-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||     

HOME   ରାଜ୍ୟ

ପାତାଳି ଶ୍ରୀକ୍ଷେତ୍ରରେ ଜଗନ୍ନାଥଙ୍କ ଘୋଷଯାତ୍ରା 

02-Jul-2022



ଉଲୁଣ୍ଡା,(ଗୌରଚନ୍ଦ୍ର ପରିଛା ):ଉଲୁଣ୍ଡା ବ୍ଲକ ପାତାଳି ଶ୍ରୀକ୍ଷେତ୍ରରେ ଜଗନ୍ନାଥଙ୍କ ଘୋଷ ଯାତ୍ରା ଅନୁଷ୍ଠିତ ହୋଇଯାଇଛି l ସକାଳୁ ସୂର୍ଯ୍ୟପୂଜା, ଦ୍ୱାରପାଳ ପୂଜା, ଦ୍ୱାର ଫିଟା, ମଙ୍ଗଳ ଆଳତୀ ଓ ଖେଚୁଡ଼ି ଭୋଗ ଲାଗିପାରେ ଶ୍ରୀ ଜିଉଙ୍କୁ ବେଶ କରାଯାଇଥିଲା l ପରେ ଜିଉଙ୍କୁ ଗୋଟିପହଣ୍ଡିରେ ଅଣାଯାଇଥିଲା l ଗାଁ ଗଡ଼ତ୍ୟା ଚମରା ଅମାତ ଛେରା ପହରା କରିଥିଲେ l ପୂର୍ବ ପରମ୍ପରା କ୍ରମେ ସୁଭଦ୍ରାଙ୍କ ରଥକୁ କେବଳ ମହିଳା ମାନେ ଟାଣିଥିଲେ l ବିଶେଶ୍ୱର ପାଢ଼ୀ, ଦେବାର୍ଚନ ଦାସ ଓ ଗୁଣାକର ପଣ୍ଡା ପୂଜାର୍ଚନା କରିଥିଲେ l କରୋନା କଟକଣା ଯୋଗୁଁ ଦୀର୍ଘ ଦୁଇବର୍ଷର ବ୍ୟବଧାନ ପରେ  ଚଳିତ ବର୍ଷ ବହୁ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା l ଶ୍ରଦ୍ଧାଳୁ ମାନେ ପାହାଡ ଚଢିବାରେ ମଜା ନେଇଥିଲେ l ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ପ୍ରଶାସନ ତଥା ପାତାଳି ଟ୍ରଷ୍ଟ ତରଫରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା l ଅତିଥି ଭାବରେ ବିରମହାରାଜପୁର ଉପଜିଲ୍ଲାପାଳ ଅଶୋକ ଭୋଇ ଓ ଏସଡିପିଓ ଡୋଲମଣି ଭୋଇ ଯୋଗଦେଇଥିଲେ l ପଙ୍କଜ ସାହୁ ଧାରାବିବରଣୀ ପ୍ରଦାନ କରିଥିଲେ l ପାତାଳି ଟ୍ରଷ୍ଟର ସମ୍ପାଦକ ଉତ୍ତର ପାତ୍ର, ପୂର୍ଣଚନ୍ଦ୍ର ପାଢ଼ୀ, ମହାଦେବ ସାହୁ,ଜାନକୀରାମ ଦେହୁରୀଙ୍କ ସମେତ ପାତାଳି ସେନା ପ୍ରମୁଖ ସହଯୋଗ କରିଥିଲେ l ସେହିପରି ଉଲୁଣ୍ଡା ସମେତ ଗୌଡ଼ଗାଁ, କୁକିଆ, ଜଗନ୍ନାଥପାଲି, ହରିଣାପାଲି, ଲସ୍ତଳା, କୋଟସମଲେଇ, ଖୁଣ୍ଟୁଳାପାଲି, ପଳାସ, ବିଦୁରୂପାଲି, କପୁରଡ଼ା, କଳାପଥର, ରକ୍ସା ଆଦି ବିଭିନ୍ନ ଗ୍ରାମରେ ଘୋଷଯାତ୍ରା ଅନୁଷ୍ଠିତ ହୋଇଛି l

 


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ   15-Aug-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026

You Might Also Like