-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||     

HOME   ଜିଲ୍ଲା

ପହଣ୍ଡିରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା: କାନ୍ଦି ପକାଇଲେ ଛାତ୍ରଛାତ୍ରୀ

01-Jul-2022



ବରଗଡ:-ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ ଅନ୍ତର୍ଗତ ପହଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଜୟନ୍ତୀ ମିଶ୍ର କର୍ମମୟ ଜୀବନରୁ ଅବସର ଗ୍ରହଣ କରିଛନ୍ତି। ଏହି ଅବସରରେ ଏକ ବିଦାୟ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା। ବ୍ଲକ ଶିକ୍ଷା ଅଧିକାରୀ ସୁରେଶ କୁମାର ରାଉତରାୟ ମୁଖ୍ଯ ଅତିଥି ଭାବେ ଯୋଗଦେଇ ବିଦାୟୀ ଶିକ୍ଷୟିତ୍ରୀ ମିଶ୍ରଙ୍କୁ ପୁଷ୍ପଗୁଚ୍ଛ ଓ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରିଥିଲେ। ସ୍କୁଲ ପରିଚାଳନା କମିଟି ସଭାପତି ସୌମିତ୍ରୀ ସାହୁଙ୍କ ଅଧ୍ଯକ୍ଷତାରେ ସାଧାରଣ ସଭା ହୋଇଥିଲା। ଅନ୍ୟ ମାନଙ୍କ ମଧ୍ଯରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପୂର୍ଣ୍ଣ ଚନ୍ଦ୍ର ପଧାନ,ପଡା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ନବୀନ ସାହୁ, ପୂର୍ବତନ ସିଆରସିସି ପ୍ରେମରାଜ ରଣା, ଶିକ୍ଷାବିତ ଶାନ୍ତନୁ ପୁରୋହିତ ପ୍ରମୁଖ ସମ୍ମାନୀତ ଅତିଥି ଭାବେ ଯୋଗଦେଇଥିଲେ। ବରିଷ୍ଠ ଶିକ୍ଷକ ଗତିକୃଷ୍ଣ ପଧାନ, ଶିକ୍ଷୟତ୍ରୀ ସ୍ବେତାଲିନା ଦାଶଙ୍କ ସମେତ ଶିକ୍ଷାର୍ଥୀମାନେ ପ୍ରଧାନ ଶିକ୍ଷକଙ୍କ ସ୍ମୃତି ଚାରଣ କରି ସେ ଜଣେ ଦାୟିତ୍ଵ ସଂପନ୍ନ ଆଦର୍ଶ ଶିକ୍ଷକ ଥିଲେ ବୋଲି ମତପୋଷଣ କରିଥିଲେ। ଶିକ୍ଷୟତ୍ରୀ ମିଶ୍ର ୧୯୮୭ମସିହାରୁ ଶିକ୍ଷା ବିଭାଗରେ ଚାକିରୀ ଜୀବନ ଆରମ୍ଭ କରି ବିଭିନ୍ନ ବିଦ୍ୟାଳୟରେ ଦକ୍ଷତାର ସହିତ ଅଧ୍ୟାପନା କାର୍ଯ୍ୟ ସଂପାଦନ କରିଥିଲେ। ସଦାନନ୍ଦ, ତ୍ରିନାଥ ସେଠ, ଶାନ୍ତନୁ ମେହେର, କୌଶଲ୍ୟା ସାହୁ, ସୁଚିସ୍ମିତା ପଧାନ, ରଶ୍ମି ପଣ୍ଡା ପ୍ରମୁଖ ଶିକ୍ଷକ ଶିକ୍ଷୟିତ୍ରୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ଖେଳ ଶିକ୍ଷକ ହୃଦମଣି ସାହୁ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026

You Might Also Like