-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||     

HOME   ଜିଲ୍ଲା

ରଥ ଦେଖିବାକୁ ଯାଉଥିବା ଅଘଟଣ, ବାଇକ୍ ଧକ୍କା ରେ ଯୁବକ ଗୁରୁତର ଆହତ

02-Jul-2022



ବଙ୍ଗୋମୁଣ୍ଡା(ପ୍ରେରଣା ଖବର): ରଥ ଯାତ୍ରା ଦେଖିବାକୁ ଯାଉଥିବା ବେଳେ  ଦ୍ରୁତ ଗତିରେ ଯାଉଥିବା  ଜଣେ ବାଇକ୍ ଆରୋହୀର ବାଇକ୍ ଧକ୍କାରେ  ଯୁବକ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଜଣାପଡିଛି l ଏପରି ଏକ ଦୁଃଖଦ ଘଟଣା ଘଟିଛି ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଳକ ଲଙ୍ଗଳା ଜୁରି ଗାଁ ରେ l ସୂଚନାରୁ ପ୍ରକାଶ ଯେ, ଗତକାଲି  ଲଙ୍ଗଳାଜୁରି ଗାଁ ର ବିବେକlନନ୍ଦ ତାଣ୍ଡି (୨୫) ପାଖ ମୁଣ୍ଡପଦର ଗାଁ କୁ ରଥ ଯାତ୍ରା ଦେଖିବାକୁ ଯାଇଥିବା ସମୟରେ ଗୋଟିଏ ବାଇକ୍ ଆସି ବିବେକlନନ୍ଦ କୁ ଜୋର୍ ରେ ଧକ୍କା ଦେଇଥିଲା l ବାଇକ୍ ଧକ୍କା ରେ ବିବେକାନନ୍ଦଙ୍କ  ବାମ ଗୋଡ ଭାଙ୍ଗି ଯାଇଥିବା ସହ ଶରିରର ବିଭିନ୍ନ ଅଂଶରେ ଆଘାତ ଲାଗିଥିବା ଜଣାପଡ଼ିଛି l
ଦୁର୍ଘଟଣା ପରେ ବିବେକାନନ୍ଦଙ୍କୁ ପ୍ରଥମେ ବେଲପଡ଼ା ଓ ପରେ ବଲାଙ୍ଗିର ଭୀମ ଭୋଇ ମେଡ଼କାଲ କଲେଜ ଓ ହସ୍ପିଟାଲରେ ଭର୍ତି କରଯାଇଛି  

ଦୁର୍ଘଟଣା ଘଟାଇଥିବା ବାଇକ୍ ରେ  ୩ ଜଣ ଯୁବକ ବସିଥିବା ବେଳେ ସେମାନେ ସମସ୍ତେ ମଦ୍ୟପାନ କରିଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026

You Might Also Like