-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||     

HOME   ଜିଲ୍ଲା

ଜୁଲାଇ ୬ରେ ଜିଲ୍ଲାସ୍ତରୀୟ ଓଡିଆ ପ୍ରବନ୍ଧ, ସାହିତ୍ୟ ସମ୍ପର୍କିତ ବକୃତା, କବିତା ଆବୃତି, ସାହିତ୍ୟ ସମ୍ପର୍କିତ ସାଧାରଣ ଜ୍ଞାନ ଏବଂ ଇଂରାଜୀରୁ ଓଡିଆ ଅନୁବାଦ ପ୍ରତିଯୋଗିତା

02-Jul-2022



ବଲାଙ୍ଗିର(ପ୍ରେରଣା ଖବର) : ଓଡିଶା ସାହିତ୍ୟ ଏକାଡେମୀର ସ୍ୱନକ୍ଷତ୍ର ଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ଓ ରାଜ୍ୟସ୍ତରୀୟ ପ୍ରତିଯୋଗିତା କନିଷ୍ଠ ବର୍ଗ ୬ଷ୍ଠରୁ ୭ମ ଶ୍ରେଣୀ ଏବଂ ବରିଷ୍ଠ ବର୍ଗ ୮ମରୁ ୧୦ମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅନୁଷ୍ଠିତ ହେବ । ଜିଲ୍ଲା ସ୍ତରରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ର /ଛାତ୍ରୀ ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ଭାଗ ନେବା ପାଇଁ ଯୋଗ୍ୟ ବିବେଚିତ ହେବେ । ଜିଲ୍ଲା ସ୍ତରରେ ପ୍ରଥମ, ଦ୍ୱିତୀୟ ,ତୃତୀୟ ସ୍ଥାନ ଅଧିକାର କରିଥିବା ଛାତ୍ର /ଛାତ୍ରୀଙ୍କୁ ପ୍ରମାଣ ପତ୍ର ଓ ପୁରସ୍କାର ଦିଆଯିବ । ଜିଲ୍ଲାସ୍ତରୀୟ ପ୍ରତିଯୋଗିତା ଆସନ୍ତା ତା୦୬/୦୭/୨୦୨୨ରିଖ ଦିନ ପୂର୍ବାହ୍ନ ୧୧ ଘଟିକା ସମୟରେ ବଲାଙ୍ଗିର ସ୍ଥିତ ଟାଉନ୍‌ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହେବ । ଗୋଷ୍ଠୀ ଶିକ୍ଷା ଅଧିକାରୀମାନେ ଉଭୟ କନିଷ୍ଠ ଓ ବରିଷ୍ଠ ବର୍ଗର ପ୍ରତିଯୋଗିତା ସମ୍ପୃକ୍ତ ବ୍ଲକ ସ୍ତରରେ ଏବଂ ତାଙ୍କ ଅଧିନସ୍ଥ ସହରାଞ୍ଚଳରେ ପ୍ରତିଯୋଗିତା କରି ଜିଲ୍ଲାସ୍ତରୀୟ ପ୍ରତିଯୋଗିତା ପାଇଁ ପ୍ରତି ବର୍ଗରୁ ଚୟନ ହୋଇଥିବା ଜଣେ ଲେଖାଏଁ ଛାତ୍ରଛାତ୍ରୀ ଜିଲ୍ଲାସ୍ତରକୁ ପ୍ରେରଣ କରିବେ । ସମସ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ତା୦୫.୦୭.୨୦୨୨ରିଖ ସୁଦ୍ଧା ସମସ୍ତ ପ୍ରତିଯୋଗିତା ବ୍ଲକ ଓ ସହରାଞ୍ଚଳରେ ଆୟୋଜନ କରି ପ୍ରତ୍ୟେକ ପ୍ରତିଯୋଗିତାର ଶ୍ରେଷ୍ଠ ପ୍ରତିଯୋଗୀଙ୍କ ନାମ ନିର୍ଦ୍ଧାରିତ ଫର୍ମରେ ଜୁଲାଇ ୫ ତାରିଖ ସୁଦ୍ଧା ଜିଲ୍ଲା ସଂସ୍କୃତି ଅଧିକାରୀଙ୍କୁ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ପ୍ରତିଯୋଗିତାର ବିଷୟ ତଥା ପ୍ରତିଯୋଗିତା ସମ୍ପର୍କିତ ଅନ୍ୟାନ୍ୟ ବିବରଣୀ ସମ୍ପର୍କରେ ଜାଣିବା ପାଇଁ ବିଦ୍ୟାଳୟଗୁଡିକର ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀମାନେ ସେମାନଙ୍କ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ସହ ଯୋଗାଯୋଗ କରିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   15-Aug-2026
  ଜିଲ୍ଲା  
ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   15-Aug-2026
  ଜିଲ୍ଲା  
ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ   15-Aug-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026

You Might Also Like