜୁ ଏକ୍ସପ୍ରେସ ୱେ ଭୁର୍ଷାଗୁଡା ନିକଟରେ ବିପରୀତ ଦିଗରୁ ଆସୁଥିବା ଆମପାଣି ପୋଲିସ ଗାଡି ଦ୍ରୁତ ଗତି ରେ ଧକ୍କା ଦେବା ଫଳରେ ସେହି ୩ ଜଣ ଗୁରୁତର ଙ୍କୁ ପୋଲିସ ଗାଡି ରେ କୋକସରା ହସ୍ପିଟାଲ କୁ ଆଣି ଭର୍ତ୍ତି କରିଥିବା ବେଳେ ଚିକିତ୍ସାଧୀନ ଅବସ୍ଥାରେ ମହିଳା ଙ୍କ ମୃତ୍ୟୁ ହୋଇଛି। ଅନ୍ୟ ଗୁରୁତର ଙ୍କୁ ଭବାନୀପାଟଣା ହସ୍ପିଟାଲ କୁ ସ୍ଥାନାନ୍ତର କରାଯାଇଛି। କିଆଁ ମାଝି ଙ୍କ ସବକୁ କୋକସରା ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ର ଠାରେ ସବ ବ୍ୟବଚ୍ଛେଦ କଲାପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିଲେ। ପରିବାର ଲୋକେ ସବକୁ ନେଇ କ୍ଷତିପୂରଣ ଦାବିକରି ଆମପାଣି ଥାନା ସମ୍ମୁଖର ରଖି ଧାରଣରେ ବସିଛନ୍ତି  ଓ ୨୬ ନମ୍ବର ଜାତୀୟ ରାଜପଥର ଅବରୋଧ କରି ଛନ୍ତି l ଯେପର୍ଯ୍ୟନ୍ତ ମୃତକ ଙ୍କ କ୍ଷତି ପୂରଣ ନ ଦେବାଯାଏ ରାସ୍ତା ରୋକ୍ ରହିବ ବୋଲି ଲୋକ ମାନେ ମତ ପ୍ରକାଶ କରି ଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026

You Might Also Like