-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||     

HOME   ଅପରାଧ

ସୁନ୍ଦରଗଡ଼ - ଛାତ୍ରୀ ଙ୍କ କୋଳରେ 6 ମାସର ଛୁଆ

24-Nov-2020



ସୁନ୍ଦରଗଡ଼, (ପ୍ରେରଣା ଖବର) - ଦଶମ ଶ୍ରେଣୀର ଛାତ୍ରୀ । ଦୁନିଆକୁ ଭଲଭାବରେ ଚିହ୍ନିନି କିନ୍ତୁ ହାତରେ ଅଛି ୬ ମାସର ଛୁଆ । ନିଜେ ଦୁନିଆ କଣ ଜାଣିବା ପୂର୍ବରୁ ଶିଶୁ କନ୍ୟାର ମାଆ ପାଲଟିଯାଇଛି ଏହି ନାବାଳିକା ।  ଏମିତି ଏକ ସମ୍ବେଦନଶୀଳ ଖବର ଆସିଛି ସୁନ୍ଦରଗଡ ଜିଲ୍ଲା ସବଡେଗା ବ୍ଲକରୁ । ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ ନାବାଳିକା ଜଣକ ଏବେ ନିଜ ଛୁଆର ଖାଇବା ଯୋଗାଡ ପାଇଁ ପର ଘରେ ପାଇଟି କରୁଛନ୍ତି । ତେବେ ସମ୍ପୂର୍ଣ୍ଣ ଖବର ଜାଣିବାପାଇଁ ଆମେ ପହଞ୍ଚିଥିଲୁ ସୁନ୍ଦରଗଡ଼ ଜିଲ୍ଲାରେ ।*ଆଶା ଥିଲା ପାଠ ପଢି ପୋଲିସ ଚାକିରି କରିବ, ଖେଳ କୁଦରେ ବେଶ ଆଗରେ ଥିଲା । ଖାଲି ସେତିକି ନୁହେଁ ଜିଲ୍ଲା ଓ ରାଜ୍ୟ ସ୍ତରରେ ଅନେକ କ୍ରୀଡା ପ୍ରତିଯୋଗିତାରେ ସଫଳତା ମଧ୍ୟ ହାସଲ କରିଥିଲା ଏହି ଦଶମ ଶ୍ରେଣିର ଛାତ୍ରୀ ଜଣକ। ଠିକ ଏହି ସମୟରେ ସାମାନ୍ୟ ପାଦ ଖସେଇ ପଡିଯାଇଥିଲା ଜଣେ ଯୁବକର ପ୍ରେମରେ । ଆଉ ଏହାର ଫାଇଦା ଉଠାଇ ଯୁବକ ଜଣକ ନାବାଳିକା ଛାତ୍ରୀଙ୍କ ସହ ରଖିଥିଲା ଦୈହିକ ସମ୍ପର୍କ। ଫଳସ୍ଵରୁପ ନାବାଳିକା*ହୋଇଥିଲେ ଗର୍ଭବତି। ଗର୍ଭବତୀ ହେବା ପରେ ପ୍ରେମିକ ହେଲା ଫେରାର। ଆଉ ମା ହେଲା ଏହି ନାବାଳିକା ଜଣକ । ନାବାଳିକାର ଏହି ପରିସ୍ଥିତି ଜାଣି ପରିବାର ବର୍ଗସବଡେଗା ଡାକ୍ତରଖାନାକୁ ନେବା ପରେ ସମସ୍ତ ବିଷୟ ଜଣାପଡିଥିଲା ମାତ୍ର ଗର୍ଭପାତ ସମ୍ଭଭ ନୁହେଁ କହିବା ପରେ ଗତ ମେ ମାସରେ ନାବାଳିକା ଜଣକ ଜନ୍ମ ଦେଇଥିଲେ ଏକ କନ୍ୟା ସନ୍ତାନ। ଶିଶୁ କନ୍ୟାକୁ ବର୍ତମାନ 6 ମାସ.. ନିଜ ଛୁଆର ଖାଇବା ଯୋଗାଡ ପାଇଁ ନାବାଳିକା ଏବେ ପର ଘରେ କାମ କରି କିଛି ରୋଜଗାର କରୁଛନ୍ତି। ଅଗକୁ ପଢିବା ର ଇଛା ଥିବା କହିବା ସହ ନିଜ ଗୋଡରେ ଛିଡା ହୋଇ ପିଲା ଦିନରୁ ପୋଲିସ ଚାକିରି ସ୍ଵପ୍ନ ଦେଖିଥିବା କହିଛନ୍ତି ନାବାଳିକା ।*ଅନ୍ୟପଟେ ନାବାଳିକାର ମାଁ କହିଛନ୍ତି ଯେ ଡାକ୍ତରଖାନାରେ ଗର୍ଭପାତ ପାଇଁ ପ୍ରାୟ 20 ହଜାର ଟଙ୍କା ଦରକାର ପଡିଥିଲା କିନ୍ତୁ ଟଙ୍କା ନଥିବାରୁ ସେମାନେ ରାଜଗାଙ୍ଗପୁର ଡାକ୍ତରଖାନାରେ ନାବାଳିକାର ପ୍ରସବ କରାଇଥିଲେ। ତେବେ ଦୁଷ୍କର୍ମକାରୀଙ୍କ ବିରୁଦ୍ଧରେ ମାମଲା ରୁଜୁ କରାଯିବା ସହ ନାବାଳିକାକୁ ସମ୍ପୁର୍ଣ୍ଣ ସରକାରୀ ସହାୟତା ପ୍ରଦାନ କରାଯିବ ବୋଲି କହିଛନ୍ତି ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ। ଏହାସହିତ ଦୁଷ୍କର୍ମ କରି ଫେରାର ଥିବା ପ୍ରେମିକକୁ ତୁରନ୍ତ ଗିରଫ କରି ନାବାଳିକାକୁ ସରକାରୀ ସହାୟତା ଯୋଗାଇଦେବାକୁ ସାଧାରଣରେ ଦାବୀ ହୋଇଛି।*


News Comment




Photo in News

Advertisment
Lastest News
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026

You Might Also Like